ଉଷୁମପାଣି ଓ ଉଜ୍ଜ୍ୱଳ ତ୍ୱଚା

ଦୈନିକ ଦୁଇରୁ ତିନି ଗ୍ଲାସ୍‌ ଉଷୁମପାଣି ପିଇଲେ ତ୍ୱଚାର ଜଳୀୟାଂଶ ଠିକ୍‌ ରହିଥାଏ। ଫଳରେ ତ୍ୱଚା ରୁକ୍ଷ ଲାଗି ନ ଲାଗି ଚିକ୍କଣ ଏବଂ ଉଜ୍ଜ୍ୱଳ ଲାଗିଥାଏ। ଉଷୁମପାଣିରେ ଅଳ୍ପ ଲେମ୍ବୁରସ କିମ୍ବା ମହୁ ମିଶାଇ ପିଇଲେ ଏହା ଅଧିକ ଲାଭଦାୟକ ହୋଇଥାଏ।
ବର୍ତ୍ତମାନ ଅନେକଙ୍କଠାରେ ବ୍ରଣ ସମସ୍ୟା ଦେଖାଯାଉଛି। ଯଦି ପ୍ରତିଦିନ ସକାଳେ ଖାଲିପେଟରେ ଏବଂ ରାତିରେ ଶୋଇବା ପୂର୍ବରୁ ଏକ ଗ୍ଲାସ୍‌ ଉଷୁମ ପାଣି ପିଇବେ ତେବେ ଏହି ସମସ୍ୟା ଦୂରହେବ।
ବର୍ତ୍ତମାନ ଅନେକଙ୍କଠାରେ ଅଳ୍ପ ବୟସରୁ ଏଜ୍‌ ଲାଇନ୍‌ ବା ରିଙ୍କଲ ମାର୍କ ଦେଖିବାକୁ ମିଳୁଛି। ଏହାକୁ ଦୂରକରିବାରେ ଦୈନିକ ୩ ଥର ଉଷୁମପାଣି ପିଇବା ବେଶ୍‌ ସହାୟକ। କାରଣ ଉଷୁମପାଣି ଶରୀର ଭିତରୁ ବିଷାକ୍ତ ପଦାର୍ଥ ବାହାର କରିବା ସହ ଏଜ୍‌ ଲାଇନ୍‌ ଦୂରକରିଥାଏ।
ଯେଉଁମାନଙ୍କଠାରେ ସ୍କିନ୍‌ ଇନ୍‌ଫେକ୍ସନ୍‌ ସମସ୍ୟା ରହିଛି, ସେମାନଙ୍କ ଲାଗି ଉଷୁମପାଣି ସବୁଠୁ ଉପକାରୀ। ଏହା ରକ୍ତ ସଫା କରିବା ସହ ତ୍ୱଚାରୁ ଇନ୍‌ଫେକ୍ସନ ସମସ୍ୟା ଦୂରକରି ସଫା ରଖିଥାଏ।
କେଶର ସୁରକ୍ଷା ଲାଗି ମଧ୍ୟ ଉଷୁମପାଣି ପିଇବା ଉପକାରୀ। ଏହାଦ୍ୱାରା କେଶ ନରମ ଏବଂ ଚିକ୍କଣ ରହିଥାଏ। ଏହା ରୂପି ସମସ୍ୟା ଦୂରକରିବା ସହ କେଶକୁ ମଜଭୁତ ରଖିବାରେ ବି ସାହାଯ୍ୟ କରିଥାଏ।
ଏହା ମେଦ ହ୍ରାସକରି ଆପଣଙ୍କ ଫିଗର ସୁନ୍ଦର ରଖିବାରେ ମଧ୍ୟ ସାହାଯ୍ୟ କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ସିମେଣ୍ଟ ଖୁଣ୍ଟରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ, ଆଉ ୩…

ଝରିଗାଁ,୧୧ା୭(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ ନୂତନ କୋର୍ଟ ନିକଟରେ ବାଇକ୍‌ ଦୁର୍ଘଟଣା ଯୋଗୁ ବାଇକ୍‌ ଚାଳକଙ୍କ ମୃତ୍ୟୁ ହୋଇଥିବାବେଳେ ବାଇକ୍‌ରେ ଥିବା…

ଦୁଃଖ କରୁଛି ପାକିସ୍ତାନ ! ମୋଦିଙ୍କୁ ନେଇ ଶାହବାଜ ସରିଫଙ୍କ ପରାମର୍ଶଦାତା କହିଲେ ଏମିତି କଥା ସବୁଠି ହେଉଛି ଚର୍ଚ୍ଚା

ଇସଲାମାବାଦ,୧୧।୭: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫଙ୍କ ଜଣେ ପ୍ରମୁଖ ପରାମର୍ଶଦାତା ରାଣା ସାନାଉଲ୍ଲା ଖାନଙ୍କ ଏକ ବୟାନ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଶଂସା…

ଆର୍‌ଆଇ କାର୍ଯ୍ୟାଳୟର ପାଚେରି ଭାଙ୍ଗିଲା, ସୁରକ୍ଷା ନେଇ ଚିନ୍ତା

କର୍ଲାମୁଣ୍ଡା,୧୧ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ରାଜସ୍ବ  ନିରୀକ୍ଷକ (ଆର୍‌.ଆଇ.) କାର୍ଯ୍ୟାଳୟର ପାଚେରିର ଏକ ବଡ଼ ଅଂଶ ଭାଙ୍ଗିପଡ଼ିଛି। ଫଳରେ କାର୍ଯ୍ୟାଳୟ ପରିସରର…

ଟ୍ରମ୍ପଙ୍କ ଧମକ ପରେ ଇରାନର ପ୍ରତିଆକ୍ରମଣ, କହିଲା ‘ଯଦି ଆମେରିକା ବିଶ୍ୱାସଘାତକତା କରେ, ତେବେ ପରିଣାମ ଭୋଗିବ’

ତେହରାନ,୧୧।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଇରାନ ସହିତ ଯୁଦ୍ଧବିରତି ଶେଷ ଘୋଷଣା ପରେ ଦୁଇ ରାଷ୍ଟ୍ର ମଧ୍ୟରେ ଉତ୍ତେଜନା ପୁଣି ଥରେ ଶୀର୍ଷରେ ପହଞ୍ଚିଛି। ଏକ…

ଆରମ୍ଭ ହୋଇଛି କି ‘ଅପରେଶନ ଟାଇଗର-୩’? ଉଦ୍ଧବ ଗୋଷ୍ଠୀର ୧୦ ବିଧାୟକ ଶିନ୍ଦେ ଗୋଷ୍ଠୀରେ ଯୋଗ ଦେଇପାରନ୍ତି

ମୁମ୍ବାଇ,୧୧।୦୭: ମହାରାଷ୍ଟ୍ରରେ ଏକ ବଡ଼ ରାଜନୈତିକ ଘଟଣାକ୍ରମକୁ ନେଇ କଳ୍ପନାଜଳ୍ପନା ପୁଣି ଥରେ ତୀବ୍ର ହୋଇଛି। ଏକନାଥ ଶିନ୍ଦେଙ୍କ ନେତୃତ୍ୱରେ ଶିବସେନା ଗୋଷ୍ଠୀ ‘ଅପରେଶନ ଟାଇଗର-୩’ ପାଇଁ…

ଯନ୍ତ୍ରଣା ବଖାଣିଲେ ଦୀପିକା: ବାଥରୁମ୍‌ ପର୍ଯ୍ୟନ୍ତ ଯିବାକୁ…

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ଆଜିକାଲି ଗର୍ଭବତୀ ଅଛନ୍ତି। ଖୁବ୍‌ଶୀଘ୍ର ସେ ଦ୍ୱିତୀୟ ସନ୍ତାନ ଜନ୍ମଦେବାକୁ ଯାଉଛନ୍ତି। ଦୀପିକା ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ। ନିୟମିତ ଭାବରେ…

କ୍ୟାଶ୍, ନା କ୍ରେଡିଟ୍ କାର୍ଡ! ଜାଣନ୍ତୁ ବିଦେଶ ଗସ୍ତରେ କେମିତି ପେମେଣ୍ଟ କରନ୍ତି ପିଏମ ମୋଦି?

ନୂଆଦିଲ୍ଲୀ,୧୧।୭: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟତଃ ବିଦେଶ ଗସ୍ତରେ ରହିଥାନ୍ତି। ଏହି ସମୟରେ ମଧ୍ୟ ପିଏମ ତିନୋଟି ଦେଶର ଯାତ୍ରାରେ ଅଛନ୍ତି। ବର୍ତ୍ତମାନ ସେ ଏହି…

ଫ୍ୟୁଜ ପକାଇବାକୁ ୪ ଘଣ୍ଟା: ଅନ୍ଧାରରେ ରହିଲେ ଲୋକେ; ଅନଲାଇନ- ଅଫଲାଇନ ଅଭିଯୋଗକୁ ନେଇ…

ଭଞ୍ଜନଗର,୧୧।୭(ବାବୁଲା ପ୍ରଧାନ): ଟାଟା ପାୱାର ରାଜ୍ୟରେ ବିଦ୍ୟୁତ୍‌ ବଣ୍ଟନ ଦାୟିତ୍ୱ ନେବା ପରଠାରୁ କିଛି କ୍ଷେତ୍ରରେ ଉନ୍ନତି ଆସିଛି। କିନ୍ତୁ ଏବେବି ଗ୍ରାହକମାନେ ସେବାରେ ଅସନ୍ତୁଷ୍ଟ ଅଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri