ଏଇ ଭାରତରେ

ଭାରତରେ ମହିଳା ଫୁଟ୍‌ବଲର ଲୋକପ୍ରିୟତା ଏବେ ବଢ଼ିବାରେ ଲାଗିଛି। ମହିଳାମାନଙ୍କ ପୋଷାକ ଉପରେ ବିଭିନ୍ନ ଅଞ୍ଚଳରେ ଥିବା ସାମାଜିକ କଟକଣାକୁ ପଛରେ ପକାଇ ଝିଅମାନେ ଜର୍ସି ପିନ୍ଧି ଖେଳିବାକୁ ବାହାରି ଆସୁଛନ୍ତି। ହେଲେ ପାରମ୍ପରିକ ପୋଷାକର ଛିଟା ଦେଖିବାକୁ ମିଳିଛି ମଧ୍ୟପ୍ରଦେଶର ଗ୍ବାଲିୟରରେ ଅନୁଷ୍ଠିତ ଏକ ୨ଦିନଆ ଫୁଟ୍‌ବଲ ଟୁର୍ନାମେଣ୍ଟରେ। ସେଠାରେ ମହିଳାମାନେ ଜର୍ସି ବଦଳରେ ଶାଢ଼ି ପିନ୍ଧି ଖେଳିଛନ୍ତି। ଏହା ଏକ ସମ୍ପୂର୍ଣ୍ଣ ନିଆରା ଖେଳ, ଯାହା ଦେଖି ଦର୍ଶକ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ଏହି ଦୁଇଦିନିଆ ଟୁର୍ନାମେଣ୍ଟର ନାଁ ଥିଲା ‘ଗୋଲ୍‌ ଇନ୍‌ ଶାଢ଼ି’। ମହିଳାମାନେ ଶାଢ଼ି ପିନ୍ଧି ଚମକତ୍ାର ଖେଳ ପ୍ରଦର୍ଶନ କରିଥିଲେ। ମଧ୍ୟପ୍ରଦେଶରେ ମହିଳା ଫୁଟ୍‌ବଲ ପ୍ରତି ମହିଳାମାନଙ୍କୁ ଆକର୍ଷିତ କରିବା ଲାଗି ଏଭଳି ପଦକ୍ଷେପ ନିଆଯାଇଥିଲା ବୋଲି ଆୟୋଜକଙ୍କ ପକ୍ଷରୁ କୁହାଯାଇଛି। ଏହି ଟୁର୍ନାମେଣ୍ଟରେ ଗ୍ବାଲିୟର ମ୍ୟୁନିସିପାଲ କର୍ପୋରେଶନ କମିଶନର କମେଣ୍ଟ୍ରି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆହ୍ବାନକାରୀ ଜେନ୍‌ ଜି ପ୍ରାର୍ଥୀ

ଚଳିତ ମାସ ୯ ତାରିଖରେ ଆସାମ ବିଧାନସଭାର ୧୨୬ ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ସେଠାକାର ଯେଉଁ କେତୋଟି ହାଇପ୍ରୋଫାଇଲ ଆସନ ରହିଛି ତନ୍ମଧ୍ୟରୁ ଚର୍ଚ୍ଚିତ…

ସଭ୍ୟତାର ସୁରକ୍ଷା, ଜଳର ଗୁଣବତ୍ତା

କୌଣସି ସଭ୍ୟତାର ଅଭ୍ୟୁଦୟ ଓ ବିନାଶର କାହାଣୀ ସେହି ସମୟର ଜଳସମ୍ପଦ ସହିତ ଜଡ଼ିତ। ମାନବ ଜାତିର ଅସ୍ତିତ୍ୱ ତଥା ସରଂକ୍ଷଣ ପାଇଁ ଜଳର ଗୁଣବତ୍ତା (ଶୁଦ୍ଧ…

ମଣିପୁର ପାଇଁ ସମୟ ନାହିଁ

କିଛି ଦିନର ବ୍ୟବଧାନ ପରେ ଭାରତର ଉତ୍ତର-ପୂର୍ବାଞ୍ଚଳ ରାଜ୍ୟ ମଣିପୁରରେ ସଦ୍ୟ ହିଂସା ଦେଖାଦେଇଛି। ବିଷ୍ଣୁପୁର ଜିଲାର ମୋଇରାଙ୍ଗ ତ୍ରୋଙ୍ଗଲାଓବି ଅଞ୍ଚଳରେ ୬ ଏପ୍ରିଲରେ ଉଗ୍ରବାଦୀଙ୍କ ବୋମା…

ଏଇ ଭାରତରେ

ଗାର୍ବେଜ କ୍ଲିନିକ୍‌ ବା ବର୍ଜ୍ୟ କ୍ଲିନିକ୍‌ କଥା ଶୁଣିଛନ୍ତି କି। ହଁ, ଏମିତିକା କ୍ଲିନିକ୍‌ ଚାଲିଛି ଦିଲ୍ଲୀରେ। ପ୍ରବୀଣ ନାୟକ ଇଞ୍ଜିନିୟରିଂ କ୍ୟାରିୟର ଛାଡ଼ି ଦିଲ୍ଲୀକୁ ସବୁଜ…

ଶିକ୍ଷକଙ୍କ ରୂପାନ୍ତରଣକାରୀ ଭୂମିକା

‘ଶିକ୍ଷା’ କେବଳ ଜ୍ଞାନର ହସ୍ତାନ୍ତରଣ ନୁହେଁ। ଏହା ମନ, ମସ୍ତିଷ୍କକୁ ଗଢ଼ି ତୋଳେ। କୌଶଳ ଉଦ୍ଭାବନ କରେ। ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ସମ୍ଭାବନା ଓ କ୍ଷମତାର ବିକାଶ…

ପରମାଣୁ ଶକ୍ତିର ମୋହ

ପ୍ରାୟତଃ ଦୀର୍ଘ ଦିନ ଧରି ମଧ୍ୟ ପ୍ରାଚ୍ୟରେ ଯେଉଁ ସମସ୍ୟା ସୃଷ୍ଟି ହୋଇଛି ତାହାର ପ୍ରମୁଖ କାରଣ ତୈଳ, ଉଗ୍ରବାଦ, ଧର୍ମ କିମ୍ବା ରାଜନୈତିକ ଆଭିମୁଖ୍ୟ ନୁହେଁ…

ମାଷ୍ଟର ନାହାନ୍ତି

କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସ୍‌ଇ) ପକ୍ଷରୁ ୨୦୨୬-୨୭ ଶିକ୍ଷାବର୍ଷ ପାଇଁ ନୂଆ ପାଠ୍ୟକ୍ରମ ଅଣାଯାଇଛି। ଛାତ୍ରୀଛାତ୍ରମାନେ ୩ଟି ଭାଷା ପଢ଼ିବାର ବ୍ୟବସ୍ଥା ହୋଇଥିବା ବେଳେ ସେଥିମଧ୍ୟରୁ…

ଏଇ ଭାରତରେ

ଜଳ ସଙ୍କଟ ଦୂର କରିବା ପାଇଁ ମଧ୍ୟପ୍ରଦେଶ ଉଜ୍ଜୟିନୀ ମ୍ୟୁନିସିପାଲ କର୍ପୋରେଶନ କମିଶନର ଅନଶୁଲ ଗୁପ୍ତାଙ୍କ ପ୍ରୟାସ ପ୍ରଶଂସନୀୟ। ସେ ୧୨୫ ସ୍ବେଚ୍ଛାସେବୀଙ୍କ ସହାୟତାରେ ଉଜ୍ଜୟିନୀର ୟାମ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri