ଉପକାରୀ ପାଚିଲା କଦଳୀ

କେବଳ କଞ୍ଚା ନୁହେଁ, ପାଚିଲା କଦଳୀରେ ମଧ୍ୟ ସ୍ବାସ୍ଥ୍ୟୋପକାରୀଗୁଣ ଭରି ରହିଛି। ସେ ସମ୍ପର୍କରେ ଟିପ୍ସ..
ପ୍ରମୁଖ ଉତ୍ସ ହେଉଛି ପାଚିଲା କଦଳୀ। ଆପଣଙ୍କର ଭୋକଜନିତ ସମସ୍ୟା ରହିଛି କି ? ଯଦି ହଁ, ତେବେ ପାଚିଲା କଦଳୀକୁ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ।
ପାଚିଲା କଦଳୀ ଖାଇଲେ ତାହା ଦାନ୍ତ ଏବଂ ମାଢ଼ିକୁ ମଜଭୂତ କରେ। ଏକ ସଦ୍ୟତମ ଗବେଷଣାରୁ ଜଣାପଡ଼ିଛି ଯେ, ଯଦି ଛୋଟ ପିଲା ଏହାକୁ ଖାଆନ୍ତି ସେମାନଙ୍କର ଶାରୀରିକ ଏବଂ ମାନସିକ ବିକାଶ ହୋଇଥାଏ।
ବ୍ୟକ୍ତି ଯଦି ପ୍ରତିଦିନ ପାଚିଲା କଦଳୀ ଖାଆନ୍ତି ତେବେ ତାହା ରୋଗ ପ୍ରତିରୋଧକ ଶକ୍ତିକୁ ବଢ଼ାଇଥାଏ।
ସୁସ୍ଥ ବ୍ୟକ୍ତି ଦିନକୁ ୨-୩ଟି ପାଚିଲା କଦଳୀ ଖାଇଲେ କିଛି କ୍ଷତି ନାହିଁ ବୋଲି ୟୁନିଭର୍ସିଟି ଅଫ୍‌ ଓ୍ବାଶିଂଟନ୍‌ର ପୁଷ୍ଟିବିଜ୍ଞାନୀମାନେ ମତବ୍ୟକ୍ତ କରିଛନ୍ତି।
ଶରୀରରେ ରକ୍ତ ପରିମାଣକୁ ସନ୍ତୁଳିତ ରଖିବାରେ ପାଚିଲା କଦଳୀ ବେଶ୍‌ ସହାୟକ ହୋଇଥାଏ।
ରୋଗୀ ଏହାକୁ ଖାଦ୍ୟ ତାଲିକାରେ ସାମିଲ କରିପାରନ୍ତି।
ଦରଜ କମାଇବାକୁ ପାଚିଲା କଦଳୀ ଖାଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ସ୍ବାମୀର ଆତ୍ମହତ୍ୟା, ଏହି ଘଟଣାକୁ ନେଇ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ମନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ଫାଇନାନ୍ସ କମ୍ପାନୀ ମ୍ୟାନେଜରଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗ: ସୁନା ଚେନ୍‌ ଛଡାଇ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଆଙ୍କୋରଡ଼ା ଗାଁ ନିକଟରେ ଥିବା କ୍ରସର ୟୁନିଟରୁ ପଶ୍ଚିମବଙ୍ଗ କୋଲକତାସ୍ଥିତ ସିଭିଲ କୋର୍ଟଙ୍କ ଆଦେଶ କ୍ରମେ କୋବେଲକୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri