ଉଦାହରଣ ପାଲଟିଲେ ସରପଞ୍ଚ

ଖଇରା, ୧୫।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ନହଙ୍ଗ ପଞ୍ଚାୟତର ସରପଞ୍ଚ ରାଜଶ୍ରୀ ଦାସ ନିଜ ପଞ୍ଚାୟତବାସୀଙ୍କ ସୁରକ୍ଷା ପାଇଁ ନିଜେ ଅଣ୍ଟା ଭିଡି ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛନ୍ତି ା ନିଜ ପଞ୍ଚାୟତକୁ ସୁରଟ, କୋଲକାତା, ଦିଲ୍ଲୀ, ମୁମ୍ବାଇ ଫେରନ୍ତାଙ୍କ ସଂଖ୍ୟା ଦିନକୁ ଦିନ ବଢି ଚାଲିଥିବା ବେଳେ ସଂକ୍ରମଣ ଆଶଙ୍କାରେ ପଞ୍ଚାୟତକୁ ୪୮ଘଣ୍ଟିଆ ଶଟଡାଉନ ଘୋଷଣା କରିଛନ୍ତି ା ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ଓ ପୋଲିସ ପ୍ରଶାସନ ସହ ଆଲୋଚନା ପରେ ୧୬ତାରିଖ ସକାଳ ୬ଟାରୁ ୧୮ତାରିଖ ସକାଳ ୬ଟା ପର୍ଯ୍ୟନ୍ତ ପଞ୍ଚାୟତର ସ୍ବାସ୍ଥ୍ୟକେନ୍ଦ୍ର ଓ ଔଷଧ ଦୋକାନକୁ ଛାଡି ସମସ୍ତ ବ୍ୟବସାୟ ପ୍ରତିଷ୍ଠାନ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ା କେବଳ ସେତିକି ନୁହେଁ ଶୁକ୍ରବାରଠାରୁ ଗାଁ ଗାଁ ବୁଲି ସେ ନିଜେ ବିଶୋଧନ କାର୍ଯ୍ୟ କରିବା ଭଳି ନିଆରା ଘଟଣା ଦେଖିବାକୁ ମିଳିଥିଲା ା ଲୋକଙ୍କ ସୁରକ୍ଷା ପାଇଁ ତାଙ୍କୁ ଆଗକୁ ଆସିବାକୁ ପଡିଥିବା ସରପଞ୍ଚ ଦାସ କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଆଉ ଏକ ଲଘୁଚାପ: ବୁଧବାରଠାରୁ ସୋମବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୧୧ା୮(ବନ୍ଦନା ସେଠୀ) – ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ଭିଜିଲାନ୍ସ ଜାଲରେ ଆନନ୍ଦପୁର ସମବାୟ ସମିତିର ନିଲମ୍ବିତ ସମ୍ପାଦକ: ୨୧ ଲକ୍ଷରୁ ଅଧିକ ଟଙ୍କା ଆତ୍ମସାତ୍

ବାଙ୍କୀ, ୧୧।୮(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ କେନ୍ଦ୍ର ସମବାୟ ବ୍ୟାଙ୍କ ଅନ୍ତର୍ଗତ ଓସ୍ତିଆ ପଞ୍ଚାୟତର ଆନନ୍ଦପୁର ସେବା ସମବାୟ ସମିତିରେ ହୋଇଥିବା ବ୍ୟାପକ ଦୁର୍ନୀତି ଏବଂ ଅର୍ଥ ହେରଫେର…

ବାଙ୍କୀରେ ୧୬୩ ଧାରା ଉଲ୍ଲଂଘନ: ଭାଜପା-ବିଜେଡି ମୁହାଁମୁହିଁ, ୭ ଦିନିଆ ଚେତାବନୀ: ପ୍ରଶାସନିକ କାର୍ଯ୍ୟାନୁଷ୍ଠାନକୁ ନେଇ

ବାଙ୍କୀ, ୧୧।୮(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଉପଖଣ୍ଡ ଡମପଡ଼ା ବ୍ଲକ ଏବଂ ଉପଜିଲ୍ଲାପାଳ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ବିଏନ୍‌ଏସ୍‌ର ୧୬୩ ଧାରା ଜାରି ହୋଇଥିବା ସତ୍ତ୍ବେ ଦୁଇ ପ୍ରମୁଖ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

୧୦ଜଣ ବାସିନ୍ଦା ଥିବା ଏହି ଗାଁରେ କାଲି ହେବ ସୂର୍ଯ୍ୟପରାଗ, ୨ ଥର ଘୋଟିଯିବ ଅନ୍ଧାର…

ସ୍ପେନର ବୁର୍ଗୋସ୍ ପ୍ରଦେଶରେ ଅବସ୍ଥିତ ‘ଅଭେଲେନୋସା ଡେ ମୁନ୍ୟୋ’ କେବେ ବେଶ୍ ଜନଗହଳିପୂର୍ଣ୍ଣ ଗାଁ ଥିଲା। ଆଜି ଏଠାରେ ମାତ୍ର ୧୦ ଜଣ ଲୋକ ରହୁଛନ୍ତି। ଗାଁରେ…

ତିନିଦିନିଆ ଲକ୍ଷପତି ଦିଦି କର୍ମଶାଳା-ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ଶୁଭାରମ୍ଭ, ବିଧାୟକ ଯୋଗଦେଇ…

ଗଞ୍ଜାମ, ୧୧।୮(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପରିସରରେ ସମନ୍ୱିତ ଶିଶୁ ପ୍ରକଳ୍ପ କାର୍ଯ୍ୟାଳୟ ପକ୍ଷରୁ ତିନିଦିନିଆ ଲକ୍ଷପତି ଦିଦି କର୍ମଶାଳା ଏବଂ ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ମଙ୍ଗଳବାର…

ବିଜୟଲକ୍ଷ୍ମୀନାରାୟଣପୁର ଗ୍ରାମରେ ଘଟିଥିଲା ସବର୍ଣ୍ଣ-ଅସବର୍ଣ୍ଣ ସଂଘର୍ଷ: ବର୍ଷେ ପରେ ୩ ଅଭିଯୁକ୍ତ ଗଲେ ଜେଲ 

ଦିଗପହଣ୍ଡି, ୧୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟଲକ୍ଷ୍ମୀନାରାୟଣପୁର ଗ୍ରାମରେ ଗତ ବର୍ଷ ଘଟିଥିବା ସବର୍ଣ୍ଣ-ଅସବର୍ଣ୍ଣ ଗୋଷ୍ଠୀ ସଂଘର୍ଷ ଏବଂ ହତ୍ୟା ଉଦ୍ୟମ ମାମଲାରେ…

ସ୍ୱପ୍ନରେ ଦେଖୁଛନ୍ତି କି ସୂର୍ଯ୍ୟପରାଗ? ମାଡ଼ି ଆସିବ ସଙ୍କଟ! ସ୍ୱପ୍ନଶାସ୍ତ୍ର ଅନୁସାରେ ଜାଣନ୍ତୁ କେଉଁ ରାଶି ପାଇଁ ଶୁଭ-ଅଶୁଭ…

୧୨ ଅଗଷ୍ଟରେ ଏହି ବର୍ଷର ଶେଷ ସୂର୍ଯ୍ୟପରାଗ ଲାଗୁଛି। ଏହି ସୂର୍ଯ୍ୟପରାଗ ଶ୍ରାବଣ ଅମାବାସ୍ୟା ଦିନ ଲାଗୁଛି, ଯାହା ଭାରତରେ ଦୃଶ୍ୟମାନ ହେବନାହିଁ। କିନ୍ତୁ ଏହାର ପ୍ରଭାବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri