ଏଇ ଭାରତରେ

ଅଫିସ ଯିବାକୁ ଛାଡୁ ନ ଥିବା ପୁଅର ଭାବାନାତ୍ମକ ଭିଡିଓ ଶେୟାର କରିଛନ୍ତି ଜଣେ ପିତା ତଥା ଆଇପିଏସ୍‌ ଅଫିସର। କର୍ତ୍ତବ୍ୟ ଆଗରେ ସ୍ନେହମମତା ତୁଚ୍ଛ। ଏବେ ଏଭଳି ଏକ ଭିଡିଓ ସୋସିଆଲ ମିଡିଆରେ ଅପ୍‌ଲୋଡ୍‌ ହୋଇଛି। ଏହା କରିଛନ୍ତି ଓଡ଼ିଶାର ସିଆଇଡି କ୍ରାଇମ୍‌ ବ୍ରାଞ୍ଚ୍‌ ମହାନିରୀକ୍ଷକ ଅରୁଣ ବୋଥ୍ରା। ଏଥିରେ ପିଲାଟି ପିତାଙ୍କ ଗୋଡ଼କୁ ଛନ୍ଦି ଅଫିସ ଯିବାକୁ ଦେଉନି। ପିତା ଶୀଘ୍ର ଆସିବା ପାଇଁ କହୁଥିଲେ ମଧ୍ୟ ପିଲାଟି ରାହାଧରି କାନ୍ଦୁଛି। ଏହା ଦେଖଣାହାରୀଙ୍କୁ ବେଶ୍‌ ଭାବପ୍ରବଣ କରୁଛି। ପ୍ରାୟ ୧ ମିନିଟ୍‌ ୨୫ ସେକେଣ୍ଡର ଏହି ଭିଡିଓ ସୋସିଆଲ୍‌ ମିଡିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ଏଥିରେ ଅରୁଣ ଲେଖିଛନ୍ତି ପୋଲିସ ପଦବୀରେ ଥିଲେ ବି ଏଭଳି ଘଟଣା ଅତି ସମ୍ବେଦନଶୀଳ। ପରିବାରକୁ ପଛରେ ପକାଇ ସେମାନେ କର୍ତ୍ତବ୍ୟକୁ ଗୁରୁତ୍ୱ ଦେଇଥାଆନ୍ତି। ଏହା କେବଳ ଜଣେ ପୋଲିସ କର୍ମଚାରୀ ନୁହେଁ, ସବୁ କର୍ମଜୀବୀ ମହିଳା ଓ ପୁରୁଷ ମର୍ମେ ମର୍ମେ ଅନୁଭବ କରନ୍ତି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏକେଶ୍ୱରବାଦ ଧର୍ମ

ଗ୍ରାୟତ୍ରୀ ସିଂହ ଗତ କଲ୍ୟାଣ ପାଇଁ ମହିମା ଧର୍ମ ହେଉଛି ଅନନ୍ୟ। ସତ୍‌ ମାର୍ଗରେ ଯିବା ପାଇଁ ମହିମା ସ୍ବାମୀ ବିଶ୍ୱର ସମସ୍ତ ଜନ ସମାଜକୁ ଆହ୍ବାନ୍‌…

ଅଗ୍ରଦୂତ ନବ ପ୍ରଭାତର

ଡ. ପ୍ରଫୁଲ୍ଲ କୁମାର ସାହୁ ଗତିଶୀଳ ଚେତନାର ଭଗୀରଥ ଭଗବତୀ ଚରଣ ପାଣିଗ୍ରାହୀ। ଚାଷୀ ମୂଲିଆ ଓ ଅସହାୟ ମଣିଷର ପ୍ରକୃତ ବନ୍ଧୁ। ବିଂଶ ଶତାବ୍ଦୀର ଚତୁର୍ଥ…

ଆଇନ ଶାସନର ଉଲ୍ଲଂଘନ

ଆକାର ପଟେଲ ଏକ ଗଣତାନ୍ତ୍ରିକ ସମାଜ ଭାବରେ ଏହା ଆଶା କରାଯାଏ ଯେ ଭାରତର କର୍ତ୍ତୃପକ୍ଷ ଆଇନର ଶାସନ ପାଳନ କରିବେ। ଏକ ଧାରଣା ବି ରହିଛି,…

ତିନି ଘଣ୍ଟାର ଗସ୍ତ

ନୂଆଦିଲ୍ଲୀରେ ମଧ୍ୟାହ୍ନ ଭୋଜନ ସମୟରେ ଏକ ବିଜ୍‌ନେସ ସମ୍ପର୍କିତ ଆଲୋଚନା ପାଇଁ ତିନି ଘଣ୍ଟା ଯଥେଷ୍ଟ ସମୟ। ତେବେ ଗତ ସପ୍ତାହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିମନ୍ତ୍ରଣରେ…

ରାମାୟଣରେ ସତୀ ସିଦ୍ଧାନ୍ତ

ରାମାୟଣର ଏକ ଓଡ଼ିଆ ସଂସ୍କରଣରେ ବର୍ଣ୍ଣନା କରାଯାଇଛି ଯେ, ଋଷି ଗୌତମ ତାଙ୍କ କନ୍ୟା ଅଞ୍ଜନି ଓ ଦୁଇ ପୁତ୍ରଙ୍କ ସହ ସମୁଦ୍ରକୂଳରେ ଚାଲୁଥିଲେ। ବାଲି ତାତି…

ନାରୀ ପାଇଁ ଭୋଟ ଅଧିକାର

ରାଣରୁ ଜଣାଯାଏ ମଦ୍ର ଦେଶର ନରପତି ଅଶ୍ୱପତି କନ୍ୟା ସନ୍ତାନଟିଏ ଲାଭକରିବା ଉଦ୍ଦେଶ୍ୟରେ ସହସ୍ରାଧିକ ଯଜ୍ଞ କରିଥିଲେ। ସେହିଭଳି ମିଥିଳାର ରାଜା ଜନକ ଏକଦା ଆକାଶରେ ସୁନ୍ଦରୀ…

ତଦନ୍ତର ରିଆଲିଟି ଶୋ

ପ୍ରାତଃ ଭ୍ରମଣ ପାଇଁ ମୁଁ ମୋ ଘର ପାଖ ଏକ ପାର୍କକୁ ପ୍ରତିଦିନ ଯାଏ। ପାର୍କରେ ଡ୍ୟୁଟି କରୁଥିବା ଜଣେ ସିକ୍ୟୁରିଟି ଗାର୍ଡ ଦିନେ ମୋ ନିକଟକୁ…

ଆଉ ଚାରା ନାହିଁ

ଓଡ଼ିଆରେ କଥା ଅଛି ‘ଆଉ ଚାରା ନାହିଁ’। ଅର୍ଥାତ୍‌ ଆଉ କିଛି ଉପାୟ ନ ଥିଲେ ବାଧ୍ୟ ହେବା ସ୍ଥିତିକୁ ଲକ୍ଷ୍ୟ କରାଯାଇ ଏଭଳି କୁହାଯାଇଥାଏ। ଗୋଟିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri