ଉଦ୍‌ଘାଟନ ପୂର୍ବରୁ ସମୀକ୍ଷା: ଅନୁଗୋଳ କୋଭିଡ-୧୯ ହସ୍ପିଟାଲ ଭିତ୍ତିଭୂମି, ପ୍ରସ୍ତୁତି ବୁଲି ଦେଖିଲେ ୫-ଟି ସଚିବ

ତାଳଚେର,୧୭।୪(ନି.ପ୍ର.): କରୋନା ମୁକାବିଲା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଜିଲାରେ ସ୍ବତନ୍ତ୍ର କୋଭିଡ୍‌-୧୯ ଡାକ୍ତରଖାନା ନିର୍ମାଣ କରାଯାଉଛି। ଏହି କ୍ରମରେ ଅନୁଗୋଳ ଜିଲାରେ ମଧ୍ୟ ଗୋଟିଏ ଡାକ୍ତରଖାନା ନିର୍ମାଣର ପ୍ରସ୍ତୁତି ଚାଲିଛି। ଶୁକ୍ରବାର ସ୍ଥାନୀୟ ନେହୁରୁ ଶତାବ୍ଦୀ କେନ୍ଦ୍ରୀୟ ମେଡିକାଲକୁ ୫-ଟି ସଚିବ ଭି.କେ. ପାଣ୍ଡିଆନ ଗସ୍ତ କରି ସମୀକ୍ଷା କରିଛନ୍ତି। ଏହି କ୍ରମରେ ବରିଷ୍ଠ ପ୍ରଶାସନିକ ଅଧିକାରୀ ସୁରେଶ ମହାପାତ୍ର, ଉତ୍ତର କେନ୍ଦ୍ରାଞ୍ଚଳ ଡିଆଇଜି ନରସିଂହ ଭୋଳ, ଅନୁଗୋଳ ଜିଲାପାଳ ମନୋଜ କୁମାର ମହାନ୍ତି, ଅନୁଗୋଳ ଏସ୍‌ପି, ତାଳଚେର ଉପ ଜିଲାପାଳ, ସେଣ୍ଟ୍ରାଲ ହସ୍ପିଟାଲର ପରିଚାଳନା ମୁଖ୍ୟ ମନୋଜ କୁମାର ବେହେରା ଉପସ୍ଥିତ ଥିଲେ। ସଚିବ କୋଭିଡ-୧୯ ହସ୍ପିଟାଲର ଉଦଘାଟନ ପୂର୍ବରୁ ଭିତ୍ତିଭୂମି ସହ ହସ୍ପିଟାଲରେ କରାଯାଇଥିବା ସମସ୍ତ ପ୍ରସ୍ତୁତି ବୁଲି ଦେଖିବା ସହ ପ୍ରଶାସନ, ଡାକ୍ତରଖାନା କର୍ତ୍ତୃପକ୍ଷ, ଏମ୍‌ସିଏଲ୍‌ ଅଧିକାରୀଙ୍କ ସହ ଆଲୋଚନା କରିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ସଫା ପାଉଡର ବିକ୍ରି ବାହାନାରେ ଆସିଲେ, ମହିଳାଙ୍କଠୁ ସୁନା ଗହଣା ଲୁଟ୍ କରି….

ଧର୍ମଶାଳା,୪।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଜାରକାର ଏକ କଲୋନୀରେ ସୁନା ସଫା ପାଉଡର ବିକ୍ରି ନାଁରେ ଲୁଟ୍ କଲେ ଦୁର୍ବୃତ୍ତ । ଜଣେ ମହିଳାଙ୍କ…

ଦାରିଙ୍ଗବାଡିରେ ପୁଣି ବୁଲିଲା ବୁଲ୍‌ଡୋଜର: ଜବରଦଖଲ ଉଚ୍ଛେଦ 

ଦାରିଙ୍ଗବାଡି,୪।୨(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି  ଥାନା ଅଞ୍ଚଳରେ ପୁଣି ବୁଧବାର ବୁଲଡୋଜର ବୁଲିଛ। ସରକାରୀ ଜମିକୁ ଜବରଦଖଲ କରି ରଖିଥିବା ଦୋକାନ ଗୃହ ସମେତ ବାସ ଗୃହକୁ…

କୂଅରୁ ମିଳିଥିଲ ଛାତ୍ରଙ୍କ ମୃତଦେହ: ୨ ଶିକ୍ଷୟିତ୍ରୀ ନିଲମ୍ବିତ

ନୟାଗଡ଼, ୪।୨( ଲୋକନାଥ ମିଶ୍ର/ ସନ୍ତୋଷ ପ୍ରଧାନ): ନୟାଗଡ଼ ଜିଲା ଗଣିଆ ଥାନା ବିଜୟନଗର ଗ୍ରାମର ନିଖୋଜ ଜଣେ ସ୍କୁଲ ଛାତ୍ରଙ୍କ ମୃତଦେହ ବୁଧବାର କୂଅରୁ ଉଦ୍ଧାର…

ମୋଦିଙ୍କୁ ସିଧା ଟାର୍ଗେଟ କଲେ ପ୍ରିୟଙ୍କା, କହିଲେ ଡର ଲାଗୁଛି…

ନୂଆଦିଲ୍ଲୀ,୪।୨: ସଂସଦର ବଜେଟ ଅଧିବେଶନରେ ଲଗାତାର ଦ୍ୱିତୀୟ ଦିନ ପାଇଁ ଲୋକ ସଭା କାର୍ଯ୍ୟ ସ୍ଥଗିତ ରହିଥିଲା। ମଙ୍ଗଳବାର ରାହୁଲ ଗାନ୍ଧୀଙ୍କ ଭାଷଣ ବାଧାପ୍ରାପ୍ତ ହୋଇଥିଲା। ଏହି…

କାରା-ଭାନ ଟୁରିଷ୍ଟ ସେବା ଶୁଭାରମ୍ଭ: ଗାଡ଼ିରେ ଶୌଚାଳୟ ଠାରୁ କିଚେନ ବ୍ୟବସ୍ଥା 

ଭୁବନେଶ୍ୱର,୪।୨: ଓଡ଼ିଶାରେ ଅତ୍ୟାଧୁନିକ କାରା-ଭାନ ଟୁରିଷ୍ଟ ସେବାର ଶୁଭାରମ୍ଭ ହୋଇଛି । ଧଉଳି ପର୍ଯ୍ୟଟନ କ୍ଷେତ୍ରରୁ ୨ୟ ପର୍ଯ୍ୟାୟର ଏହା ଶୁଭାରମ୍ଭ ହୋଇଛି। VGF ଯୋଜନା ଦ୍ୱାରା…

ବଡ଼ ଘୋଷଣା: ଏହି ରୁଟ୍‌ର ଟ୍ରେନ କ୍ୟାନସଲ୍‌, ଦେଖନ୍ତୁ ଲିଷ୍ଟ…

ନୂଆଦିଲ୍ଲୀ,୪।୨: ପ୍ରତିଦିନ ସାରା ଦେଶରେ ଲକ୍ଷ ଲକ୍ଷ ଯାତ୍ରୀ ଟ୍ରେନରେ ଯାତ୍ରା କରନ୍ତି ଏବଂ ଏକ ବଡ଼ ସଂଖ୍ୟାରେ ଉତ୍ତରାଖଣ୍ଡ ଏବଂ ଉତ୍ତର ପ୍ରଦେଶ ମଧ୍ୟରେ ଯାତ୍ରା…

କାମରେ ଲାଗୁନି ‘ଆମ ଶୌଚାଳୟ’, ଅସୁବିଧା ଭୋଗୁଛନ୍ତି ଯାତ୍ରୀ

ଧର୍ମଶାଳା,୪।୩(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଜାରକା ବସ୍‌ ରହଣି ସ୍ଥାନରେ ଯାତ୍ରୀମାନଙ୍କ ସୁବିଧା ନିମନ୍ତେ ରହିଥିବା ଶୌଚାଳୟ କାମରେ ଲାଗୁନି। ଏହା ଅପରିଷ୍କାର ଭାବେ ଅଳିଆ ଆବର୍ଜନା…

କ୍ରମାଗତ ହ୍ରାସ ପୁଣି ବଢ଼ିଲା ସୁନା-ରୁପା ଦର: ଜାଣନ୍ତୁ କେତେ ହେଲା

ନୂଆଦିଲ୍ଲୀ,୪।୨: କ୍ରମାଗତ ହ୍ରାସ ପରେ ବୁଧବାର ପୁଣି ବଢ଼ିଛି ସୁନା, ରୁପା ଦର। ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପିଛା ୬ ହଜାର ୬୬୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri