ଉଫୁଲା ମଣ୍ଡିରେ ପଡ଼ି ରହିଛି ଧାନ: ପ୍ରତିବାଦରେ ବୀରମହାରାଜପୁର-ସୋନପୁର ରାସ୍ତା ଅବରୋଧ କଲେ ଚାଷୀ

ଅମରପାଲି,୩୧।୧(ଡି.ଏନ୍‌.ଏ.): ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଉଫୁଲା ମଣ୍ଡିରୁ ଧାନ ଉଠୁ ନ ଥିବା ପ୍ରତିବାଦରେ ଚାଷୀମାନେ ଶୁକ୍ରବାର ଧାରଣାକୁ ଓହ୍ଲାଇଛନ୍ତି। ସେମାନେ ବୀରମହାରାଜପୁର-ସୋନପୁର ମୁଖ୍ୟରାସ୍ତାର ଉଫୁଲାଠାରେ ଧାନବସ୍ତା ରଖି ରାସ୍ତା ଅବରୋଧ କରିଛନ୍ତି। ଖବରପାଇ ବୀରମହାରାଜପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଚାଷୀମାନଙ୍କୁ ବୁଝାଶୁଝା କରୁଥିଲେ ମଧ୍ୟ ଖବର ଲେଖାଯିବା ପର୍ଯ୍ୟନ୍ତ ପରିସ୍ଥିତି ସ୍ବାଭାବିକ ହୋଇପାରିନାହିଁ। ରାସ୍ତାର ଉଭୟ ପାର୍ଶ୍ୱରେ ଗାଡ଼ିମୋଟର ଅଟକି ରହିବା ଯୋଗୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୪୦ ଫୁଟ୍‌ ତଳକୁ ଖସିଲା OSRTC ବସ୍‌: ୨୪ଯାତ୍ରୀ ଆହତ, ଜଣେ ମୃତ

ପଟ୍ଟାଙ୍ଗି , ୧୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଘାଟିରେ OSRTC ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ଯାତ୍ରୀ ଆହତ…

କେମୋଥେରାପିରେ ସୀମିତ କ୍ୟାନ୍‌ସର ଚିକିତ୍ସା: ୧୩୮କୋଟିର ହସ୍ପିଟାଲରେ ମିଳୁନି ସ୍ବାସ୍ଥ୍ୟସେବା

ବରଗଡ଼,୧୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା କ୍ୟାନସର ରୋଗୀଙ୍କ ହବ୍‌ ପାଲଟିଛି। ଏଠାରେ କ୍ୟାନସର ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ବଢ଼ି ଚାଲିଛି। ଅନ୍ୟପଟେ ଏଠାରେ ଥିବା କ୍ୟାନସର ହସ୍ପିଟାଲରୁ…

ଭାଉଜଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ ଦିଅର, ଗର୍ଭବତୀ ହେବାରୁ…

ପାଟଣା,୧୧ା୪(ବୀରକିଶୋର ଦାଶ):କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ପୋଲିସ ସମ୍ପର୍କୀୟ ବିଧବା ଭାଉଜଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ଓ ଭାଉଜ ଗର୍ଭବତୀ ହେବା ପରେ…

ମୁଣ୍ଡିଆ ମାରିଲେ, ମନ୍ଦିରରୁ ସବୁ ଲୁଟିନେଲେ: ମାଷ୍ଟରମାଇଣ୍ଡ୍‌ ଜଣେ ମହିଳା

ଭୁବନେଶ୍ୱର,୧୧।୪(ତ୍ରିନାଥ ମହାନ୍ତି):ଗୋଟିଏ ରାତିରେ ଦୁର୍ବୃତ୍ତମାନେ ୩ ମନ୍ଦିରରେ ପଶି ପୋଛି ନେଇଛନ୍ତି ଲକ୍ଷାଧିକ ଟଙ୍କାର ସୁନା ଗହଣା ଏବଂ ଟଙ୍କା। ଚନ୍ଦ୍ରଶେଖରପୁର ଥାନା ପଟିଆ ଗଁାରେ ଥିବା…

୩୧୮ ସ୍ଥାନରେ ‘ଅଟଳ ବସ୍‌ଷ୍ଟାଣ୍ଡ’:୬ ଜିଲାରେ…

ଭୁବନେଶ୍ୱର,୧୧।୪(ରବିନାରାୟଣ ଜେନା): ରାଜ୍ୟର ୩୧୮ ବସ୍‌ଷ୍ଟାଣ୍ଡିକୁ ‘ଅଟଳ ବସ୍‌ଷ୍ଟାଣ୍ଡ’ରେ ପରିଣତ କରାଯିବ। ଏହାଦ୍ୱାରା ସମନ୍ବିତ ସାର୍ବଜନୀନ ସେବା ଲୋକଙ୍କୁ ମିଳିପାରିବ। ଏହି ଲକ୍ଷ୍ୟ ନେଇ ଶୁକ୍ରବାର ମୁଖ୍ୟମନ୍ତ୍ରୀ…

ପୂର୍ବତନ ବିଧାୟକଙ୍କ ଘରବାହୁଡା: ଆଜି କଂଗ୍ରେସରେ ସାମିଲ ହେବେ ସାଧୁ ନେପାକ

ବରଗଡ଼,୧୧।୪( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ପୂର୍ବତନ ବିଧାୟକ ସାଧୁ ନେପାକ ଶନିବାର କଂଗ୍ରେସକୁ ଫେରୁଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ପୂର୍ବାହ୍ନ ୧୧ଟାରେ ସେ ଭୁବନେଶ୍ବରସ୍ଥିତ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri