ଏଇ ଭାରତରେ

ଜଣେ ପୋଲିସ ଅଧିକାରୀ ଚାକିରି ଛାଡ଼ି ଚନ୍ଦନ ଚାଷକୁ ଆପଣାଇ ଏବେ ଲକ୍ଷାଧିକ ଟଙ୍କା ରୋଜଗାର କରିବା ସହ ଅନ୍ୟ କୃଷକମାନଙ୍କୁ ସଶକ୍ତ କରିବାରେ ଲାଗିଛନ୍ତି। ଏହି ପୋଲିସ ଅଧିକାରୀ ଜଣକ ହେଉଛନ୍ତି ଉତ୍ତରପ୍ରଦେଶର ଉକତ୍ୃଷ୍ଟ ପାଣ୍ଡେ। ସେ ଆସିଷ୍ଟାଣ୍ଟ କମାଣ୍ଡର ଭାବେ ଭାରତ-ନେପାଳ ସୀମାରେ କାର୍ଯ୍ୟ କରୁଥିଲେ। ଉକତ୍ୃଷ୍ଟ ସାଢ଼େ ୫ ବର୍ଷ କାର୍ଯ୍ୟ କରିବା ପରେ ୩୬ ବର୍ଷ ବୟସରେ ଚାକିରି ଛାଡ଼ି ଚନ୍ଦନ ଚାଷରେ ଲାଗିଛନ୍ତି। ମାର୍ସେଲୋନ ଆଗ୍ରୋଫାର୍ମ ସଂସ୍ଥା ଦ୍ୱାରା ସେ ଏହି ଚାଷ କରୁଛନ୍ତି। ଚନ୍ଦନ ସହ ଉକତ୍ୃଷ୍ଟ କଳା ହଳଦୀ, କଳାଲୁଣ ଧାନ ଏବଂ କସ୍ତୁରୀ ଧାନ ଚାଷ କରୁଛନ୍ତି। ଏସବୁ ଜୈବିକ ପଦ୍ଧତିରେ କରାଯାଉଛି। ଏହା ସହ ସେ ଧଳା ଚନ୍ଦନର ଏକ ନର୍ସରି କରି ଅନ୍ୟ କୃଷକମାନଙ୍କୁ ଚାରା ଯୋଗାଇଦେଉଛନ୍ତି। ଗଛର ଯନତ୍ ନେବା ଲାଗି ମଧ୍ୟ ସେମାନଙ୍କୁ ପ୍ରଶିକ୍ଷଣ ଦେଉଛନ୍ତି। ଉକତ୍ୃଷ୍ଟ କହନ୍ତି,୧୫ ବର୍ଷପରେ ଗୋଟିଏ ଚନ୍ଦନ ଗଛରୁ ୬୦ କେ.ଜି. ହାର୍ଡ ଚନ୍ଦନ ମିଳୁଛି ଓ କେ.ଜି.ପ୍ରତି ୧୦,୦୦୦ ଟଙ୍କାରେ ବିକ୍ରି କରାଯାଉଛି। ଏବେ ତାଙ୍କର ଏହି ଚାଷ ପଦ୍ଧତିକୁ ଆଖପାଖର କୃଷକମାନେ ଆପଣାଇ ବେଶ୍‌ ଲାଭବାନ୍‌ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଆନ୍ଧ୍ରପ୍ରଦେଶ ଏନ୍‌ଟିଆର୍‌ ଜିଲାର ଜି. ଶ୍ରୀନିବାସ ରେଡ୍ଡୀ ଏକ ନୂଆ କ୍ୟୁଆର୍‌ କୋଡ୍‌ ତିଆରି କରିଛନ୍ତି। କେହି ଯାତ୍ରା କରୁଥିବା ସମୟରେ ଏହି କ୍ୟୁଆର୍‌ ସ୍କାନ୍‌ କଲେ…

ସ୍ବାଧୀନତାର ମଣିଷ

ହାଯାଏ, ମଣିଷକୁ ସ୍ବାଧୀନତା ଦିଆଯାଇଛି। ମଣିଷ ସ୍ବାଧୀନ। ପୁଣି ସେହି ସ୍ବାଧୀନତାର ମର୍ମ ଉପଲବ୍ଧି କରି ସେ କର୍ମ ସମ୍ପାଦନ କଲେ ତା’ର ଜୀବନ ଠିକ୍‌ ବାଟରେ…

ଜନ ଆନ୍ଦୋଳନକୁ ଜନାର୍ଦ୍ଦନ ସାହା

ପଜିଲାପାଳଙ୍କ ଜନଶୁଣାଣିକୁ ନାପସନ୍ଦ କଲେ ଦେବଗଡ଼ ବାରକୋଟ ପଞ୍ଚାୟତବାସୀ, କାର୍ଯ୍ୟାଳୟରେ ତାଲା ପକେଇଲେ। ଦେଢ଼ କିଲୋମିଟର ରାସ୍ତା ଧୂଳି ଉଡିବାରେ ଜୀବନଯାତ୍ରା ବେହାଲ ହେବାରୁ ଅଭିଯାନ ଆରମ୍ଭ…

ଭାରତ କ’ଣ ପାଇଲା

ଜୁନ୍‌ ୧୭ରେ ଏକ ଖବର ପ୍ରକାଶ ପାଇଥିଲା, ଆମେରିକା ଇଣ୍ଡୋ-ପାସିଫିକ କମାଣ୍ଡର ନାମ ବଦଳାଇ ପୁଣିଥରେ ‘ପାସିଫିକ କମାଣ୍ଡ’ କରିଦେଇଛି। କଶ୍ମୀରର ଏକ ଭୁଲ୍‌ ମାନଚିତ୍ର ସହିତ…

ଝାଡୁ ଓ କଲମ

ତାକୁ ଗୋଟେ କୋଣକୁ କିଆଁ ଫୋପାଡ଼ିଦେଲ? ସିଏ ତୁମ ଘରଦ୍ୱାର ସଫା କରିଦେଲା। ତୁମ ଘର ସଫା ରହିଲାରୁ ଲକ୍ଷ୍ମୀ ବିଜେ କଲେ। ଧନଧାନ୍ୟରେ ଘର ପୂରିଉଠିଲା।…

ଦୁଇ ବର୍ଷର ଅବିସ୍ମରଣୀୟ ବିକାଶ ଯାତ୍ରା

ଆଜି ଦିନଟି ଆଧୁନିକ ଓଡ଼ିଶାର ରାଜନୈତିକ ଚିତ୍ରପଟରେ ସବୁଦିନ ପାଇଁ ସ୍ବର୍ଣ୍ଣାକ୍ଷରରେ ଲିପିବଦ୍ଧ ହୋଇ ରହିବ। ବୋଧହୁଏ, ଆଜି ପର୍ଯ୍ୟନ୍ତ କୌଣସି ରାଜ୍ୟର ସଫଳତା ପାଳନ କରିବା…

ସ୍ମାର୍ଟ କୂଟନୀତି

ସମ୍ପ୍ରତି ଭାରତୀୟ ବୈଦେଶିକ ସେବା (ଆଇଏଫ୍‌ଏସ୍‌)କୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମାଲୋଚନା ହେଉଛି ଏକ ନିରାଶାର ଅଭିବ୍ୟକ୍ତି। ଏଥିରୁ ଏକ ସ୍ପଷ୍ଟ ସତର୍କ ବାର୍ତ୍ତା ମିଳେ…

ଏଇ ଭାରତରେ

ଚାଇନା ବିଶ୍ୱରେ ଏକ ପ୍ରମୁଖ କାଗଜ ଉତ୍ପାଦନ କେନ୍ଦ୍ର ହେବାର ବହୁ ପୂର୍ବରୁ ଭାରତର ଏକ ଛୋଟ ଗାଁର ହାତତିଆରି କାଗଜର ଆଦୃତି ରହିଥିଲା ଏବଂ ପୂର୍ବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri