ଏଇ ଭାରତରେ

କୋଭିଡ୍‌ -୧୯ ସଂକ୍ରମଣରେ ପ୍ରବାସୀ ଶ୍ରମିକମାନେ ସବୁଠୁ ବେଶି କ୍ଷତିଗ୍ରସ୍ତ ହୋଇଛନ୍ତି। ମୁଖ୍ୟତଃ ସୁରଟରେ ବିଭିନ୍ନ ରାଜ୍ୟର ହଜାର ହଜାର ଶ୍ରମିକ ଭୋକ ଉପାସରେ ରହିବା ସବୁଠୁ ଦୁଖଦାୟକ ଘଟଣା। ସେମାନଙ୍କ ମଧ୍ୟରୁ ଅନେକେ ଏବେ ନିଜ ରାଜ୍ୟକୁ ଫେରିବାରେ ଲାଗିଛନ୍ତି। ତେବେ ଏହି ପରିସ୍ଥିତିରେ ସେମାନଙ୍କ ପେଟ ଭରିବା ଲାଗି ସୁରଟର ଛାୟାଁଦୋ ଏନ୍‌ଜିଓ ‘ରୋଟି ସେବା’ ଅଭିଯାନ ଚଲାଇଛି। ଏହି ଅଭିଯାନରେ ସୁରଟର ୨୬,୦୦୦ ପରିବାର ସାମିଲ ହୋଇଛନ୍ତି। ଦୈନିକ ପ୍ରତି ପରିବାର ୫ଟି ଲେଖାଏ ରୋଟି କରି ଯୋଗାଉଛନ୍ତି। ପ୍ରତିଦିନ ପାଖାପାଖି ୧ ଲକ୍ଷ ରୋଟି ଲୋକଙ୍କୁ ବଣ୍ଟାଯାଉଛି। ହ୍ବାଟ୍ସ ଆପ୍‌ ଗ୍ରୁପ୍ସରେ ଲୋକମାନଙ୍କୁ ଏହି ରୋଟି ସେବା ଅଭିଯାନରେ ସାମିଲ ହେବା ଲାଗି ଏନଜିଓ ପକ୍ଷରୁ ନିବେଦନ କରାଯିବା ପରେ ସେମାନେ ସହଯୋଗର ହାତ ବଢ଼ାଇଛନ୍ତି। ଏନ୍‌ଜିଓର ସଦସ୍ୟମାନେ ସମସ୍ତଙ୍କ ଘରକୁ ଯାଇ ରୋଟି ସଂଗ୍ରହ କରି ଆଣୁଛନ୍ତି। ସେମାନେ ପ୍ରତ୍ୟେକଙ୍କ ପାଇଁ ୪ଟି ରୋଟି ସହ ତରକାରି ବି ଦେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଭାରତୀୟ ସ୍ଥଳସେନାରେ ୨୧ ବର୍ଷ ସେବା କରି କଲୋନେଲ ସୁବାସ ଦେଶଓ୍ବାଲ ଅବସର ନେବା ପରେ ଜଣେ ଚାଷୀ ଭାବେ ଜୀବନ କାଟୁଛନ୍ତି। ସେ ଗାଜର ଚାଷ…

ଆର୍ଟେମିସ୍‌-୨ ମିଶନ ସ୍ପେଶାଲିଷ୍ଟ

ମେରିକାର ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ୍‌ ସ୍ପେସ୍‌ ଆଡ୍‌ମିନିଷ୍ଟ୍ରେଶନ (ନାସା)ର ଆର୍ଟେମିସ୍‌-୨ ମିଶନରେ ଚନ୍ଦ୍ର ଅଭିଯାନରେ ଯାଇଥିବା ୪ ମହାକାଶଚାରୀ ୧୦ ଏପ୍ରିଲରେ ପ୍ରତ୍ୟାବର୍ତ୍ତନ କରିଛନ୍ତି। ପୃଥବୀର ଏକମାତ୍ର…

ସୃଷ୍ଟି-ସୂତ୍ରଧର ହିଁ ‘ଭଗବାନ’

ବାଇବେଲ ଗ୍ରନ୍ଥ ଅନ୍ତର୍ଗତ ‘ଜେନେସିସ୍‌ ୧’ର ଶ୍ଲୋକ ୨୬ରେ ଅଛି ”ଭଗବାନ ତାଙ୍କ ରୂପରେ ମଣିଷ ସୃଷ୍ଟି କରିଛନ୍ତି“, ଶ୍ଲୋକ ୨୭ ପୁନରାବୃତ୍ତି କରି କହିଛି, ”ଭଗବାନ…

ଏତେ ପ୍ରୀତି କାହିଁକି

ଆମେ ଅନ୍ତର୍ଜାତୀୟ ମଧ୍ୟସ୍ଥତା ଧାରଣାକୁ ଘୃଣାଜନକ ମନେକରୁ। ଏହା କାହିଁକି କରୁଛୁ ସେ ବିଷୟରେ ମୋ ପାଖରେ ତଥ୍ୟ ନାହିଁ। ତେବେ ଆମେ ଜାଣୁ ଯେ ଯେଉଁମାନଙ୍କ…

ମୃତ୍ୟୁର ମିତ୍ର ଓ ଶାନ୍ତିର ସନ୍‌ମାର୍ଗ

ଆଧୁନିକ ଆମେରିକାର ଜନକ ବୋଲି କୁହାଯାଉଥିବା ବିଶିଷ୍ଟ ଲେଖକ, ଦାର୍ଶନିକ, ବୈଜ୍ଞାନିକ ତଥା ରାଷ୍ଟ୍ରନୀତିଜ୍ଞ ବେଞ୍ଜାମିନ ଫ୍ରାଙ୍କ୍‌ଲିନ କହୁଥିଲେ- ”ଦୁନିଆରେ କିଏ କେଉଁଠି କେବେ ଗୋଟେ ଭଲ…

ମହାତ୍ମା ଜ୍ୟୋତିରାଓ ଫୁଲେ: ଭାରତର ମାର୍ଗଦର୍ଶନ କରୁଥିବା ଏକ ଆଲୋକବର୍ତ୍ତିକା

ଆଜି ୧୧ ଏପ୍ରିଲ। ଆମ ସମସ୍ତଙ୍କ ପାଇଁ ଅତି ସ୍ବତନ୍ତ୍ର ଦିନ। ଆଜି ହେଉଛି ଭାରତର ମହାନ୍‌ ସମାଜ ସଂସ୍କାରକ ତଥା ଅନେକ ପିଢ଼ି ପାଇଁ ମାର୍ଗଦର୍ଶକ…

ଅଧିକାରୀ ଅଭାବ

ମଧ୍ୟପ୍ରଦେଶରେ ଅନୁମୋଦିତ ସଂଖ୍ୟା ତୁଳନାରେ ୧୫୦ରୁ ଅଧିକ ଆଇଏଏସ୍‌ ଅଧିକାରୀଙ୍କ ଅଭାବ ରହିଛି। ଏହା ଏକ ସାମାନ୍ୟ ବ୍ୟବଧାନ ନୁହେଁ ବରଂ ଏକ ବ୍ୟବସ୍ଥାଗତ ଅଭାବକୁ ଇଙ୍ଗିତ…

ଏଇ ଭାରତରେ

ପଶ୍ଚିମବଙ୍ଗ ସୁନ୍ଦରବନର ବହୁ ଅଞ୍ଚଳର ଜମିକୁ ଲୁଣାପାଣି ଚାଷ ଅନୁପଯୋଗୀ କରିଦେଇଥିଲା। ହେଲେ ଏବେ ସେଠାରେ ୧୫୦୦ କୃଷକ ସେହି ଜମିରେ ୧୯୨ କିସମର ଧାନ ଚାଷକରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri