Posted inଫୁରସତ

ଉଲ୍‌ରେ ତିଆରି ପ୍ରକୃତିର ଛବି

ଏମ୍ବ୍ରୋଡରି ଏକ ବହୁ ପୁରାତନ କଳା। ଏଥିରେ କାରିଗର ଭିନ୍ନ ଭିନ୍ନ କଳାକୃତି ତିଆରି କରନ୍ତି। ନିକଟରେ ଜଣେ ମହିଳା ପ୍ରକୃତିର ବିଭିନ୍ନ ଦୃଶ୍ୟକୁ ଏମ୍ବ୍ରୋଡରିରେ ତିଆରି କରିଛନ୍ତି। ଆଉ ତାହା ଏତେ ନିଖୁଣ ଓ ଅବିକଳ ହୋଇଛି ଯେ, ସମ୍ପୂର୍ଣ୍ଣ ବାସ୍ତବ ପରି ଲାଗେ। ସେ ହେଉଛନ୍ତି କାରୋଲିନା ଟୋର୍‌ସ। ଅସ୍ତମିତ ସୂର୍ଯ୍ୟର ଆକାଶ, ଢେଉ ଖେଳୁଥିବା ସମୁଦ୍ର, ମେଘଭରା ଆକାଶ, ରଙ୍ଗିନ ଫୁଲଭରା ବଗିଚା, ଗଛ, ଘର ଆଦିକୁ ସେ ବେଶ୍‌ ନିଖୁଣଭାବେ କରନ୍ତି। ଏବେ ତାଙ୍କର ଏହି ଏମ୍ବ୍ରୋଡରି ପେଣ୍ଟିଂର ଚାହିଦା ଅନ୍‌ଲାଇନ୍‌ରେ ବହୁତ ରହିଛି। ଆଉ ବହୁତ ଅର୍ଡର ତାଙ୍କ ପାଖକୁ ଆସୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରାବଣରେ ମାଛ-ମାଂସ ଖାଇବାକୁ କାହିଁକି ମନା କରାଯାଏ? କେବଳ ଧାର୍ମିକ ନୁହେଁ ରହିଛି ବୈଜ୍ଞାନିକ କାରଣ

ଶ୍ରାବଣ ମାସ ଆରମ୍ଭ ହୋଇଯାଇଛି । ହିନ୍ଦୁ ଧର୍ମରେ ଏହି ମାସକୁ ଅତ୍ୟନ୍ତ ସ୍ୱତନ୍ତ୍ର ବୋଲି ବିବେଚନା କରାଯାଏ । ଶହ ଶହ ବର୍ଷରୁ ଏହା ସାଧାରଣ…

ଲକ୍ଷ ଟଙ୍କାର ଚାକିରି ଛାଡ଼ି ଗାଁରେ ଉଠାଇଲେ ଗୋବର, ଆଜି ୮୦୦ କୋଟିର ସାମ୍ରାଜ୍ୟର ମାଲିକ ୨ ଭାଇ! ସଂଘର୍ଷର କାହାଣୀ ଶୁଣିଲେ…

ନୂଆଦିଲ୍ଲୀ, ୩୧।୭: ଆମ ଦେଶରେ ପ୍ରାୟତଃ ଏକ କଥା ବହୁତ ସହଜରେ କୁହାଯାଏ ଯେ ଚାଷବାସ ହେଉଛି ଏକ କ୍ଷତିର ସୌଦା। ଗାଁର ଯୁବକ ହେଉନ୍ତୁ କିମ୍ବା…

ଗୋଟିଏ ସ୍ତ୍ରୀ ସହିତ ୩ ଦିନ, ଅନ୍ୟ ସ୍ତ୍ରୀ ସହ ସ୍ବାମୀ ୩ ଦିନ ବିତାଇବା ପରେ ଘଟିଲା ଏପରି କାଣ୍ଡ…

ଲକ୍ଷ୍ନୌ,୩୧ା୭: ଉତ୍ତରପ୍ରଦେଶର ରାମପୁର ଜିଲାର ଦଢ଼ିୟାଲ ଚୌକି ଅଞ୍ଚଳରୁ ଏକ ଅଜବ ପାରିବାରିକ ବିବାଦ ସାମ୍ନାକୁ ଆସିଛି। ପୁଅ ପାଇଁ ଦୁଇଥର ବିବାହ କରିଥିବା ଜଣେ ବ୍ୟକ୍ତିଙ୍କ…

ସମୁଦ୍ର ଗଭୀରରେ ଭାରତର ସବୁଠାରୁ ବଡ଼ ସନ୍ଧାନ! ମିଳିବ କି ଶ୍ରୀକୃଷ୍ଣଙ୍କ ଦ୍ୱାରକା? ୨୦୩୦ ଯାଏଁ ଚାଲିବ…

ସମୁଦ୍ରର ଗଭୀରତାରେ ଲୁଚି ରହିଥିବା ଭାରତର ପ୍ରାଚୀନ ଇତିହାସକୁ ସାମ୍ନାକୁ ଆଣିବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ଅଭିଯାନ ଆରମ୍ଭ କରିଛନ୍ତି। ବର୍ଷ ୨୦୩୦ ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri