ଏଇ ଭାରତରେ

କରୋନା ସଂକ୍ରମଣର ମୁକାବିଲା ଲାଗି ଭାରତରେ ୨୧ ଦିନିଆ ଲକ୍‌ଡାଉନ କରାଯାଇଛି। ଏହି ସମୟରେ ବେଙ୍ଗାଲୁରୁର ଏକ ସ୍ବେଚ୍ଛାସେବୀ ଦଳ ଲୋକମାନଙ୍କୁ ସେବା ଯୋଗାଇଦେଇ ଅନ୍ୟମାନଙ୍କୁ ଏଭଳି କରିବା ଲାଗି ବାଟ ଦେଖାଇଛନ୍ତିି। ଏହି ସଂଗଠନରେ ୩୦ ଜଣ ସଦସ୍ୟ ରହିଛନ୍ତି। ଏମାନେ ସମସ୍ତେ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ କୋଚିଂ ସେଣ୍ଟରରେ କୋଚିଂ ନେଉଛନ୍ତି। ଅଭାବୀ ମୁଖ୍ୟତଃ ଦିନ ମଜୁରିଆ ପରିବାରକୁ ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଇ ଦେଉଛନ୍ତି। ଏବେସୁଦ୍ଧା ଏମାନେ ୫୦୦ରୁ ଊର୍ଦ୍ଧ୍ୱ ପରିବାରକୁ ସାମଗ୍ରୀ ଯୋଗାଇ ସାରିଲେଣି। ଲକ୍‌ଡାଉନରେ ସବୁଠାରୁ ବେଶି ପ୍ରଭାବିତ ହେଉଛନ୍ତି ଶ୍ରମିକ ଶ୍ରେଣୀରଲୋକ ବୋଲି କହନ୍ତି ସଂଗଠନର ସଦସ୍ୟ ଶ୍ରବଣ ଏମ୍‌. ରାଓ। ଏଣୁ ଏମାନେ ଅଭାବୀ ପରିବାରକୁ ଅତ୍ୟାବଶ୍ୟକୀୟ ସାମଗ୍ରୀ ଯୋଗାଇ ଦେବା ଲାଗି ନିଷ୍ପତ୍ତି ନେଇ ଏଭଳି ସେବା ଆରମ୍ଭ କରିଛନ୍ତି। ସେମାନେ ଏହି ସବୁ ସାମଗ୍ରୀ କିଣି ତାହାକୁ ଅଟୋରେ ନେଇ ଲୋକମାନଙ୍କ ପାଖରେ ପହଞ୍ଚାଉଛନ୍ତି। ଏସବୁ ବାଦଦରେ ସବୁ ଖର୍ଚ୍ଚ ଏମାନେ ନିଜେ ବହନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଜମ୍ମୁକଶ୍ମୀରରେ ଆର୍ଦ୍ରଭୂମି ଓ ବହିରାଗତ ପକ୍ଷୀଙ୍କ ସୁରକ୍ଷାରେ ଲାଗିପଡ଼ିଛନ୍ତି ଏକ ମହିଳା ଟିମ୍‌। ଏହି ଟିମ୍‌ରେ ୧୫ ଜଣ ମହିଳା ଓ ବାଳିକା ରହିଛନ୍ତି। ସେମାନେ ସଲିମ…

ସମାଜର ବିଫଳତା ନା ସମୟର ଆବଶ୍ୟକତା

ଗଛର ମୂଳ ଯେତେ ଦୃଢ଼, ଗଛ ସେତେ ସୁଦୃଢ଼। ସେହିପରି ବୟୋଜ୍ୟେଷ୍ଠମାନେ ହେଉଛନ୍ତି ପରିବାର ଓ ସମାଜର ମୂଳଦୁଆ। ସେମାନଙ୍କ ଅନୁଭବ, ତ୍ୟାଗ ଓ ଜୀବନବୋଧ ସମାଜକୁ…

ଚାଇନା ପାଇଁ ଆହ୍ବାନ

ନିକଟରେ ଚାଇନାର ପୂର୍ବତନ ପ୍ରଧାନମନ୍ତ୍ରୀ ଝୁ ରୋଙ୍ଗ୍‌ଜିଙ୍କର ୯୭ ବର୍ଷ ବୟସରେ ମୃତ୍ୟୁହେବା ପରେ ତାଙ୍କ ପାଇଁ ଚତୁର୍ଦ୍ଦିଗରୁ ଶ୍ରଦ୍ଧାଞ୍ଜଳିର ସୁଅ ଛୁଟିଥିଲା। ସେ ଥିଲେ ଆର୍ଥିକ…

ଡିଜିଟାଲ ସାର୍ବଭୌମତ୍ୱ

ଆଜିକାଲି ଭୌଗୋଳିକ ସୀମା ସରହଦକୁ ଅତିକ୍ରମକରି ମଣିଷ ଆଭାସିକ ଡିଜିଟାଲ ପୃଥିବୀରେ ଦୈନିକ ଜୀବନଯାପନ କଲାଣି। ଇଣ୍ଟରନେଟ୍‌ ଆସିବା ପରେ ଭୌଗୋଳିକ ସୀମା ପ୍ରତିରକ୍ଷା ପାଇଁ ରହିଲା,…

ସୁନାପିଲା

ପିଲାଦିନେ ଭାରି ଭଲ ଲାଗୁଥିଲା ଶୁଣିବାକୁ। ସୁନାପିଲା ବୋଲି ମୋତେ କେହି କହିଦେଲେ ଛାତି ଭିତରଟା କୁରୁଳି ଉଠେ। ମୋତେ ଆଙ୍ଗୁଠି ଦେଖାଇ ଆମ ଘରକୁ ବୁଲି…

ବିଲୁପ୍ତି ପଥେ ପୂର୍ବଜଙ୍କ ସମ୍ପଦ

ପ୍ରାୟ ଆମେ ସମସ୍ତେ ଆମ ପୂର୍ବପୁରୁଷଙ୍କ ସମ୍ପଦକୁ ନେଇ ବର୍ତ୍ତମାନର ଜୀବନ ବଞ୍ଚୁଛେ। ପୂର୍ବପୁରୁଷ ରହୁଥିବା ଘର, ସେମାନଙ୍କ ଦ୍ୱାରା ଅର୍ଜିତ କୃଷିକ୍ଷେତ୍ର, ଜାଗାବାଡ଼ି ଏପରିକି ଅନେକ…

ବାଗ୍‌ଦାଦରେ ମହାକାଳ

ତ୍ରୟୋଦଶ ଶତାବ୍ଦୀର ପ୍ରାରମ୍ଭିକ ମୁସଲିମ ଶାସକମାନେ ନିଜକୁ ସୁଲତାନ ବୋଲି କହୁଥିଲେ। କିନ୍ତୁ ୧୬ଶ ଶତାବ୍ଦୀରେ ମୋଗଲମାନେ ନିଜକୁ ବାଦଶାହ ବୋଲି କହିଲେ। ଏହାର କାରଣ ହେଉଛି…

ଶିକ୍ଷାରେ ବହୁ ଭାଷା

ଭାରତୀୟ ଶିକ୍ଷା, ଗବେଷଣା ଏବଂ ପ୍ରଶିକ୍ଷଣ ପରିଷଦ(ଏନ୍‌ସିଇଆର୍‌ଟି) ମାଧ୍ୟମିକ ସ୍ତରରେ ତିନୋଟି ଭାଷା ଶିକ୍ଷାକରିବା ଲାଗି ନିୟମ କଲାପରେ ଏହାକୁ ନେଇ କେତେକ ରାଜ୍ୟରେ ପ୍ରତିବାଦର ସ୍ବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri