ଊର୍ଜା କ୍ଷେତ୍ରରେ ଦ୍ୱିପାକ୍ଷିକ ସହଯୋଗର ସମୀକ୍ଷା କଲେ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର,୭ା୫(ବ୍ୟୁରୋ): କରୋନା ମହାମାରୀ ଯୋଗୁ ବିଶ୍ୱ ଊର୍ଜା ବିଶେଷଭାବେ ତୈଳ ଏବଂ ଗ୍ୟାସ ଉପରେ ପ୍ରଭାବ ପକାଇଛି। ତେଣୁ ଊର୍ଜା କ୍ଷେତ୍ରରେ ଦ୍ୱିପାକ୍ଷିକ ସହଯୋଗ ପାଇଁ ଭାରତ ଓ ରୁଷିଆ ମଧ୍ୟରେ ଆଲୋଚନା ହୋଇଛି। ବୁଧବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରୁଷିଆର ଉର୍ଜାମନ୍ତ୍ରୀ ଆଲେକ୍‌ଜାଣ୍ଡାର ନୋଭାକଙ୍କ ସହ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଏନେଇ ଆଲୋଚନା କରିଛନ୍ତି। ହାଇଡ୍ରୋକାର୍ବନ କ୍ଷେତ୍ରକୁ ମଜଭୁତ କରିବା ସହ ଅଶୋଧିତ ତୈଳ, ପ୍ରାକୃତିକ ଗ୍ୟାସ୍‌ ଏବଂ ଦ୍ୱିପାକ୍ଷିକ ପୁଞ୍ଜିନିବେଶ କରିବା ଉପରେ ୨ମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି। ରୁଷିଆରୁ ଭାରତକୁ କୋକିଂ କୋଲ୍‌ ଆମଦାନୀକୁ ବଢ଼ାଇବା ଦିଗରେ ଉଭୟ ମଧ୍ୟରେ ଆଲୋଚନା ହୋଇଥିବା କେନ୍ଦ୍ରମନ୍ତ୍ରୀ ପ୍ରଧାନ ଟୁଇଟ୍‌ କରି କହିଛନ୍ତି। ସୂଚନାଯୋଗ୍ୟ ଯେ, ଗତ ଏପ୍ରିଲ ମାସରେ ରୋଜନେଫ୍ଟ ଏବଂ ଆଇଓସିଏଲ୍‌ ଚୁକ୍ତି ଅନୁଯାୟୀ ରୁଷିଆରୁ ପ୍ରଥମଥର ପାଇଁ ପାରାଦୀପ ବନ୍ଦରରେ ଅଶୋଧିତ ତୈଳ ପହଞ୍ଚତ୍ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାତି ପାହିଲେ ଖୋଲିବ ସ୍କୁଲ, କାଳବୈଶାଖୀ ଯୋଗୁ ଉଡିଯାଇଛି ୩ ଶ୍ରେଣୀ ଗୃହ ଛପର; ଚିନ୍ତାରେ ବିଦ୍ୟାର୍ଥୀ

ତୁମୁଡିବନ୍ଧ, ୧୬।୬ (ଦିପକ କୁମାର ପରାସେଠ): କାଳବୈଶାଖୀର ସାଙ୍ଘାତିକ ପ୍ରଭାବ ଯୋଗୁ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମାଲିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ୟୁପି ସ୍କୁଲ)ର ଶିକ୍ଷାଦାନ…

ତିଖିରି ସରପଞ୍ଚ ଚାମେଲିଙ୍କୁ ମିଳିଲା ଜାମିନ୍‌, କୋର୍ଟ ଦେଲେ ଏଭଳି ନିର୍ଦ୍ଦେଶ

କେନ୍ଦ୍ରାପଡ଼ା/ମହାକାଳପଡା, ୧୬।୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଛି। ପୋଲିସକୁ ଆକ୍ରମଣ କରିବା ଭଳି…

ଟ୍ରେସ୍‌ ମ୍ୟାପ୍‌ ପାଇଁ ଲାଞ୍ଚ ମାଗି ଫସିଗଲେ କୋସାଗୁଡ଼ା RI; ମାଡ଼ି ବସିଲା ଭିଜିଲାନ୍ସ, ଦୁଇ ସ୍ଥାନରେ ଚାଲିଛି…

କୋରାପୁଟ,୧୬।୬(ଅମିତାଭ ବେହେରା): କୋରାପୁଟ ଜିଲାରେ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ବୋରିଗୁମ୍ମା ତହସିଲ ଅଧୀନ କୋସାଗୁଡ଼ା ଆର୍‌ଆଇ(RI) ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆର୍‌ଆଇ)…

ଦ୍ରୁତ ଗତିରେ ଆସୁଥିଲେ, ମୁହାଁମୁହିଁ ପିଟି ହୋଇଗଲେ ଦୁଇ ବାଇକ୍‌; ଚାଲିଗଲା ୨ ଜୀବନ, ୩ ଜଣ…

ବଞ୍ଚୋ, ୧୬।୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ବଞ୍ଚୋ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦ୍ରୁତଗତିରେ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ…

ଚାଷୀଙ୍କ ପାଇଁ ଖୁସି ଖବର, ଏହି ଦିନ ମିଳିବ PM KISANର ୨୩ତମ କିସ୍ତି

ନୂଆଦିଲ୍ଲୀ,୧୬।୬: ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧି ଯୋଜନାର ୨୩ତମ କିସ୍ତିକୁ ନେଇ ସାରା ଦେଶର ଚାଷୀ ଅପେକ୍ଷା କରିଛନ୍ତି । ଏବେ ଦେଶର କୋଟି କୋଟି ଚାଷୀଙ୍କୁ…

୧୬ମାସ ପରେ ଟ୍ରମ୍ପଙ୍କୁ ଭେଟିଲେ ମୋଦି, ଦେଖୁଦେଖୁ କରିଦେଲେ…

ନୂଆଦିଲ୍ଲୀ,୧୬।୬: ଫ୍ରାନ୍ସର ଏଭିଆନଠାରେ ଆୟୋଜିତ G7 ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ସାକ୍ଷାତ ହୋଇଛି। ଦୁଇ…

ଘର ବାରିପଟେ କ୍ରିକେଟ ଖେଳୁଥିଲେ, ଆକାଶରୁ ଖସିଲା ମୃତ୍ୟୁ; ବଜ୍ରପାତରେ ଚାଲିଗଲା ୧୭ ବର୍ଷୀୟ…

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଅନ୍ତର୍ଗତ ଦଶିପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଆକସ୍ମିକ ବଜ୍ରପାତ କାରଣରୁ…

ଓଡ଼ିଶା ଆସିବେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ: ସୁରକ୍ଷା, ପ୍ରସ୍ତୁତିର ଉଚ୍ଚସ୍ତରୀୟ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬।୬: ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଏକ ଉଚ୍ଚସ୍ତରୀୟ ସମୀକ୍ଷା କରିଛନ୍ତି। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ରାଷ୍ଟ୍ରପତି ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri