Posted inଜାତୀୟ

ଉଦ୍ଧବଙ୍କୁ ମିଳିଲାନି ଭାଇ ରାଜ ଠାକରେଙ୍କ ଭୋଟ

ମୁମ୍ବାଇ,୩୦।୧୧: ମହାରାଷ୍ଟ୍ର ବିଧାନସଭାରେ ଶନିବାର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ସଂଖ୍ୟା ଗରିଷ୍ଠତାର ପ୍ରମାଣ ଦେଇଥିଲେ। ତାଙ୍କ ସପକ୍ଷରେ ୧୬୯ଭୋଟ ଆସିଥିବା ବେଳେ ଏବେ ସେ ତାଙ୍କ କ୍ୟାବିନେଟ ବିସ୍ତାର କରିବାର ରାସ୍ତା ସଫା ହୋଇଗଲା ବୋଲି ଆଲୋଚନା ହେଲାଣି। ସବୁଠାରୁ ବଡକଥା ହେଲା ଏହି ଭୋଟ ସମୟରେ ଉଦ୍ଧବଙ୍କ ଭାଇ ରାଜ ଠାକରେଙ୍କ ଦଳ ମହାରାଷ୍ଟ୍ର ନବନିର୍ମାଣ ସେନା(ଏମ୍‌ଏନ୍‌ଏସ୍‌)ର ବିଧାୟକ ରାଜୁ ପାଟିଲ ତାଙ୍କୁ ଭୋଟ ଦେଇ ନ ଥିଲେ ବୋଲି ଜଣାପଡିଛି। କାରଣ ସେ କୌଣସି ଦଳକୁ ସମର୍ଥନ ନ କରି ଗୃହତ୍ୟାଗ କରିଥିଲେ। ସେହିପରି ଓବେସିଙ୍କ ଦଳ ଏମ୍‌ଆଇଏମ୍‌ରୁ ୨ ଓ ସିପିଆଇଏମ୍‌ର ଜଣେ ବିଧାୟକ ମଧ୍ୟ ଏହି ଆସ୍ଥା ଭୋଟରେ ଯୋଗ ଦେଇ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

କୋଭିଡ୍‌ ମହାମାରୀ ସମୟରେ ଅନ୍‌ଲାଇନ ପଢ଼ାରେ ପିଲାମାନେ ଅଭ୍ୟସ୍ତ ହୋଇଯାଇଥିଲେ। ଘରେ ରହିଲେ ମଧ୍ୟ ପିଲାମାନେ ମୋବାଇଲ ଆସକ୍ତି ଛାଡ଼ି ପାରୁନାହାନ୍ତି। ପିଲାଙ୍କ ମାନସିକ ସ୍ଥିତି...

ପରିବେଶତନ୍ତ୍ରୀ

”ଆଜି ଯେଉଁଠି ପହଞ୍ଚଛି ସେଥିପାଇଁ ପ୍ରେରଣା ସ୍ଥାନୀୟ ଗ୍ରାମରୁ ପାଇଛି, ଯେଉଁଠି ଲୋକମାନେ ମୋ ସହ ଠିଆ ହୋଇଥିଲେ। ହେନ୍ତାଳବଣକୁ ନିଜର ଭାବି ପରିଷ୍କାର କରିବାରେ...

ପୂର୍ବତନ ଆଇଏଏସ ଅଧିକାରୀ ରାଜକୁମାର ଗୋଏଲ ହେବେ ମୁଖ୍ୟ ସୂଚନା କମିଶନର, ସୋମବାର ନେବେ ଶପଥ

ନୂଆଦିଲ୍ଲୀ,୧୪।୧୨: ଅବସରପ୍ରାପ୍ତ IAS ଅଧିକାରୀ ରାଜ କୁମାର ଗୋଏଲ ଦେଶର ପରବର୍ତ୍ତୀ ମୁଖ୍ୟ ସୂଚନା କମିଶନର (CIC) ହେବେ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ତାଙ୍କୁ...

ଜାପାନରେ ରିଲିଜ ହେବ ‘ପୁଷ୍ପା ୨’

ହାଇଦ୍ରାବାଦ୍‌: ବ୍ଲକ୍‌ବଷ୍ଟର ଫିଲ୍ମ ‘ପୁଷ୍ପା ୨: ଦି ରୁଲ୍‌’ ଏବେ ଜାପାନରେ ରିଲିଜ ପାଇଁ ପ୍ରସ୍ତୁତ ହେଉଛି। ଆଉ ଏହି ରିଲିଜ ପୂର୍ବରୁ ଅଭିନେତା ଅଲ୍ଲୁ...

ଭାରତ ମାତାର ଦୁଃଖ

ଏଇ କେଇଦିନ ତଳେ ସଂସଦ ଭବନରେ ପ୍ରଧାନମନ୍ତ୍ରୀ ମୋଦି ‘ବନ୍ଦେ ମାତରଂ’କୁ ନେଇ ଏକ ଦୀର୍ଘକାଳୀନ ବିଚାର ବିଶ୍ଳେଷଣ ରଖିଥିଲେ। ‘ବନ୍ଦେ ମାତରଂ’କୁ ନେଇ ପାର୍ଲାମେଣ୍ଟ...

ଦିଲ୍ଲୀ ଏକ୍ୟୁଆଇ ୪୪୧: ଜିଆର୍‌ଏପି-୪ ଲାଗୁହେଲା

ନୂଆଦିଲ୍ଲୀ,୧୪ା୧୨: ଦିଲ୍ଲୀ-ଜାତୀୟ ରାଜଧାନୀ ଅଞ୍ଚଳ (ଏନ୍‌ସିଆର୍‌)ରେ ଶନିବାର ସନ୍ଧ୍ୟାରେ ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ୪୪୧ରେ ପହଞ୍ଚତ୍ଛି, ଯାହାକି ଅତ୍ୟନ୍ତ ଗମ୍ଭୀର ବର୍ଗର। ପ୍ରଦୂଷଣକୁ ନିୟନ୍ତ୍ରଣ କରିବା...

ସୁଶାସନରେ ସମସ୍ୟା

ଅନେକ ସମୟରେ ଶାସନରେ ସୁଫଳ ପାଇବା କଷ୍ଟକର ହେଲେ ବିଫଳତାକୁ ସ୍ବୀକାରକରିବା ପରିବର୍ତ୍ତେ ରାଜନୈତିକ କୌଶଳ ବା ଦୃଷ୍ଟିକୋଣ ଉପରେ ନିର୍ଭର କରାଯାଇପାରେ, ଯାହା ଏକ...

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri