ଏଇ ଭାରତରେ

ପଇସାପତ୍ର ଅଭାବରୁ ଏକ ବୃଦ୍ଧ ଦମ୍ପତି ପରିଣତ ବୟସରେ ବାହା ହୋଇଛନ୍ତି। ତାହା ପୁଣି ବୟସ୍କ ଝିଅପୁଅ ଏବଂ ନାତୁଣୀନାତିଙ୍କ ମେଳରେ। ସେମାନେ ଏକତ୍ର ୫୦ ବର୍ଷ ହେଲା ରହିଆସୁଛନ୍ତି। ଏପରି ଏକ ଘଟଣା ଘଟିଛି ଗୁଜରାଟର ଉଦୟପୁରରେ। ଉଦୟପୁର ଅନ୍ତର୍ଗତ ଲାମ୍ବାଡିଆସ୍ଥିତ ମାଲବାସରେ ସମ୍ପନ୍ନ ହୋଇଛି ଏହି ବୟସ୍କ ବିବାହ। ୭୫ବର୍ଷ ବୟସ୍କ ଗମନା ସୋଲାଙ୍କି ୬୮ବର୍ଷ ବୟସ୍କା ବଞ୍ଜାରୀ ଦେବୀଙ୍କୁ ଧୁମ୍‌ଧାମରେ ବିବାହ କରିିଛନ୍ତି। ଗମନାଙ୍କୁ ୨୫ବର୍ଷ ହୋଇଥିବାବେଳେ ସେ ବଞ୍ଜାରୀଙ୍କ ସହିତ ଲିଭ୍‌ଇନ୍‌ରେ ରହିବା ଆରମ୍ଭ କରିଥିଲେ। ସେତେବେଳେ ବଞ୍ଜାରୀଙ୍କୁ ୧୮ ବର୍ଷ ହୋଇଥିଲା। ଅର୍ଥାଭାବରୁ ସେମାନେ ବିବାହ କରିପାରି ନ ଥିଲେ। ଇତିମଧ୍ୟରେ ସେମାନଙ୍କ ୫ ପୁଅ ବାହା ହୋଇ ଘରକୁ ବୋହୂ ଆଣିଛନ୍ତି। ୨ ଝିଅଙ୍କ ବିବାହ ମଧ୍ୟ ହୋଇଯାଇଛି। ବୟସ୍କା ଦମ୍ପତି ନାତୁଣୀନାତି ମଧ୍ୟ ଦେଖିଲେଣି। ଏତେ ଦିନ ପରେ ବୃଦ୍ଧ ଦମ୍ପତିଙ୍କ ବିବାହ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ହେବା ସହିତ ସୋସିଆଲ ମିଡିଆରେ ଭାଇରାଲ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ପ୍ୟାରିସ ଜଳବାୟୁ ସମ୍ମିଳନୀରେ ବିଶ୍ୱତାପନକୁ ୧.୫ ଡିଗ୍ରୀ ସେଲସିୟସରେ ସୀମିତ ରଖିବା ପାଇଁ ସଙ୍କଳ୍ପ ନିଆଯାଇଥିଲା। ଏହାକୁ ଦୃଷ୍ଟିରେ ରଖି ବିଶ୍ୱ ତାପନ ବୃଦ୍ଧିକୁ ରୋକିବା ପାଇଁ…

ଏକ ଭିନ୍ନ ପଦକ୍ଷେପ

ଜିମ୍‌ଖାନା କ୍ଲବ୍‌ ଏବଂ ଦିଲ୍ଲୀ ଗଲ୍ଫ କ୍ଲବ୍‌କୁ ନେଇ ଚାଲିଥିବା ବିବାଦ ମୁଖ୍ୟତଃ ଜମି, ସୁବିଧାସୁଯୋଗ ଏବଂ ଅଧିକାରକୁ ନେଇ ଥିଲା। ଏବେ ସେଣ୍ଟ୍ରାଲ ସେକ୍ରେଟାରିଏଟ୍‌ କ୍ଲବ୍‌ର…

ଆଇନ କାହା ପାଇଁ କେମିତି

୨୦୨୬ ମସିହା ମେ’ ମାସରେ ମାଡ଼୍ରାସ ହାଇକୋର୍ଟ ସୁପ୍ରିମକୋର୍ଟଙ୍କ କାର୍ଯ୍ୟଧାରାର ତୀବ୍ର ସମାଲୋଚନା କରିଛନ୍ତି। ଏକ ନିର୍ବାଚନୀ ମାମଲାରେ ଆଇନର ବ୍ୟାଖ୍ୟାନକୁ ସୁପ୍ରିମକୋର୍ଟ ସମ୍ପୂର୍ଣ୍ଣ ଏଡ଼ାଇ ଯାଇଥିବାରୁ…

ପତିଆରା ଲଢ଼େଇ

ବିଶ୍ବରେ ଏବେ ଚାଲିଛି ପ୍ରଭୁତ୍ୱ ଓ ପତିଆରା ପାଇଁ ଲଢ଼େଇ, ଏସିଆରୁ ୟୁରୋପ ଚାରିଆଡ଼େ ଅଶାନ୍ତ। କୋଟି କୋଟି ସାଧାରଣ ଜନତାଙ୍କ ଜୀବନ ସହ ଖେଳ ଖେଳାଯାଉଛି।…

ଆକାଶ କଇଁଆ ଚିଲିକା ମାଛ

ଆଧୁନିକ ସମାଜ ବିପର୍ଯ୍ୟୟର ବିବିଧ କାରଣ ଥିଲା ବେଳେ ନିଶାଗ୍ରସ୍ତ ସମାଜ ଏକ ପ୍ରମୁଖ କାରଣ। ନିଶା ଘର ଉଜାଡୁଛି, ଅକର୍ମଣ୍ୟ କରୁଛି, ଜୀବନ ମଧ୍ୟ ନେଉଛି।…

ଶ୍ରୀଜଗନ୍ନାଥଙ୍କ ପହଣ୍ଡି ବିଜେ

ଶ୍ରୀଜଗନ୍ନାଥଙ୍କର ପହଣ୍ଡି ବିଜେ ଉପରେ ଆଲୋଚନା କରିବା ପୂର୍ବରୁ ଆମକୁ ପ୍ରଥମେ ବୁଝିବାକୁ ହେବ ଯେ, ପହଣ୍ଡି ବିଜେ କ’ଣ? ଅତି ସରଳଭାଷାରେ ବୁଝାଇ କହିଲେ ଜଣାଯିବ…

ଗଣତନ୍ତ୍ର ବିରୋଧୀ ଭାବନା

ବିଂଶ ଶତାବ୍ଦୀର ରାଜନୈତିକ ବିପର୍ଯ୍ୟୟଗୁଡ଼ିକରୁ ମିଳିଥିବା ଏକ ପ୍ରମୁଖ ଶିକ୍ଷା ଆପାତତଃ ବିରୋଧାଭାସପୂର୍ଣ୍ଣ ମନେହୁଏ। ତାହା ହେଉଛି, ଯେଉଁମାନେ ଗଣତାନ୍ତ୍ରିକ ବ୍ୟବସ୍ଥାକୁ ଚତୁରତାର ସହ ବ୍ୟବହାର କରି…

ଆଦିମାନବରୁ ଆଧୁନିକ ଭାରତୀୟ

ଲୋକଙ୍କୁ ଠିକ୍‌ ଭାବେ ବୁଝିଲେ ଆମେ ସେମାନଙ୍କ ସଂସ୍କୃତିକୁ ଜାଣିିପାରିବା। ଭାରତ ସମ୍ପର୍କରେ ସବିଶେଷ ଜାଣିବାକୁ ହେଲେ ଆମକୁ ଭାରତୀୟଙ୍କ ଜୀବନ ଧାରା, ଭାଷା ତଥା ସଂସ୍କୃତିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri