ଋଣ ଭାରରେ ବୁଡିଥିବା ପାକିସ୍ତାନକୁ ସହାୟତାର ହାତ ବଢାଇଲେ ବିଲ୍‌ ଗେଟ୍‌ସ

ନ୍ୟୁୟର୍କ,୨୭।୯: ଋଣ ଭାରରେ ଡୁବିଥିବା ପାକିସ୍ତାନକୁ ସହାୟତାର ହାତ ବଢାଇଛନ୍ତି ବିଶ୍ୱର ଅନ୍ୟତମ ଧନୀ ବିଲ୍‌ ଗେଟ୍‌ସ। ବିଲ୍‌ ଏବଂ ମେଲିଣ୍ଡା ଗେଟ୍‌ସ ଫାଉଣ୍ଡେସନ୍‌ ପକ୍ଷରୁ ପାକିସ୍ତାନକୁ ୨୦୦ ମିଲିୟନ ଡଲାର ସହାୟତା ଦିଆଯିବ ବୋଲି ଘୋଷଣା କରାଯାଇଛି। ପାକିସ୍ତାନରେ ଗରିବ ଲୋକଙ୍କ ପାଇଁ କାମ କରୁଥିବା ‘ଏହସାସ୍‌‘ ଅନୁଷ୍ଠାନକୁ ଦିଆଯିବ। ଗୁରୁବାର ବିଲ୍‌ ଗେଟ୍‌ସଙ୍କ ସହ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଏକ ଏମଓୟୁ ସ୍ବାକ୍ଷର କରିଛନ୍ତି। ଏହି ଅବସରରେ ଇମ୍ରାନ ବିଲ୍‌ ଏବଂ ମେଲିଣ୍ଡା ଗେଟ୍‌ସ ଫାଉଣ୍ଡେସନ୍‌କୁ ଧନ୍ୟବାଦ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋଗଲ ବଜେଟ କିପରି ପ୍ରସ୍ତୁତ କରୁଥିଲେ, କେଉଁମାନଙ୍କଠୁ ନେଉଥିଲେ ଟ୍ୟାକ୍ସ?

ନୂଆଦିଲ୍ଲୀ,୨।୨: ଗତକାଲି ଯେତେବେଳେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ବଜେଟ ଉପସ୍ଥାପନ କରିଥିଲେ, ଏହା ଏକ ସମ୍ପୂର୍ଣ୍ଣ ଆଧୁନିକ ପରମ୍ପରା ପରି ମନେ ହେଉଥିଲା। କିନ୍ତୁ ଆପଣ…

ଦୁର୍ଘଟଣା ମୁହାଁ କେଲୁଅ ନଦୀବନ୍ଧ: ନିର୍ବାଚନ ପରେ ସଠିକ୍‌ ଢଙ୍ଗରେ ହେଉନି ପୂର୍ତ୍ତ ବିଭାଗ କାମ

ଧର୍ମଶାଳା,୨।୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ କାଏମା ବ୍ରିଜ ଠାରୁ ମିର୍ଜାପୁର ନଦୀବନ୍ଧ ରାସ୍ତାର ବିଭିନ୍ନ ସ୍ଥାନରେ ଖାଲଖମା ସୃଷ୍ଟି ହୋଇଛି। ଏ ନେଇ ପ୍ରତ୍ୟେକ…

ଏହି ଦେଶକୁ କାହିଁକି କୁହାଯାଏ କଳା ସୁନାର ଦେଶ, ଜାଣନ୍ତୁ…

ଯେତେବେଳେ ‘କଳା ସୁନାର ଦେଶ’ ନାଁ ଆସେ ସେତେବେଳେ ପ୍ରାୟତଃ ପ୍ରଥମେ କୁଏତ୍‌ର ନାଁ ମନକୁ ଆସେ। କଳା ସୁନା ଯାହାର ଅର୍ଥ ଅଶୋଧିତ ତୈଳ। ଏହା…

BCCIକୁ ଶକ୍ତ ଚାପୁଡ଼ା ଦେଲା ପାକିସ୍ତାନ: କାହିଁକି ଏମିତି କହିଲେ ରାଜ୍ୟ ସଭା ଏମ୍‌ପି

ନୂଆଦିଲ୍ଲୀ,୨।୨: ପାକିସ୍ତାନ ICC ପୁରୁଷ T20 ବିଶ୍ୱକପରେ ଭାରତ ବିପକ୍ଷରେ ନ ଖେଳିବାକୁ ନିଷ୍ପତ୍ତି ନେଇଛି। ଏହାର ଅର୍ଥ ହେଉଛି ଫେବୃଆରୀ ୧୫ରେ ଭାରତ ଏବଂ ପାକିସ୍ତାନ…

ଭାରତ ବିପକ୍ଷ ମ୍ୟାଚ୍‌ ବୟକଟ କରିବା ପାକିସ୍ତାନକୁ ପଡ଼ିବ ମହଙ୍ଗା

ନୂଆଦିଲ୍ଲୀ,୨।୨: ଆସନ୍ତା ୭ରୁ ଆରମ୍ଭ ହେବ ଟି୨୦ ବିଶ୍ୱକପ୍‌। ହେଲେ ୧୫ ତାରିଖରେ ଶ୍ରୀଲଙ୍କାର କଲମ୍ବୋଠାରେ ଭାରତ ବିପକ୍ଷରେ ହେବାକୁ ଥିବା ହାଇଭୋଲ୍‌ଟେଜ୍‌ ଲିଗ୍‌ ମ୍ୟାଚ୍‌କୁ ପାକିସ୍ତାନ…

ଟ୍ରେନ୍‌ରେ ହଠାତ୍ ଲାଗିଲା ନିଆଁ, ତୁରେକେଲା ରୋଡ୍ ଷ୍ଟେସନରେ…

ବଲାଙ୍ଗୀର,୨।୨(ସୁନିଲ କୁମାର ମହାନ୍ତି/ଗୁରୁଦ୍ୱାଲ ହିଂସ): କଣ୍ଟାବାଞ୍ଜି ଷ୍ଟେସନରୁ ରାୟପୁର ବିଶାଖପାଟଣା ଦେଇ ଯାଉଥିବା ଏକ ମାଲବାହୀ ଟ୍ରେନରେ ନିଆଁ । ତୁରେକେଲା ରେଳ ଷ୍ଟେସନରେ ସୋମବାର ଏକ…

ନନ୍ଦନକାନନ ନୂଆ ନିର୍ଦ୍ଦେଶକ ହେଲେ IFS  ସନତ କୁମାର ଏନ

ବାରଙ୍ଗ,୨।୨(ଲିଙ୍ଗରାଜ ରାଉତ):  ନନ୍ଦନକାନନ ପ୍ରାଣୀ ଉଦ୍ୟାନ ନୂଆ ନିର୍ଦ୍ଦେଶକ ହେଲେ IFS ସନତ କୁମାର ଏନ। ପୂର୍ବରୁ ସନତ କୁମାର ଏନ ଉପନିର୍ଦ୍ଦେଶକ ଦାୟିତ୍ୱରେ ଥିଲେ ।…

ମଧ୍ୟବିତ୍ତଙ୍କ ପାଇଁ ବଜେଟରେ କ’ଣ ଅଛି? ଏହି ପ୍ରଶ୍ନ ଶୁଣି ଏମିତି ରିଆକ୍ସନ ଦେଲେ ଅର୍ଥମନ୍ତ୍ରୀ, ଯାହା ହେଉଛି ଭାଇରାଲ

ନୂଆଦିଲ୍ଲୀ,୨।୨: ରବିବାର, ଫେବୃଆରୀ ୧ରେ ବଜେଟ ୨୦୨୬ ଉପସ୍ଥାପନ ପରେ, ସରକାର ଏହାର ଘୋଷଣାଗୁଡ଼ିକୁ ପ୍ରମୁଖ ସଫଳତା ବୋଲି କହୁଥିବା ବେଳେ, ମଧ୍ୟବିତ୍ତ ବର୍ଗ ପୁଣି ଥରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri