ଏଇ ଭାରତରେ

କେତେକ ବ୍ୟକ୍ତି ବିଶ୍ୱର କଲ୍ୟାଣସାଧନ ଲାଗି ଅକ୍ଳାନ୍ତ ପରିଶ୍ରମ ଓ ଅନେକ କଷ୍ଟ ସ୍ବୀକାର କରନ୍ତି। ଏପରି ଜଣେ ବିରଳ ବ୍ୟକ୍ତିତ୍ୱ ହେଉଛନ୍ତି ପ୍ୟାରେଲାଲ୍‌। ସେ ବିଶ୍ୱକଲ୍ୟାଣ ପାଇଁ ବଦ୍ରିନାଥ ପର୍ଯ୍ୟନ୍ତ ଦଣ୍ଡବତ ଯାତ୍ରା କରୁଛନ୍ତି। ମଧ୍ୟପ୍ରଦେଶର ରାଜଧାନୀ ଭୋପାଳର ବାସିନ୍ଦା ପ୍ୟାରେଲାଲ୍‌ ପ୍ରଜାପତି ବଦ୍ରିନାଥ ଯାତ୍ରା କରି ସେଠାରେ ବିଶ୍ୱକଲ୍ୟାଣ ପାଇଁ କାମନା କରିବେ। ସେ ଦୀର୍ଘପଥ ଯାତ୍ରାକରି ଇତିମଧ୍ୟରେ ଉତ୍ତରାଖଣ୍ଡର ଚାମୋଲିରେ ପହଞ୍ଚତ୍ଛନ୍ତି। ପ୍ୟାରେଲାଲ୍‌ ତାଙ୍କ ସ୍ତ୍ରୀ ଓ ଅନ୍ୟ ୩ ସାଥୀଙ୍କ ସହିତ ଇନ୍ଦ୍ରପ୍ରୟାଗରେ ପହଞ୍ଚତ୍ ଅଳକାନନ୍ଦା ନଦୀରେ ସ୍ନାନକରି ପୁଣି ଯାତ୍ରା ଆରମ୍ଭ କରିଛନ୍ତି। ୨୦୧୮ ସେପ୍ଟେମ୍ବର ୨୧ରୁ ସେ ଭୋପାଳରୁ ଦଣ୍ଡବତ ଯାତ୍ରା ଆରମ୍ଭ କରିଥିଲେ। ବର୍ତ୍ତମାନ ସୁଦ୍ଧା ସେ ୧୬୦୦ କିଲୋମିଟର ଦଣ୍ଡବତ ଯାତ୍ରା କରି ୫ଶହରୁ ଅଧିକ ତୀର୍ଥସ୍ଥାନ ଭ୍ରମଣ କରିସାରିଲେଣି। ମେ ୧୦ରେ ସେ ବଦ୍ରିନାଥରେ ପହଞ୍ଚତ୍ ପ୍ରଭୁଙ୍କ ଦର୍ଶନ କରିବା ସହିତ ବିଶ୍ୱକଲ୍ୟାଣ ପାଇଁ ପ୍ରାର୍ଥନା କରିବେ। ବାସ୍ତବରେ ପ୍ୟାରେଲାଲ୍‌ଙ୍କ ଭଳି ବିଶ୍ୱ କଲ୍ୟାଣକାମୀ ବ୍ୟକ୍ତିତ୍ୱ ଅନ୍ୟମାନଙ୍କ ପାଇଁ ଆଦର୍ଶ ନିଶ୍ଚୟ।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ବହୁ ସମୟରେ ବ୍ୟକ୍ତି ସମ୍ମୁଖରେ ବୟସ ହାର ମାନେ, ଯାହାର ଦୃଷ୍ଟାନ୍ତ ଦେଖିବାକୁ ମିଳିଛି ଜମ୍ମୁରେ। ୭୨ ବର୍ଷ ବୟସରେ ବିଦ୍ୟା କୌର ନିର୍ଭୟରେ କାର ଚଳାଇ…

ପିତୃ ଶବ୍ଦର ମହାନତା

ପିତୃ’ ବା ତତ୍ସମ ଶବ୍ଦ ଯଥା ପିତା, ତାତ, ଜନକ, ବାପା, ବାପୁ, ବାବୁ, ପାପା, ନନା, ବାବା, ଡାଡି, ଡାଡ୍‌, ଡେ’ ଏହିପରି ଏକାର୍ଥବୋଧକ ଯେତେ…

ମଣିମା ଶୁଣିମା ହେଉ

ବାଲ୍ୟକାଳରେ ଶୁଣିଥିବା କାହାଣୀ ବେଳେବେଳେ ବିସ୍ମୃତିରୁ ବାହୁଡ଼ିଆସେ। ସେତେବେଳେ ଶିଶୁମନକୁ ଖୁବ୍‌ ପ୍ରଭାବିତ କରିଥିବା କାହାଣୀର ବିଲୋଳ ଚରିତ୍ର ଆଖି ଆଗରେ ଉଭାହୁଏ। ସାମ୍ପ୍ରତିକ ସମୟର ଲାଞ୍ଚମିଛ,…

କେବଳ ଦର୍ଶକ

ମଧ୍ୟପ୍ରାଚ୍ୟ ଯୁଦ୍ଧ ଏବେ ଦ୍ୱିତୀୟ ମାସରେ ପ୍ରବେଶ କରିଛି। ଏହା ଏକ ଲମ୍ବା ଯୁଦ୍ଧ ହେବାକୁ ଯାଉଛି ଏବଂ ଏ ସମ୍ପର୍କରେ ମୁଁ କିଛି ଟିପ୍ପଣୀ ଦେବା…

ସନ୍ତାନ ପାଳନ ଓ ମାର୍ଗ ଦର୍ଶନ

ଈଶ୍ୱରଙ୍କ ସୃଷ୍ଟିରେ ମଣିଷ ସର୍ବଶ୍ରେଷ୍ଠ ଜୀବ ରୂପେ ପରିଗଣିତ ହୋଇଥାଏ। ଏହାର କାରଣ ହେଲା ଜୀବଜନ୍ତୁମାନେ ଭଲ, ମନ୍ଦ, ଭୁଲ୍‌, ଠିକ୍‌ ବିବେଚନା କରିବାରେ ଅସମର୍ଥ ହୋଇଥିବା…

ନିର୍ବାଚନ: ଆଞ୍ଚଳିକ ଦଳ ବନାମ ଏନ୍‌ଡିଏ

କେନ୍ଦ୍ର ଶାସିତ ଅଞ୍ଚଳ ପୁଡୁଚେରୀ ସହ ୪ଟି ରାଜ୍ୟ ବିଧାନସଭା ପାଇଁ ଚଳିତ ମାସରେ ନିର୍ବାଚନ ଅନୁଷ୍ଠିତ ହେବ। ଏହି ସମସ୍ତ ରାଜ୍ୟରେ ରହିଛି ମୋଟ ୮୨୪ଟି…

ଶାସନରେ ଭୟ

ଭାରତରେ ଯେବେ ଏକ ପ୍ରକଳ୍ପ ଅଟକିଯାଏ, ଖର୍ଚ୍ଚ ବଢ଼ିଯାଏ ଆମେ ସ୍ବାଭାବିକ ଭାବରେ ସେଥିରେ ଦୁର୍ନୀତି କଥା ଉଠାଇଥାଉ। କିନ୍ତୁ ବେଳେ ବେଳେ ବ୍ୟବସ୍ଥାର ନିଷ୍କ୍ରିୟତା ଯୋଗୁ…

ଏଇ ଭାରତରେ

ଅସହାୟ ପିଲାଙ୍କ ଆଶାବାଡ଼ି ପୋର୍ତ୍ତିଆ ପୁଟାଟୁଣ୍ଡା। ସେ ତାଙ୍କ ପିତାଙ୍କ ସ୍ମୃତିରେ ଏକ ଆବାସିକ ସ୍କୁଲ ଖୋଲି ମାଗଣାରେ ପିଲାମାନଙ୍କୁ ପଢାଉଛନ୍ତି। ସେମାନଙ୍କୁ ଖାଦ୍ୟ, ଚିକିତ୍ସା, ପୋଷାକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri