Posted inଖେଳ

ଉନାଡକଟଙ୍କ ରେକର୍ଡ

ରାଜକୋଟ, ୫।୩ (ପି.ଟି.)- ୨୮ ବର୍ଷୀୟ ଜୟଦେବ ଉନାଡକଟ ଗୁଜରାଟର ୨ୟ ଇନିଂସରେ ୭୧ ରନ ବିନିମୟରେ ୭ ଉଇକେଟ୍‌ ନେବା ସହ ମ୍ୟାଚ୍‌ରେ ମୋଟ୍‌ ୧୦ ଉଇକେଟ୍‌ ଅକ୍ତିଆର କରିଛନ୍ତି। ପୂର୍ବରୁ ପ୍ରଥମ ଇନିଂସରେ ସେ ୮୬ ରନ୍‌ ଦେଇ ୩ ଉଇକେଟ୍‌ ନେଇଥିଲେ। ଏଥିସହ ଗୋଟିଏ ରଣ୍‌ଜୀ ସିଜନରେ ଦ୍ରୁତ ବୋଲର ଭାବେ ସର୍ବାଧିକ ଉଇକେଟ୍‌ ହାସଲ କରିବାର ରେକର୍ଡ ଉନାଡକଟଙ୍କ ନାମରେ ସ୍ଥାପିତ ହୋଇଛି। ସେମିଫାଇନାଲ ମ୍ୟାଚ୍‌ ଶେଷ ସୁଦ୍ଧା ଏହି ବାମହାତୀ ଦ୍ରୁତ ବୋଲର ୬୫ ଉଇକେଟ୍‌ ହାସଲ କରିସାରିଛନ୍ତି। ଉନାଡକଟ ଏହି ଅବସରରେ ୨୧ ବର୍ଷର ପୁରୁଣା ରେକର୍ଡ ଭାଙ୍ଗିଛନ୍ତି। ୧୯୯୮-୯୯ ସିଜନରେ କର୍ନାଟକ ଦ୍ରୁତ ବୋଲର ଡୋଡ୍ଡା ଗଣେଶ ୬୩ ଉଇକେଟ୍‌ ନେଇ ଏହି ରେକର୍ଡର ଅଧିକାରୀ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPL ଇତିହାସରେ ଏମିତି କାରନାମା କରିବାରେ ପ୍ରଥମ ଖେଳାଳି ହେଲେ ଶୁବମନ ଗିଲ

ନୂଆଦିଲ୍ଲୀ,୩୦।୫: ଗୁଜରାଟ ଟାଇଟାନ୍ସ କ୍ୱାଲିଫାୟର ୨ରେ ରାଜସ୍ଥାନ ରୟାଲ୍ସକୁ ୭ ଉଇକେଟରେ ପରାସ୍ତ କରି ଆଇପିଏଲ ୨୦୨୬ ଫାଇନାଲରେ ସ୍ଥାନ ପକ୍କା କରିଛି। କ୍ୱାଲିଫାୟର ୨ ମ୍ୟାଚ୍‌ରେ…

‘ଅଦ୍ଭୁତ ସୂର୍ଯ୍ୟା’! ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରଶଂସାରେ ଶତମୁଖ ଅମିତାଭ ବଚ୍ଚନ; କହିଲେ- ଏହି ବୟସରେ ଆମେ…

ନୂଆଦିଲ୍ଲୀ,୩୦।୫: ଆଇପିଏଲର କ୍ୱାଲିଫାୟର୍‌-୨ରେ ଶୁକ୍ରବାର ରାଜସ୍ଥାନ ରୟାଲ୍ସ (RR) ଗୁଜରାଟ ଟାଇଟନ୍ସ (GT) ହାତରୁ ପରାଜୟର ସମ୍ମୁଖୀନ ହୋଇଛି। ଏହି ପରାଜୟ ସହ ଦଳ ଟୁର୍ନାମେଣ୍ଟରୁ ବାହାରି…

IPLରୁ RR ବିଦାୟ ନେବା ପରେ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ; ଭାଇରାଲ ଭିଡିଓ ଦେଖି ପ୍ରଶଂସକଙ୍କ ଆଖିରେ ବି ଲୁହ!

ନୂଆଦିଲ୍ଲୀ,୩୦।୫: ଆଇପିଏଲ ୨୦୨୬ରେ ରାଜସ୍ଥାନ ରୟାଲ୍ସର ସଫଳତାରେ ବୈଭବ ସୂର୍ଯ୍ୟବଂଶୀ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଏହି ୧୫ ବର୍ଷୀୟ ବ୍ୟାଟସମ୍ୟାନ ଏହି ସିଜିନରେ ଲଗାତାର ଭାବରେ…

ଇତିହାସ ରଚିଲେ ବୈଭବ ସୂର୍ଯ୍ୟବଂଶୀ: ହାସଲ କଲେ IPLରେ ସବୁଠୁ ବଡ଼ ରେକର୍ଡ

ନୂଆଦିଲ୍ଲୀ,୩୦।୫:ବୈଭବ ସୂର୍ଯ୍ୟବଂଶୀ ଗୁଜରାଟ ଟାଇଟାନ୍ସ ବିପକ୍ଷରେ କ୍ୱାଲିଫାୟର ୨ରେ ଇତିହାସ ରଚିଛନ୍ତି। IPLରେ ଦ୍ରୁତତମ ୧,୦୦୦ ରନ ସ୍କୋର କରିବାରେ ପ୍ରଥମ ଭାରତୀୟ ବ୍ୟାଟସମ୍ୟାନ ହୋଇଛନ୍ତି। ସେ…

ରାଜସ୍ଥାନକୁ ହରାଇ ଫାଇନାଲ୍‌ରେ ଗୁଜରାଟ, ମେ’ ୩୧ରେ RCB ସହ ମହାମୁକାବିଲା

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ରେ ଗୁଜରାଟ ଟାଇଟନ୍ସ (GT) ଚମତ୍କାର ପ୍ରଦର୍ଶନ କରି ରାଜସ୍ଥାନ ରୟାଲ୍ସ (RR) କୁ ୮ ୱିକେଟ୍‌ରେ ପରାସ୍ତ କରିଛି। ଏହି…

ପଡ଼ିଆରେ ହେଡ୍ସ-ଟେଲ୍ସକୁ ନେଇ ହଙ୍ଗାମା! କ୍ୱାଲିଫାୟର୍-୨ ରେ ଦୁଇଥର ପଡ଼ିଲା ଟସ୍,ନିଷ୍ପତ୍ତି ବଦଳାଇଦେଲା…

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍‌ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ (Qualifier-୨) ମ୍ୟାଚ୍‌ରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁଜରାଟ ଟାଇଟନ୍ସ (GT) ଏବଂ ରାଜସ୍ଥାନ ରୟାଲ୍ସ (RR) ମଧ୍ୟରେ…

ହାରିଗଲେ ସିନ୍ଧୁ, ସାତ୍ତ୍ୱିକ-ଚିରାଗ ଯୋଡ଼ି ସେମିରେ

ସିଙ୍ଗାପୁର, ୨୯ା୫: ସ୍ଥିର ପ୍ରଦର୍ଶନ ଅଭାବରୁ ଭାରତର ଷ୍ଟାର ବ୍ୟାଡ୍‌ମିଣ୍ଟନ ଖେଳାଳି ପି.ଭି. ସିନ୍ଧୁ ଏଠାରେ ଚାଲିଥିବା ସିଙ୍ଗାପୁର ଓପନ ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ମହିଳା ସିଙ୍ଗଲ୍ସ…

ପ୍ରଥମ ଟି୨୦ ମ୍ୟାଚ୍‌ ଜିତିଲା ଭାରତ

ଚେମ୍ସ ଫୋର୍ଡ, ୨୯ା୫: ଜେମିମା ରୋଡ୍ରିଗ୍ସ ଓ ୟାସ୍ତିକା ଭାଟିଆଙ୍କ ଆକର୍ଷଣୀୟ ଅର୍ଦ୍ଧଶତକ ଏବଂ ନବାଗତ ପେସ୍‌ର ନନ୍ଦନୀ ଶର୍ମାଙ୍କ ଚମତ୍କାର ବୋଲିଂ ଦ୍ୱାରା ଭାରତ ଶୁକ୍ରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri