ଋଣ, ଏଫ୍‌ଡି ସୁଧ ହାର ହ୍ରାସ କଲା ଏସ୍‌ବିଆଇ

ନୂଆଦିଲ୍ଲୀ,୧୦-୯: ଭାରତୀୟ ଷ୍ଟେଟ ବ୍ୟାଙ୍କ(ଏସ୍‌ବିିଆଇ) ସମସ୍ତ ଅବଧିର ମାର୍ଜିନାଲ କଷ୍ଟ୍‌ ଅଫ୍‌ ଲେଣ୍ଡିଂ(ଏମ୍‌ସିଏଲ୍‌ଆର୍‌) ସୁଧ ହ୍ରାରକୁ ୧୦ ବେସିସ୍‌ ପଏଣ୍ଟ ଅର୍ଥାତ୍‌ ୦.୧% ହ୍ରାସ କରିଛି। ନୂଆ ସୁଧ ହାର ମଙ୍ଗଳବାରଠାରୁ ଲାଗୁ ହେବ। ତେବେ ବ୍ୟାଙ୍କ ଫିକ୍ସଡ ଡିପୋଜିଟ୍‌ ବା ସ୍ଥାୟୀ ଜମା ଉପରେ ମଧ୍ୟ ସୁଧ ହାର ୦.୨୦%ରୁ ୦.୨୫% ପର୍ଯ୍ୟନ୍ତ କମାଇଛି। ଗୃହ, ଗାଡ଼ି ସମେତ ସମସ୍ତ ପ୍ରକାର ଋଣ ଉପରେ ଏମ୍‌ସିଏଲ୍‌ଆର୍‌ ସୁଧ ହାର ଏଣିକି ୮.୨୫ ପରିବର୍ତ୍ତେ ୮.୧୫%କୁ ହ୍ରାସ ପାଇଛି। ଏସ୍‌ବିଆଇ ଚଳିତ ଆର୍ଥିକ ବର୍ଷରେ ୫ଥରରେ ୦.୪୦% ଏମ୍‌ସିଏଲ୍‌ଆର୍‌ ହ୍ରାସ କରିଛି। ଭାରତୀୟ ରିଜର୍ଭ ବ୍ୟାଙ୍କ ରେପୋ ରେଟ ହ୍ରାସ କରିବା ପରେ ଏସ୍‌ବିଆଇ ସମେତ ସେଣ୍ଟ୍ରାଲ ବ୍ୟାଙ୍କ ଅଫ୍‌ ଇଣ୍ଡିଆ, ଆକ୍ସିସ୍‌ ବ୍ୟାଙ୍କ, ଓରିଏଣ୍ଟାଲ ବ୍ୟାଙ୍କ ଅଫ୍‌ କମର୍ସ, ଆଇଡିବିଆଇ ବ୍ୟାଙ୍କ ଏବଂ ଆଇଡିଏଫ୍‌ସି ଫାର୍ଷ୍ଟ ବ୍ୟାଙ୍କ ମଧ୍ୟ ଋଣ ଉପରେ ସୁଧ ହାର କମାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସମୟରେ ଆସୁନାହାନ୍ତି ଡାକ୍ତର: ପାଇକମାଳ CHC ଆଗରେ ବିଧାୟିକାଙ୍କ ଧାରଣା, ଏସ୍‌ଡିଏମ୍‌ଓ ଆସି କହିଲେ…

ପାଇକମାଳ,୬।୧୦(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ନିୟୋଜିତ ଡାକ୍ତରଙ୍କ ହସ୍ପିଟାଲ ବିଳମ୍ବରେ ଆସିବା ନେଇ କିଛିଦିନ ହେଲା ରୋଗୀ ଏବଂ ସମ୍ପର୍କିୟଙ୍କ ମଧ୍ୟରେ…

ବନ୍ଦ କୋଠରୀରେ କ’ଣ ଘଟିଥିଲା? ଇସ୍ତଫା ଦେବା ପାଇଁ ହରମନପ୍ରୀତଙ୍କ ଉପରେ BCCI ଚାପ ପକାଇଥିଲା କି? ଜାଣନ୍ତୁ ଅଧିନାୟକ ପଦରୁ ଓହରିବାର…

ନୂଆଦିଲ୍ଲୀ,୬।୧୦: ମାତ୍ର ୨୪ ଘଣ୍ଟା ପୂର୍ବ ପର୍ଯ୍ୟନ୍ତ ହରମନପ୍ରୀତ କୌର ଭାରତୀୟ ମହିଳା କ୍ରିକେଟ ଦଳର ଅଧିନାୟିକା ଥିଲେ; ତେବେ ହଠାତ ସେ କାହିଁକି ନିଜ ପଦରୁ…

ପାକିସ୍ତାନୀ ମୁସଲମାନଙ୍କୁ ନେଇ ମିକା ସିଂଙ୍କ ବଡ଼ ବୟାନ, ଖରାପ ନୁହଁନ୍ତି….

ନୂଆଦିଲ୍ଲୀ,୬।୧୦: ବଲିଉଡ୍‌ର ଲୋକପ୍ରିୟ ସିଙ୍ଗର୍ ମିକା ସିଂ ନିଜର ବେବାକ୍ ଅନ୍ଦାଜ ପାଇଁ ବେଶ୍ ପରିଚିତ। ଭାରତ-ପାକିସ୍ତାନ ସମ୍ପର୍କ ଏବଂ ଦୁଇ ଦେଶର କଳାକାରଙ୍କୁ ନେଇ ମଧ୍ୟ…

ଓଏଚ୍‌ପିସି ଓ ବିଶ୍ୱ ଦକ୍ଷତା କେନ୍ଦ୍ର ମଧ୍ୟରେ ଏମ୍‌ଓୟୁ

ଭୁବନେଶ୍ୱର,୬।୧୦: ”ସବୁଜ ଶକ୍ତି ଉତ୍କର୍ଷ କେନ୍ଦ୍ର’ ସ୍ଥାପନ ପାଇଁ ଓଡ଼ିଶା ଜଳବିଦ୍ୟୁତ ଶକ୍ତି ନିଗମ ଲିମିଟେଡ୍‌ (ଓଏଚ୍‌ପିସି) ଓ ଭୁବନେଶ୍ୱରସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ର ମଧ୍ୟରେ ସୋମବାର…

ପୂର୍ତ୍ତ ବିଭାଗ EE ଅରବିନ୍ଦ ମହାନ୍ତି ଗିରଫ: ୨ଟି କୋଠା, ୨୩ ପ୍ଲଟ୍‌ ଓ ୫ ଏକରର ଫାର୍ମ ହାଉସ୍‌ ଠାବ

ବାରିପଦା/ବେତନଟୀ, ୬।୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ଧରଣୀଧର ମହାନ୍ତି ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମୟୂରଭଞ୍ଜ ପୂର୍ତ୍ତ ବିଭାଗର ଏକ୍ସିକ୍ୟୁଟିଭ୍‌ ଇଞ୍ଜିନିୟର (EE) ଅରବିନ୍ଦ ମହାନ୍ତିଙ୍କୁ ଭିଜିଲାନ୍ସ…

ଆଜି ଆର୍ଜେଣ୍ଟିନା ପାଇଁ ମେସିଙ୍କ ଶେଷ ମ୍ୟାଚ୍‌

ବୁଏନସ ଆରିଜ,୬ା୧୦: ଫୁଟବଲ ସୁପରଷ୍ଟାର ଲିଓନେଲ ମେସି ମଙ୍ଗଳବାର ଇଷ୍ଟାଡିଓ ମାନୁମେଣ୍ଟାଲଠାରେ ବେନିନ ବିପକ୍ଷରେ ଆର୍ଜେଣ୍ଟିନା ପାଇଁ ତାଙ୍କର ବିଦାୟୀ ମ୍ୟାଚ୍‌ ଖେଳିବେ। ଡିଏଗୋ ମାରାଡୋନାଙ୍କ ପରେ…

ହରମନପ୍ରୀତ କୌରଙ୍କ ପରେ ଭାରତୀୟ ଦଳର ପରବର୍ତ୍ତୀ ଅଧିନାୟିକା କିଏ? ନାମ ଆସିଲା ସାମ୍ନାକୁ

ନୂଆଦିଲ୍ଲୀ,୬।୧୦: ଗୁଆହାଟୀରେ ଅନୁଷ୍ଠିତ BCCI ସମୀକ୍ଷା ବୈଠକର ମାତ୍ର ଗୋଟିଏ ଦିନ ପରେ, ହରମନପ୍ରୀତ କୌର ସମସ୍ତ ଫର୍ମାଟରୁ ଅଧିନାୟକ ପଦ ଛାଡ଼ିବାକୁ ନିଷ୍ପତ୍ତି ନେଇ ସମସ୍ତଙ୍କୁ…

CECଙ୍କ ବିରୋଧରେ ଅଭିଯାନ ଆରମ୍ଭ କରିଛନ୍ତି ବିରୋଧି; ରାହୁଲ-ପ୍ରିୟଙ୍କା ଅଟକ

ନୂଆଦିଲ୍ଲୀ,୬।୧୦: ଭୋଟର ତାଲିକାରେ କଥିତ ଅନିୟମିତତାକୁ ନେଇ ବିରୋଧୀ ଦଳଗୁଡ଼ିକ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ ଆରମ୍ଭ କରିଛନ୍ତି। ତାଙ୍କ ଇସ୍ତଫା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?