ଏଇ ଭାରତରେ

ପରିବାର ପାଇଁ ବୋଝ ପାଲଟି ବୃଦ୍ଧାଶ୍ରମରେ ଜୀବନ କାଟୁଥିତ୍ବା ମା’ବାପାମାନଙ୍କୁ କିନ୍ତୁ ଅନାଥ ଶିଶୁମାନେ ବୋଝ ଲାଗୁନାହାନ୍ତି। ବୟସର ଅପରାହ୍ଣରେ ଏମାନେ ଅନାଥ ଶିଶୁଙ୍କୁ କୋଳେଇ ନେଉଛନ୍ତି। ଗୁଜରାଟର ଏକ ବୃଦ୍ଧାଶ୍ରମର ଅନ୍ତେବାସୀମାନେ ଏଭଳି ମହତ୍‌ କାର୍ଯ୍ୟ କରି ଉଦାହରଣ ସୃଷ୍ଟି କରିଛନ୍ତି। ‘ଜୀବନ ସନ୍ଧ୍ୟା’ ବୃଦ୍ଧାଶ୍ରମର ଅନ୍ତେବାସୀମାନେ ‘ଶିଶୁଗୃହ’ ନାମକ ଏକ ଅନାଥାଶ୍ରମର ଶିଶୁମାନଙ୍କୁ ପୋଷ୍ୟ ଭାବେ ଗ୍ରହଣ କରିଛନ୍ତି। ଏଥିପାଇଁ ଏକ କାର୍ଯ୍ୟକ୍ରମ ମଧ୍ୟ ଆୟୋଜନ କରାଯାଇଥିଲା। ଏଥିରେ ଶିଶୁମାନଙ୍କୁ ସେମାନେ ପାଇ ଖୁବ୍‌ ଖୁସି ଅନୁଭବ କରିଥିବା ଲକ୍ଷ୍ୟ କରାଯାଇଥିଲା। ବୃଦ୍ଧାଶ୍ରମର ସମସ୍ତ ଅନ୍ତେବାସୀ ସପ୍ତାହରେ ଦିନେ ଶିଶୁମାନଙ୍କ ସହ ସମୟ ବିତାଇବା ଲାଗି ସ୍ଥିର କରାଯାଇଥିବା କହିଛନ୍ତି ବୃଦ୍ଧାଶ୍ରମର ଜଣେ ଅଧିକାରୀ। ଏହାଦ୍ୱାରା ଶିଶୁମାନେ ସ୍ନେହ ଓ ଶ୍ରଦ୍ଧା ପାଇପାରିବେ ଏବଂ ଏହା ସେମାନଙ୍କୁ ଜୀବନରେ ଆଗକୁ ବଢିବାରେ ସାହାଯ୍ୟ କରିବ। ଭାବନାମତ୍କ ଦୃଷ୍ଟିରୁ ଉଭୟେ ଲାଭାନ୍ବିତ ହେବେ ବୋଲି କହନ୍ତି ବୃଦ୍ଧାଶ୍ରମର ଅଧ୍ୟକ୍ଷ ସି.କେ. ପଟେଲ।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଚାକିରି ଛାଡ଼ି ଛତିଶଗଡ଼ର ଚାଷୀ ସମୀକ୍ଷା ଚନ୍ଦ୍ରକର ଟମାଟୋ ଓ ଅନ୍ୟାନ୍ୟ ପରିବା ଚାଷକରି ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛନ୍ତି। ସମୀକ୍ଷା ଏମ୍‌ବିଏ ପାସ୍‌ କରିବା...

ଜୀବନର ଧାଁ ଦଉଡ଼

ବହୁତ ତରତର ବା ବ୍ୟସ୍ତ ଥିବା ମଣିଷକୁ ଦେଖି ମନରେ ଉଙ୍କିମାରେ ପ୍ରଶ୍ନଟିଏ, ଇଏ ଏତେ ବ୍ୟସ୍ତ କାହିଁକି? କାମଟି ଧୀରେ ଧୀରେ କଲେ କ’ଣ...

ଟଙ୍କାଖିଆ ମଣିଷ

ପିଲାବେଳର କଥା ମନେପଡ଼େ। ସେତେବେଳେ (ଆଜକୁ ଚାଳିଶ ବର୍ଷ ପୂର୍ବେ) ବିଶେଷକରି ଗାଁ ଲୋକେ ଚାକିରି କରିବା କିମ୍ବା ବାହାର ରାଜ୍ୟକୁ ଯାଇ ଦାଦନ ଖଟିବାକୁ...

ଦୁଇ ଦେଶ ଲୁଟୁଛନ୍ତି

ସମ୍ଭବତଃ ୨୦୨୫ ବର୍ଷଟି ସମସ୍ତଙ୍କର ମନେ ରହିବ, କାରଣ ଆମେରିକାର ରାଷ୍ଟ୍ରପତି ଏହି ବର୍ଷ ବୈଶ୍ୱିକ ବାଣିଜ୍ୟ ବ୍ୟବସ୍ଥାକୁ ଶେଷ କରିଦେଇଛନ୍ତି। କନ୍ତୁ ସତ କଥା...

ଏଇ ଭାରତରେ

ପଲିଥିନ ବ୍ୟବହାର ଉପରେ କଟକଣା ଲାଗୁ ହୋଇଥିଲେ ମଧ୍ୟ ଏହାର ବ୍ୟବହାର ପୂର୍ୱଭଳି ଜାରି ରହିଛି। ଅଧିକାଂଶ ଲୋକ ବ୍ୟାଗ୍‌ ନ ନେଇ ପଲିଥିନରେ ପରିବା...

ଯିଶୁଖ୍ରୀଷ୍ଟଙ୍କ ଜନ୍ମ ମହତ୍ତ୍ୱ

ଶ୍ୱର ଜଗତକୁ ଏତେ ପ୍ରେମ କଲେ ଯେ, ତାଙ୍କ ନିଜର ଅଦ୍ୱିତୀୟ ପୁତ୍ର ପ୍ରଭୁ ଯିଶୁଙ୍କୁ ପୃଥିବୀକୁ ପଠାଇଲେ। ଏଣୁ ଯେ କେହି ଯିଶୁଙ୍କଠାରେ ବିଶ୍ୱାସ...

ଗାନ୍ଧୀ ନୂଅଁାଖାଇ

ନୂଆ ଫସଲ ଅମଳ ପରେ ଆମ ଓଡ଼ିଶାରେ ବିଭିନ୍ନ ତିଥି ନେଇ ନୂଅଁାଖାଇ ପାଳନ କରାଯାଏ। ବିଶେଷକରି ଓଡ଼ିଶାର ପଶ୍ଚିମାଞ୍ଚଳରେ ନୂଆଖାଇ ବା ନୂଅଁାଖାଇ ଏକ...

ଜୈନ ଗ୍ରନ୍ଥ ଓ କର୍ମ ସିଦ୍ଧାନ୍ତ

ଜୈନ ଗ୍ରନ୍ଥ ଅନୁଯାୟୀ, ପରମସତ୍ତାଙ୍କ ହିସାବ ଖାତାରେ ପ୍ରତ୍ୟେକ କର୍ମର ଭଲ ମନ୍ଦ ଫଳ ରହିଛି। ନିଜର ଲୋଭ ଓ ମୋହ (ଖାଇବାଠାରୁ ଆରମ୍ଭକରି ବିଭିନ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri