ଏଇ ଭାରତରେ

ଜଣେ ବ୍ୟକ୍ତି ରେଲ୍‌ଓ୍ବେ ଚାକିରି ଛାଡି ଆଦିବାସୀ ପିଲାମାନଙ୍କୁ ଶିକ୍ଷିତ କରିବା ପାଇଁ ସବୁ ସମୟ ଲଗାଇଦେବା ଘଟଣା ଦେଖିବାକୁ ମିଳିଛି ଝଡ଼ଖଣ୍ଡରେ। ଚାଇବାସା ପୁଲହାତୁର ସଞ୍ଜୟ କଚ୍ଛପ ପରଶୁଡିହ (ଜାସେଦ୍‌ପୁର)ର କୃଷି ଉପତ୍ାଦନ ବଜାର ସମିତିର ସମ୍ପାଦକ। ୨୦୦୮ରେ କୃଷି ଉପତ୍ାଦନ ବଜାର ସମିତିରେ ସମ୍ପାଦକ ହେବା ପୂର୍ବରୁ ସଞ୍ଜୟ ୨୦୦୫ରେ ରେଲ୍‌ଓ୍ବେର ତିନୋଟି ଭିନ୍ନ ଭିନ୍ନ ପଦ ଲାଗି ହୋଇଥିତ୍ତ୍ବା ପରୀକ୍ଷାରେ ସଫଳ ହୋଇଥିଲେ। କିନ୍ତୁ ତାହାକୁ ସେ ଛାଡି ଦେଇଥିଲେ। ଆଦିବାସୀ ସମାଜକୁ ଶିକ୍ଷା ସହ ଯୋଡିିବାକୁ ପିଲାଦିନରୁ ତାଙ୍କର ଲକ୍ଷ୍ୟ ରହିଥିଲା। ଏହି ଲକ୍ଷ୍ୟ ପୂରଣ କରିବାକୁ ଚାକିରି ଛାଡି ସେ ୧୨ ବର୍ଷ ହେବ ଗରିବ ଆଦିବାସୀ ପିଲାଙ୍କ ଜୀବନ ଗଢ଼ିବାରେ ଲାଗିଛନ୍ତି। ବ୍ୟସ୍ତତା ଭିତରୁ ସମୟ ବାହାର କରି ପୂରା ଆଦିବାସୀ ସମାଜକୁ ଜାଗ୍ରତ କରି ଶିକ୍ଷା ଉପରେ ସଚେତନ କରୁଛନ୍ତି। ଆଦିବାସୀ ଅଞ୍ଚଳରେ ଶିକ୍ଷାର ସୁବିଧା ପାଇଁ ୧୨ ବର୍ଷ ଭିତରେ ସେ ଝାଡ଼ଖଣ୍ଡର ୪ଟି ଜିଲା (ରାଞ୍ଚି, ପଶ୍ଚିମ ସିଂହଭୂମ, ଷଡ଼େଇକଳା-ଖରସୁଆଁ ଓ ପୂର୍ବ ସିଂହଭୂମ)ରେ ୧୬ଟି ଡିଜିଟାଲ୍‌ ଲାଇବ୍ରେରୀ ମଧ୍ୟ ଖୋଲିଛନ୍ତି। ଏମିତିକି କେତେଜଣ ଗରିବ ପିଲାଙ୍କୁ ପଢାଇ ଅଫିସର୍‌ ମଧ୍ୟ କରିପାରିଛନ୍ତି। ସେ ଗଢ଼ିଥିବା ଲାଇବ୍ରେରୀରେ ପ୍ରତିଯୋଗିତାମୂଳକ ପରୀକ୍ଷାଗୁଡିକ ଲାଗି ପିଲାମାନଙ୍କୁ ପ୍ରସ୍ତୁତ କରୁଛନ୍ତି। ଏଥିତ୍ରେ ଯେଉଁ ଶିକ୍ଷକମାନେ ପଢାଉଛନ୍ତି ସେମାନେ ପିଲାମାନଙ୍କଠାରୁ କୌଣସି ଦେୟ ନେଉନାହାନ୍ତି। ଏହି ଖର୍ଚ୍ଚ ସଞ୍ଜୟ କଚ୍ଛପ ଓ ତାଙ୍କ ସହଯୋଗୀମାନେ ତୁଲାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହଜମ କ୍ରିୟାକୁ ସକ୍ରିୟ କରେ ଖଜୁରି

ଖଜୁରିରେ ଫାଇବର୍‌, କ୍ୟାଲ୍‌ସିୟମ୍‌ ଏବଂ ମ୍ୟାଗ୍ନେସିୟମ୍‌ ଆଦି ପ୍ରଚୁର ପରିମାଣରେ ଭରି ରହିଛି। ଖଜୁରିକୁ ଆମେ ସବୁ ସମୟରେ ଖାଇପାରିବା, କିନ୍ତୁ ମୁଖ୍ୟତଃ ଏହାକୁ ସକାଳ ଜଳଖିଆ…

ଏଇ ଭାରତରେ

ସଡ଼କ ପଥରେ ଯାତ୍ରୀଙ୍କ ସୁରକ୍ଷା ନିଶ୍ଚିତ କରିବା ପାଇଁ ଏକ ନୂଆ କ୍ୟୁଆର୍‌ କୋଡ୍‌ ତିଆରି କରିଛନ୍ତି ଆନ୍ଧ୍ରପ୍ରଦେଶ ଏନ୍‌ଟିଆର୍‌ ଜିଲାର ଜି. ଶ୍ରୀନିବାସ ରେଡ୍ଡୀ। ଯେ…

ସଂସ୍କୃତିକୁ ପ୍ରୋତ୍ସାହନ

ଓଡ଼ିଆ ଘରର ଗାଥା-ଗୌରବ, ଚାଲିଚଳଣି, ଖାଦ୍ୟ ପାନୀୟ, ପୋଷାକ ପରିଧାନ, ସଂସ୍କୃତି ଓ ପରମ୍ପରାକୁ ବିଶ୍ୱବିଦିତ କରିବା ଲକ୍ଷ୍ୟରେ ଏପ୍ରିଲ ପହିଲାରୁ ୧୪ ତାରିଖ ପର୍ଯ୍ୟନ୍ତ ପାଳିତ…

ଯୁଦ୍ଧ ଓ ଶ୍ୱାସରୁଦ୍ଧ ସମ୍ବେଦନଶୀଳତା

ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଅସ୍ତ୍ରବିରତି ଘୋଷଣା ପରେ ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଉଭୟ ଦେଶର ପ୍ରତିନିଧିମଣ୍ଡଳୀଙ୍କ ମଧ୍ୟରେ ଅନୁଷ୍ଠିତ ଶାନ୍ତି ଆଲୋଚନା…

ଇରାନୀ ନେତାର ନାହିଁ ପ୍ରୟୋଜନ

ପାକିସ୍ତାନ ରାଜଧାନୀ ଇସ୍‌ଲାମାବାଦଠାରେ ଆମେରିକା ଓ ଇରାନ୍‌ ମଧ୍ୟରେ ୨୧ ଘଣ୍ଟା ଧରି ଚାଲିଥିବା ଶାନ୍ତି ଆଲୋଚନା ଶେଷରେ ବିଫଳ ହୋଇଛି। ସ୍ବଦେଶ ପ୍ରତ୍ୟାବର୍ତ୍ତନ ପୂର୍ବରୁ ଆମେରିକା…

ଏଇ ଭାରତରେ

ଭାରତୀୟ ସ୍ଥଳସେନାରେ ୨୧ ବର୍ଷ ସେବା କରି କଲୋନେଲ ସୁବାସ ଦେଶଓ୍ବାଲ ଅବସର ନେବା ପରେ ଜଣେ ଚାଷୀ ଭାବେ ଜୀବନ କାଟୁଛନ୍ତି। ସେ ଗାଜର ଚାଷ…

ଆର୍ଟେମିସ୍‌-୨ ମିଶନ ସ୍ପେଶାଲିଷ୍ଟ

ମେରିକାର ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ୍‌ ସ୍ପେସ୍‌ ଆଡ୍‌ମିନିଷ୍ଟ୍ରେଶନ (ନାସା)ର ଆର୍ଟେମିସ୍‌-୨ ମିଶନରେ ଚନ୍ଦ୍ର ଅଭିଯାନରେ ଯାଇଥିବା ୪ ମହାକାଶଚାରୀ ୧୦ ଏପ୍ରିଲରେ ପ୍ରତ୍ୟାବର୍ତ୍ତନ କରିଛନ୍ତି। ପୃଥବୀର ଏକମାତ୍ର…

ସୃଷ୍ଟି-ସୂତ୍ରଧର ହିଁ ‘ଭଗବାନ’

ବାଇବେଲ ଗ୍ରନ୍ଥ ଅନ୍ତର୍ଗତ ‘ଜେନେସିସ୍‌ ୧’ର ଶ୍ଲୋକ ୨୬ରେ ଅଛି ”ଭଗବାନ ତାଙ୍କ ରୂପରେ ମଣିଷ ସୃଷ୍ଟି କରିଛନ୍ତି“, ଶ୍ଲୋକ ୨୭ ପୁନରାବୃତ୍ତି କରି କହିଛି, ”ଭଗବାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri