ସୋର, ୧୭ା୬(ଡି.ଏନ.ଏ.)-ରଜ ମଉଜରେ ସମସ୍ତେ ମଜାମସ୍ତିରେ ମାତିଥିବା ବେଳେ ବାଲେଶ୍ୱର ଜିଲା ସୋର ବ୍ଲକ ମାଣତ୍ରୀ ପଞ୍ଚାୟତ ନୂଆପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ରବିବାର ଜଣେ ଚାଷୀ ଋଣ ଭାର ସହି ନ ପାରି ଶେଷରେ ଆତ୍ମହତ୍ୟା ପନ୍ଥା ବାଛି ନେଇଛନ୍ତି। ସେ ବେକରେ ରଶି ଲଗାଇ ଓରାରେ ଫାଶୀ ଲଗାଇ ଆତ୍ମହତ୍ୟା କରିଛନ୍ତି। ମୃତ ଚାଷୀ ହେଲେ ଗୟାଧର ଜେନା (୬୨)
ଗୟାଧର ଋଣ ଆଣି ଏକ ଛତୁ ଫାର୍ମ କରିଥିଲେ। ହେଲେ ସେ ଠିକ୍ ସମୟରେ ଋଣ ଶୁଝି ପାରୁ ନ ଥିବାରୁ ଅଧିକାଂଶ ସମୟ ମାନସିକ ଚାପରେ ରହୁଥିଲେ। ଶେଷରେ ଆତ୍ମହତ୍ୟା କରିବାକୁ ନିଷ୍ପତ୍ତି ନେଇ ଶେଷ ରଜରେ ବେକରେ ଗାମୁଛା ଲଗାଇ ଫାର୍ମ ଓରାରେ ଝୁଲି ପଡିଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଝୁଲୁଥିବା ଅବସ୍ଥାରେ ଦେଖି ପରିବାର ଲୋକଙ୍କୁ ଜଣାଇଥିଲେ। ତାଙ୍କୁ ସଙ୍ଗେ ସଙ୍ଗେ ସଂଜ୍ଞାହୀନ ଅବସ୍ଥାରେ ସୋର ଡାକ୍ତରଖାନାକୁ ଅଣାଯାଇଥିଲା। ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏନେଇ ପୋଲିସ ଅପମୃତ୍ୟୁ ମାମଲା ରୁଜୁ କରି ଶବ ବ୍ୟବଚ୍ଛେଦ କରାଇ ଘଟଣାର ତଦନ୍ତ କରୁଛି। ପ୍ରକାଶ ଥାଉକି ଗୟାଧର ସୋରସ୍ଥିତ ବିବିସିସି ବ୍ୟାଙ୍କରୁ ୧ ଲକ୍ଷ ଟଙ୍କା ଋଣ ଆଣିଥିଲେ।
ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି
ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି E-KYC ଅବଧି...
ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….
ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...
ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…
ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...
ଉଷୁ କପ ପ୍ରତିଯୋଗିତାରେ ବଲାଙ୍ଗୀରକୁ ୩ ପଦକ, ଜିଲା ପ୍ରଶାସନ ପକ୍ଷରୁ ଖେଳାଳୀଙ୍କୁ ସମ୍ବର୍ଦ୍ଧନା
ବଲାଙ୍ଗୀର,୩୧/୧୨ -( ସୁନିଲ କୁମାର ମହାନ୍ତି): ଦ୍ବିତୀୟ ତମ ଜାତୀୟ ଫେଡେରେସନ ଉଷୁ କପ ପ୍ରତିଯୋଗିତା ଛତିଶଗଡ଼ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତା...
ବାଇକ୍କୁ ଧକ୍କାଦେଲା ବାଇକ୍, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ
ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...
ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ
ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର ଗଣିଆନାଳ ଛକ...
ନୂଆବର୍ଷରୁ ଶନିଙ୍କ ସାଢେ ସାତ ଚାଲି ଆରମ୍ଭ; ଏହି ୩ ରାଶିର ଖରାପ ଟାଇମ ଷ୍ଟାର୍ଟ…
ଜ୍ୟୋତିଷ ଶାସ୍ତ୍ରରେ ଗ୍ରହରାଜ ଶନିଙ୍କୁ କର୍ମଫଳ ଦାତା ଓ ନ୍ୟାୟ ପ୍ରଦାତା ଗ୍ରହ ଭାବେ ଗଣନା କରଯାଇଥାଏ । ଶନି ଯେତେବେଳେ ଗୋଟିଏ ରାଶିରେ ଦୀର୍ଘ...
କେମିତି ରହିବ ମୋଦି-ଟ୍ରମ୍ପଙ୍କ ୨୦୨୬? ଭବିଷ୍ୟବାଣୀରେ ଜଣାପଡିଲା ସତ!
୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ୨୦୨୬ ଏବେ ପାଖେଇ ଆସୁଛି। ୨୦୨୬ ବର୍ଷ ଲୋକଙ୍କ ପାଇଁ କିପରି ହେବ ସେ ବିଷୟରେ ଜ୍ୟୋତିଷମାନେ ଭବିଷ୍ୟବାଣୀ...
Archives


