ଉପନିର୍ବାଚନ ୧୦ମ ରାଉଣ୍ଡ UPDATE: ୫୨,୧୪୨ ଭୋଟରେ ବିଜେଡି ଆଗୁଆ

ବରଗଡ଼ ଅଫିସ,୨୪।୧୦: ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପାଇଁ ଗୁରୁବାର ସକାଳ ୮ଟାରୁ ଭୋଟ ଗଣତି ଜାରି ରହିଛି। ପଦ୍ମପୁର ଆର୍‌ଏମ୍‌ସି ଗୋଦାମ ପରିସରରେ ଥିବା ଏକ ହଲ୍‌ରେ ଚାଲିଥିବା ଗଣତିର ୯ମ ରାଉଣ୍ଡ ସୁଦ୍ଧା ବିଜେଡିର ରୀତା ସାହୁ ୫୨,୧୪୨ଖଣ୍ଡ ଭୋଟରେ ଆଗୁଆ ଅଛନ୍ତି। ରୀତାଙ୍କୁ ୭୧,୨୨୯ ଖଣ୍ଡ ଭୋଟ ମିଳିଥିବା ବେଳେ ନିକଟତମ ପ୍ରତିନ୍ଦ୍ୱନ୍ଦ୍ୱୀ ସନତ ଗଡ଼ତିଆଙ୍କୁ ୧୯,୦୮୭ ଭୋଟ ମିଳିଛି। ସେହିଭଳି କଂଗ୍ରେସ ପ୍ରାର୍ଥୀ ଦିଲ୍ଲୀପ କୁମାର ପଣ୍ଡାଙ୍କୁ ୨୭୭୩ ଭୋଟ ମିଳିଛି। କଡ଼ା ସୁରକ୍ଷା ବଳୟ ମଧ୍ୟରେ ଭୋଟଗଣତି ଜାରି ରହିଥିବା ବେଳେ ୨୨ ରାଉଣ୍ଡରେ ଗଣନା ସରିବ ବୋଲି ସୂଚନା ମିଳିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଖଣ୍ଡଗିରିରୁ ଏମ୍ସ ହେବ ସ୍ବତନ୍ତ୍ର କରିଡର, ଆଉ ଭିଡ଼ରେ ଅଟକିବନି ଆମ୍ବୁଲାନ୍ସ

ଭୁବନେଶ୍ବର,୧୮।୧୨: ଆଉ ଭିଡରେ ଫସିବନି ଆମ୍ବୁଲାନ୍ସ । ଏନେଇ ପୂର୍ତ୍ତବିଭାଗ ସମୀକ୍ଷା ବୈଠକରେ ବଡ଼ ନିଷ୍ପତ୍ତି ହୋଇଥିବା ନେଇ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି ।...

ସୀମାନ୍ତରେ ପୋଲିସ-ମାଓବାଦୀ ଗୁଳି ବିନିମୟ, ୩ ମାଓବାଦୀ ସଫା

ମାଲକାନଗିରି,୧୮।୧୩(ଦୁର୍ଯ୍ୟୋଧନ ପାତ୍ର) ମାଲକାନଗିରି ସୀମାନ୍ତ ଛତିଶଗଡ ସୁକୁମା ଜିଲାରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ତିନିଜଣ ମାଓବାଦୀ ନିହତ ହୋଇଛନ୍ତିା ସୂଚନା...

ଚକରା ଘାଟିରେ ପର୍ଯ୍ୟଟକ-ଦନ୍ତା ମୁହାଁମୁହିଁ: ଲୋକେ ଆତଙ୍କିତ

ଭଞ୍ଜନଗର,୧୮।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ରେ ଦନ୍ତା ହାତୀମାନଙ୍କ ଦୌରାତ୍ମ ଦିନକୁ ଦିନ ବଢ଼ିବାରେ ଲାଗିଛି। ଯାହାକୁ ନେଇ ଜଙ୍ଗଲ...

ବାହାଘରରେ ଯୋଗ ଦେବାକୁ ଯାଉଥିବାବେଳେ ଅଘଟଣ: ୪୦ ଫୁଟ୍‌ ତଳକୁ ଖସିଲା ବୋଲେରୋ

ମୋରଡା,୧୮।୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଞ୍ଚଳରେ ଏକ ପୋଲରୁ ୪୦ ଫୁଟ୍‌ ତଳକୁ ବୋଲେରୋ ଖସି ପଡିଛି। ଫଳରେ ୩ ଜଣ ଗୁରୁତର...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଆସନ୍ତା ଶିକ୍ଷାବର୍ଷରୁ ୧୦ମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ମିଳିବ ମାଗଣା…

ବ୍ରହ୍ମପୁର,୧୮।୧୨(ସ୍ମୃତି ରଞ୍ଜନ ମହାଲିକ): ରାଜ୍ୟରେ ଶିକ୍ଷାକ୍ଷେତ୍ରର ବିକାଶ କରିବା ପାଇଁ ସରକାର ପ୍ରତିବଦ୍ଧତାର ସହ କାମ କରୁଛନ୍ତି। କେବଳ ପ୍ରାଥମିକ ଶିକ୍ଷା ପାଇଁ ଚଳିତବର୍ଷ ବଜେଟରେ...

ଆହତ ଛୁଆହାତୀକୁ ଉଦ୍ଧାର କଲା ବନବିଭାଗ: କରାଯାଉଛି ଚିକିତ୍ସା

କେସିଙ୍ଗା୧୮।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନାଞ୍ଚଳ ଅଧିନସ୍ଥ ନୂନମାଠ ଗ୍ରାମ ନିକଟରେ ଥିବା ଜଙ୍ଗଲକୁ ଖାଦ୍ୟ ଅନ୍ବେଷଣରେ ୩୫ ଟିକିଆ ହାତୀପଲ ଗତକାଲି ଗାଁ...

ଅତିଥି ଅଧ୍ୟାପିକାଙ୍କୁ ହତ୍ୟା, ପୁରୁଷ ବନ୍ଧୁ ଗିରଫ

କେନ୍ଦୁଝର,୧୮ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ/ ଦୀପକ ମିଶ୍ର): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ମାଇନିଂରୋଡ୍‌ସ୍ଥିତ ନିର୍ମଳା କନ୍‌ଭେଣ୍ଟ ସ୍କୁଲ ପାଖରେ ଏକ ଘରେ ରହୁଥିବା ଅତିଥି ଅଧ୍ୟାପିକାଙ୍କୁ...

୬,୧୧୭ ଷ୍ଟେଶନରେ ମାଗଣା ୱାଇ-ଫାଇ

ଭୁବନେଶ୍ୱର,୧୮।୧୨(ଅନୁରାଧା ମହାରଣା): ଭାରତୀୟ ରେଳପଥର ୬୧୧୭ ରେଳ ଷ୍ଟେଶନରେ ମାଗଣା ୱାଇ-ଫାଇ ସେବା ଯୋଗାଇ ଦିଆଯାଇଛି। ରେଳ ଷ୍ଟେଶନରେ ଏହି ସେବା ପାଇଁ ରେଳ ମନ୍ତ୍ରଣାଳୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri