ଉଦ୍ଧାର ପାଇଁ ପ୍ରବାସୀ ଓଡ଼ିଆଙ୍କ ନିବେଦନ

ବରଗଡ଼ ଅଫିସ୍‌,୧୦।୫: ଲକ୍‌ ଡାଉନ୍‌ ଯୋଗୁ ବରଗଡ଼ ଜିଲାର ପ୍ରାୟ ୩୦ଜଣ ଯୁବତୀଯୁବକ ତାମିଲନାଡ଼ୁର ତିରପୁରରେ ଫସି ରହିଛନ୍ତି । ଘରକୁ ଫେରିବାକୁ ଚାହୁଁଥିଲେ ମଧ୍ୟ ସେମାନେ ସକ୍ଷମ ହୋଇ ପାରିନାହାନ୍ତି । ଗାଡ଼ି, ମୋଟର ଚାଲୁ ନ ଥିବାବେଳେ ଗାଡ଼ିଭଡ଼ା ମଧ୍ୟ ସେମାନେ ଯୋଗାଡ଼ କରି ପାରୁ ନାହାନ୍ତି । ଏପରିକି ଗୋଟିଏ ଓଳି ଖାଇଲେ ଆଉ ଗୋଟିଏ ଓଳି ସେମାନଙ୍କୁ ଉପାସରେ ରହିବାକୁ ପଡ଼ୁଛି । ଏଭଳି ଏକ ଭିଡ଼ିଓ ସୋସିଆଲ ମିଡ଼ିଆରେ ଭାଇରାଲ କରି ସମ୍ପୃକ୍ତ ଯୁବତୀ ଯୁବକମାନେ ବରଗଡ଼ ଜିଲାର ସମସ୍ତ ବିଧାୟକ, ମନ୍ତ୍ରୀଙ୍କୁ ସେମାନଙ୍କ ଉଦ୍ଧାର ଦିଗରେ ବିହିତ ପଦକ୍ଷେପ ନେବାକୁ ନିବେଦନ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ହୋଲି ପାଇଁ ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର, ୬ା୨(ଅନୁରାଧା ମହାରଣା)- ହୋଲି ଉତ୍ସବ ସମୟରେ ଯାତ୍ରୀମାନଙ୍କ ପାଇଁ ସୁଗମ, ନିରାପଦ ଏବଂ ଆରାମଦାୟକ ଯାତ୍ରା ସୁନିଶ୍ଚିତ କରିବାକୁ ପୂର୍ବତଟ ରେଳପଥ ଏହାର ପରିସୀମା ମଧ୍ୟରେ…

ସି କେ ନାଇଡୁ ଟ୍ରଫି: ବେଙ୍ଗଲ ଦଳ ୩୦୧/୬ , ଆୟୁଷ ସିଂଙ୍କ ଶତକ

ବରଗଡ଼,୬।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ କ୍ରୀଷ୍ଣା ବିକାଶ ଗ୍ରାଉଣ୍ଡରେ ଓଡ଼ିଶା ଓ ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ସି.କେ ନାଇଡୁ ଟ୍ରଫିର ଏଲାଇଟ୍ ଗ୍ରପ୍‌ – ବି…

U19 World Cup: ବିଶ୍ୱ ଚାମ୍ପିୟନ ହେଲା ଭାରତ, ତଥାପି ICCରୁ ପୁରସ୍କାରରେ ମିଳିବ ନାହିଁ ଗୋଟିଏ ଟଙ୍କା 

ହରାରେ,୬।୨: ଭାରତ ପୁଣି ଥରେ ୧୯ ବର୍ଷରୁ କମ୍‌ ବିଶ୍ୱକପରେ ଇତିହାସ ରଚିଲା। ଟିମ ଇଣ୍ଡିଆ ହରାରେ ସ୍ପୋଟର୍‌ସ କ୍ଲବ୍‌ରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଫାଇନାଲରେ ବିଜୟୀ…

Under 19 World Cup 2026: ଷଷ୍ଠ ଥର ପାଇଁ ଭାରତ ଚାମ୍ପିୟନ, ୧୭୫ ରନ୍‌ର ଇନିଂସ ଖେଳି ଇଂଲଣ୍ଡର ଆଶାକୁ ଧୂଳିସାତ କଲେ…

ହରାରେ, ୬।୨: ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ ବ୍ରେକିଂ ଇନିଂସ ସହାୟତାରେ ଭାରତ ୬ଷ୍ଠ ଥର ପାଇଁ ୧୯ ବର୍ଷରୁ କମ୍‌ ଦିନିକିଆ କ୍ରିକେଟ ବିଶ୍ୱକପ ଚାମ୍ପିୟନ ହୋଇଛି।…

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି କଂଗ୍ରେସ…

ଭଞ୍ଜନଗର,୬ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଂଗ୍ରେସ (ପଶ୍ଚିମ) ସଂଗଠନ ପକ୍ଷରୁ ଦେଶରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି ଶୁକ୍ରବାର ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରାଙ୍କୁ ଏକ…

ଶ୍ରଦ୍ଧା, ଅଶ୍ରୁ ଆଉ ସ୍ମୃତି: ଫଲଗୁ ନଦୀରେ ଅଜିତ ପାଓ୍ବାରଙ୍କୁ ଅନ୍ତିମ ବିଦାୟ

ମୁମ୍ବାଇ,୬।୨: ଗୟାର ପବିତ୍ର ଭୂମିରେ ଶୁକ୍ରବାର ମହାରାଷ୍ଟ୍ରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସ୍ବର୍ଗତ ଅଜିତ ପାୱାରଙ୍କ ସ୍ମୃତିରେ ଏକ ଗମ୍ଭୀର ଶୋକ ସଭା ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମର…

Valentine’s Week: ଗୋଲାପରୁ କାହିଁକି ଆରମ୍ଭ ହୁଏ ପ୍ରେମ, ଜାଣନ୍ତୁ…

ଫେବୃଆରୀ ୭ରୁ ୧୪ ପର୍ଯ୍ୟନ୍ତ ଯୁବବର୍ଗ ପାଳନ କରିବେ ଭାଲେଣ୍ଟାଇନ୍ସ ଉଇକ୍‌ ବା ପ୍ରେମ ସପ୍ତାହ। ଏହି ସପ୍ତାହର ପ୍ରଥମ ଦିନ ରୋଜ୍‌ ଡେ’ ବା ଗୋଲାପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri