ଏଇ ଭାରତରେ

ହାଇଦ୍ରାବାଦ୍‌ର ଜଣେ ଯୁବକ ଗୋଟିଏ ଦିନରେ ହଜାରେ ଲୋକଙ୍କୁ ଖାଦ୍ୟ ଖୁଆଇ ରେକର୍ଡ ସୃଷ୍ଟି କରିଛନ୍ତି। ‘ସର୍ଭ୍‌ ନିଡି’ ନାମକ ଏନ୍‌ଜିଓର ପ୍ରତିଷ୍ଠାତା ଗୌତମ କୁମାର ଗୋଟିଏ ଦିନରେ ପ୍ରାୟ ହଜାରେ ଗରିବ ଲୋକଙ୍କୁ ଖାଇବାକୁ ଦେଇ ‘ୟୁନିଭର୍ସାଲ ବୁକ୍‌ ଅଫ୍‌ ରେକର୍ଡ’ରେ ନିଜ ନାଁକୁ ସ୍ଥାନିତ କରିପାରିଛନ୍ତି। ସେ ଭିନ୍ନ ଭିନ୍ନ ସ୍ଥାନରେ ଗରିବ ଲୋକଙ୍କୁ ଖାଦ୍ୟ ଖୁଆଇଥିଲେ। ପ୍ରଥମେ ସେ ଗାନ୍ଧୀ ହସ୍ପିଟାଲ, ତା’ପରେ ରାଜେନ୍ଦ୍ର ନଗର ଓ ଶେଷରେ ଚୌତୁପାଲରେ ଥିବା ଆମ୍ମା ନାନ୍ନା ଅନାଥାଶ୍ରମରେ ଅନାଥମାନଙ୍କୁ ନିଜ ହାତରେ ଖାଦ୍ୟ ଖୁଆଇଥିଲେ। ‘ୟୁନିଭର୍ସାଲ ବୁକ୍‌ ଅଫ୍‌ ରେକର୍ଡସ୍‌’ର ଭାରତ ପାଇଁ ପ୍ରତିନିଧିତ୍ୱ କରୁଥିବା କେଭି ରମଣ ରାଓ ତେଲେଙ୍ଗାନା ପାଇଁ ପ୍ରତିନିଧିତ୍ୱ କରୁଥିବା ଟିଏମ୍‌ ଶ୍ରୀଲଥା ଗୌତମ କୁମାରଙ୍କୁ ଏହି ପୁରସ୍କାର ପ୍ରଦାନ କରିଥିଲେ। ୨୦୧୪ରୁ ଗୌତମ କୁମାର ‘ସର୍ଭ ନିଡି’ ନାମକ ଏନ୍‌ଜିଓ ପ୍ରତିଷ୍ଠା କରିଥିବା ବେଳେ ଏବେ ଏଥିରେ ୧୪୦ ସ୍ବେଚ୍ଛାସେବୀ କାମ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ନାଗପୁର ନିବାସୀ ଅଶୋକ ତେଭାନି ଅଦରକାରୀ ଓ୍ବେଡିଂ କାର୍ଡରୁ ଘରଚଟିଆଙ୍କ ପାଇଁ ବସା ତିଆରି କରୁଛନ୍ତି। ତାଙ୍କୁ ବୟସ ଏବେ ୭୪। ସେ ବ୍ୟାଙ୍କ ଚାକିରିରୁ ଅବସର…

୯ କିଲୋମିଟରର ଅକୁହା କାହାଣୀ

ଖର ରୌଦ୍ରତାପ। ପାଦ ପୋଡ଼ିଯାଉଛି, ଓଠ ଶୁଖିଯାଉଛି। ତା’ରି ଭିତରେ ଜଣେ ମହିଳା ନିଜର ୯୦ ବର୍ଷୀୟା ବୃଦ୍ଧା ଶାଶୁଙ୍କୁ ପିଠିରେ ବୋହି ପାହାଡ଼ିଆ ରାସ୍ତା, ପଥୁରିଆ…

ପ୍ରାଥମିକ ବିଦ୍ୟାଳୟରେ ଲେସନ ପ୍ଲାନ୍‌

ଦି କୌଣସି ଶିକ୍ଷା ଅଧିକାରୀ ବିଦ୍ୟାଳୟ ପରିଦର୍ଶନ ସମୟରେ ଲେସନ ପ୍ଲାନ ଦେଖିବା ପାଇଁ ଚାହାନ୍ତି ଏବଂ ଲେସନ ପ୍ଲାନକୁ ଆଧାରି କରି ଶ୍ରେଣୀଗୃହକୁ ସମୀକ୍ଷା କରିବାକୁ…

ଦ୍ୱନ୍ଦ୍ୱ ଦୂର ହେଉ

ଗାଈକୁ ଜାତୀୟ ପ୍ରାଣୀ ଘୋଷଣା କରିବା ସହ ସାରା ଭାରତରେ ଏହାର ହତ୍ୟା ନିଷେଧ ପାଇଁ ପ୍ରମୁଖ ମୁସଲିମ୍‌ ବ୍ୟକ୍ତିବିଶେଷ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି। ସର୍ବବୃହତ୍‌ ମୌଲବୀ…

ଫାଷ୍ଟବ୍ରିଡର ରିଆକ୍ଟର

୨୬ ଏପ୍ରିଲ ୧୯୮୬ ଦିନ ବର୍ତ୍ତମାନର ୟୁକ୍ରେନସ୍ଥିତ ଚେର୍ଣ୍ଣୋବିଲଠାରେ ଘଟିଥିବା ପରମାଣୁ କେନ୍ଦ୍ରରେ ଦୁର୍ଘଟଣା ପରେ କିଛି ଦଶକଧରି ନାଭିକୀୟ ଶକ୍ତି ଉତ୍ପାଦନ କ୍ଷେତ୍ରରେ ମାନ୍ଦାବସ୍ଥା ଆସିଯାଇଥିଲେ…

ଆଶା: ଅବ୍ୟାହତ ଜୀବନଯାତ୍ରାର ପୁଞ୍ଜି

ଆଜିର ତଥାକଥିତ ସଭ୍ୟ ମାନବ ଯେଭଳି ଭାବରେ ହିଂସାର ତାଣ୍ଡବ ସୃଷ୍ଟି କରୁଛି ଆମେ ନିଜକୁ ସଭ୍ୟବୋଲି କହିବା କେତେ ଯଥାର୍ଥ ତାହା ବିତର୍କର ବିଷୟ। ପୁନଶ୍ଚ…

ଅଡୁଆରେ ଜିମ୍‌ଖାନା

ପ୍ରକୃତରେ ଦିଲ୍ଲୀ ଜିମ୍‌ଖାନା କ୍ଲବର ସମୟ ଶେଷ ହୋଇଆସୁଛି କି? ହୋଇପାରେ। ଯଦି ଏହା ହୁଏ, ତେବେ ଲୁଟିୟନ୍ସ ଦିଲ୍ଲୀ (ଅତି ବିଶିଷ୍ଟ ତଥା ଐତିହାସିକ ଅଞ୍ଚଳ)ରେ…

ଏଆଇ ଓ ନୈତିକ ମୂଲ୍ୟବୋଧ

ନିକଟରେ ନ୍ୟୁୟର୍କ ଟାଇମ୍ସରେ ପ୍ରକାଶିତ ପ୍ରବନ୍ଧରେ ନର୍ଥଇଷ୍ଟର୍ନ ୟୁନିଭର୍ସିଟିର ମନୋବିଜ୍ଞାନୀ ପ୍ରଫେସର ଡାଭିଡ୍‌ ଡିଷ୍ଟେନୋ ଏକ ଉତ୍ତେଜକ ପ୍ରଶ୍ନ ସାମ୍ନାକୁ ଆଣିଥିଲେ। ସେ ପଚାରିଥିଲେ- ଧର୍ମ ଏଆଇକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri