Posted inଜାତୀୟ

ଉନ୍ନାଓ ବଳାତ୍କାର ଘଟଣାର ୫ ମାମଲା ଦିଲ୍ଲୀ ସ୍ଥାନାନ୍ତର: ୪୫ ଦିନରେ ହେବ ଶୁଣାଣି

ନୂଆଦିଲ୍ଲୀ,୧।୮: ଉନ୍ନାଓ ବଳାତ୍କାର ଘଟଣା  ସହ ଜଡିତ ସମସ୍ତ ୫ ମାମଲାକୁ ଉତ୍ତର ପ୍ରଦେଶରୁ ଦିଲ୍ଲୀକୁ ସ୍ଥାନାନ୍ତର କରାଯାଇଛି। ଆସନ୍ତା ୪୫ ଦିନ ମଧ୍ୟରେ ଏହାର ଶୁଣାଣି କରାଯିବ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ଅନ୍ୟପଟେ ଉନ୍ନାଓ ପୀଡିତଙ୍କ ଦୁର୍ଘଟଣା ମାମଲାର ଯାଞ୍ଚ ୭ ଦିନ ମଧ୍ୟରେ କରିବାକୁ ସିବିଆଇକୁ ନିର୍ଦ୍ଦେଶ ଦିଆଯାଇଛି। ଅନ୍ୟପଟେ ପୀଡିତାଙ୍କ ପରିବାରକୁ ରାଜ୍ୟ ସରକାର ୨୫ ଲକ୍ଷ ଟଙ୍କା ସହାୟତା ରାଶି ପ୍ରଦାନ କରିବାକୁ ମଧ୍ୟ କୋର୍ଟ କହିଛନ୍ତି। ସୂଚନାଯୋଗ୍ୟ, ଗତ ପ୍ରାୟ ୪ ଦିନ ତଳେ ଉନ୍ନାଓ ପୀଡିତା ଦୁର୍ଘଟଣାର ଶିକାର ହୋଇଥିବା ବେଳେ ଏବେ ତାଙ୍କର ଚିକିତ୍ସା ଚାଲିଛି। ସେ ଓ ତାଙ୍କ ଓକିଲ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ବେଳେ ଏବେ ସେମାନଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଉଭୟ ଭେଣ୍ଟିଲେଟରରେ ରହିଥିବା ହସ୍ପିଟାଲ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍ କାହିଁକି ବନ୍ଦ ହେଲା LPG ସବସିଡି? ଜାଣନ୍ତୁ ଏହା ପଛର ପ୍ରକୃତ କାରଣ

ନୂଆଦିଲ୍ଲୀ,୨୮।୫: ଭାରତରେ ମଧ୍ୟବିତ୍ତ ଓ ନିମ୍ନ ମଧ୍ୟବିତ୍ତ ଶ୍ରେଣୀର କୋଟି କୋଟି ପରିବାର ପାଇଁ ଏଲପିଜି ସିଲିଣ୍ଡର (LPG Cylinder) ଉପରେ ମିଳୁଥିବା ସବସିଡି ଏକ ବଡ଼…

NEET Leak; ରାଜନାଥଙ୍କ ବାସଭବନରେ ଉଚ୍ଚସ୍ତରୀୟ ବୈଠକ, ଘୋଷଣା କରି କହିଲେ….

ନୂଆଦିଲ୍ଲୀ, ୨୮।୫: NEET ପେପର୍ ଲିକ୍ ବିବାଦ ପରେ, କେନ୍ଦ୍ର ସରକାର ପରୀକ୍ଷା ବ୍ୟବସ୍ଥାକୁ ଆହୁରି ସୁରକ୍ଷିତ କରିବା ପାଇଁ ଏକ ବଡ଼ ପଦକ୍ଷେପ ନେବାକୁ ବିଚାର…

ଇସ୍ତଫା ଦେବା ପରେ କେତେ ପେନସନ ପାଇବେ ସିଦ୍ଦାରାମାୟା, ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ କେଉଁ ସବୁ ସୁବିଧା ମିଳେ ଜାଣନ୍ତୁ…

ବେଙ୍ଗାଲୁରୁ, ୨୮।୫: କର୍ନାଟକରେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ରାଜନୈତିକ ସସ୍‌ପେନ୍ସ ଏବେ ଶେଷ ହୋଇଛି। ସୂତ୍ର ଅନୁସାରେ ସିଦ୍ଦାରାମାୟା ଆଜି ଇସ୍ତଫା ଦେଇପାରନ୍ତି। ଏହି ସମୟରେ, ସିଦ୍ଦାରାମାୟା…

ରାତିରେ ନିଦ ହେଉନି କି? ଶୋଇବା ପୂର୍ବରୁ କରନ୍ତୁ ଏହି କାମ…

ଆଜିକାଲି ବହୁତ ଲୋକ ଅନିଦ୍ରାରେ ପୀଡ଼ିତ। ବିଳମ୍ବିତ ରାତିରେ ଚେଇଁବା, ବାରମ୍ବାର ଉଠିବା ଏବଂ ସକାଳେ କ୍ଳାନ୍ତ ଅନୁଭବ କରିବା ଏକ ସାଧାରଣ କଥା ହୋଇଗଲାଣି। ସ୍ବାସ୍ଥ୍ୟ…

ପାଣି ପାଇଁ ମହାସଂଗ୍ରାମ: ପିଏଚଡି କାର୍ଯ୍ୟାଳୟ ଘେରିଲେ ମହିଳା, ବିଭାଗୀୟ ଅଧିକାରୀ ଦେଲେ ଏମିତି ପ୍ରତିଶ୍ରୁତି

ଛତ୍ରପୁର,୨୮।୫ (ଦିଲ୍ଲୀପ ସାମଲ): “ପାଣି ଟୋପେ ପାଇଁ ଜୀବନ ବିକଳ, ପ୍ରଶାସନ କିନ୍ତୁ ନିଦାବିଷ୍ଣୁ।” ଏଭଳି ଏକ ଚରମ ଅସନ୍ତୋଷ ପ୍ରକାଶ କରି ଆଜି ଛତ୍ରପୁର ପୌର…

କ୍ଷମତା ହସ୍ତାନ୍ତର ଘୋଷଣା କଲେ ସିଦ୍ଦାରାମାୟା , କହିଲେ-ରାହୁଲ ଗାନ୍ଧୀ ଯାହା କହିବେ ମୁଁ ତାହା କରିବି…

ବେଙ୍ଗାଲୁରୁ, ୨୮।୫: କର୍ନାଟକ କଂଗ୍ରେସ ସରକାର ମଧ୍ୟରେ ଦୀର୍ଘ ଦିନ ଧରି ଲାଗି ରହିଥିବା କ୍ଷମତା ହସ୍ତାନ୍ତର ଏବେ ପଥ ପରିଷ୍କାର କରିଛି। ସୂତ୍ର ଅନୁଯାୟୀ, ଦିଲ୍ଲୀରେ…

ଓଲଟିଲା ଲୁଣ ବୋଝେଇ ଇଞ୍ଜିନ ରିକ୍ସା, ଖାଲାସୀ ମୃତ

ଭୋଗରାଇ,୨୮।୫( ପ୍ରଦୀପ ଦାସ ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କମର୍ଦ୍ଦା – ବାଲିଆପାଳ ରାସ୍ତା ଜଳଧା ଗ୍ରାମ ଛକ ଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି…

ବିନା ପେଟ୍ରୋଲ୍‌ରେ ଚାଲିବ ବାଇକ୍‌! Hero ଆଣୁଛି ଦେଶର ପ୍ରଥମ ଇଥାନଲ୍ ଚାଳିତ ଫ୍ଲେକ୍ସ-ଫ୍ୟୁଏଲ୍ ବାଇକ୍‌; ଜାଣନ୍ତୁ…

ନୂଆଦିଲ୍ଲୀ,୨୮।୫: ଭାରତରେ ପରିବେଶ ଅନୁକୂଳ ତଥା ବିକଳ୍ପ ଜାଳେଣିର ବ୍ୟବହାରକୁ ପ୍ରୋତ୍ସାହନ ଦେବା ଦିଗରେ ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛି ଦେଶର ସବୁଠାରୁ ବଡ଼ ଦୁଇଚକିଆ ଯାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri