ଏଇ ଭାରତରେ

ପରିବେଶ ଓ ମାଟି ଉପରେ ଥିବା ରାସାୟନିକ ସାର ଏବଂ କୀଟନାଶକର ନକାରାମତ୍କ ପ୍ରଭାବକୁ ରୋକିବା ପାଇଁ ଜଣେ ଗବେଷକଙ୍କ ପ୍ରଚେଷ୍ଟା ଏକ ଉଦାହରଣ ସୃଷ୍ଟି କରିଛି। ଏଗ୍ରିକଲଚର ଏଣ୍ଟୋମୋଲୋଜିଷ୍ଟ ସଙ୍ଗୀତା ସାଓ୍ବାଲାଖେ ବିକଳ୍ପ ଜୈବ ସାର ଓ କୀଟନାଶକ ପ୍ରସ୍ତୁତ କରି ୩ ଦଶନ୍ଧି ମଧ୍ୟରେ ମହାରାଷ୍ଟ୍ର, ରାଜସ୍ଥାନ, ଗୁଜରାଟ ଓ ପଞ୍ଜାବର ୧୦,୦୦୦ରୁ ଅଧିକ କୃଷକଙ୍କୁ ସାହାଯ୍ୟ କରୁଛନ୍ତି। ଏତେ ସଂଖ୍ୟକ କୃଷକଙ୍କୁ ଜୈବ କୃଷି ପ୍ରତି ଆକର୍ଷିତ କରିବା କିଛି କମ୍‌ କଥା ନୁହେଁ। ସଙ୍ଗୀତା ବିଦର୍ଭ ବାୟୋଟେକ୍‌ ଲିମିଟେଡ ଗଠନ କରି ତା’ ମାଧ୍ୟମରେ ଏହି ଜୈବସାର ଓ କୀଟନାଶକ ତିଆରି କରୁଛନ୍ତି। ଏସବୁ ପ୍ରୟୋଗ କରିବା ଦ୍ୱାରା କୃଷକମାନଙ୍କ ଉପତ୍ାଦନ ବଢ଼ିବା ସହ ସେମାନଙ୍କ ଆୟ ମଧ୍ୟ ବୃଦ୍ଧି ପାଇଛି। ସବୁଠୁ ବଡ଼ କଥା ହେଉଛି, କୃଷକମାନଙ୍କୁ ସାହାଯ୍ୟ କରିବା ଦ୍ୱାରା ସେହି ଅଞ୍ଚଳରେ କୃଷକ ଆମତ୍ହତ୍ୟା କମିଛି। ତାଙ୍କ ଦ୍ୱାରା ପ୍ରସ୍ତୁତ ଜୈବିକ ସାର ଓ କୀଟନାଶକର ମୂଲ୍ୟ ୨୫୦ରୁ ୪୦୦ ଟଙ୍କା ରହୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀଅରବିନ୍ଦଙ୍କ ଦୃଷ୍ଟିରେ ପାରିବାରିକ ଜୀବନ

ଶ୍ରୀଅରବିନ୍ଦଙ୍କ ଅନୁସାରେ କଥିତ ପରିବାର ହେଉଛି ମଣିଷର ଜୀବନଗତ ପ୍ରକୃତିର ଏକ ଆବଶ୍ୟକ ସୃଷ୍ଟି ଯାହା ମୌଳିକ, ସାମାଜିକ ଏବଂ ଜୈବିକ ପ୍ରବୃତ୍ତିକୁ ପୂରଣ କରିବା ପାଇଁ…

ଗବେଷଣାରେ ମୌଳିକତାର ମୃତ୍ୟୁ

ଆଧୁନିକ ଭାରତରେ ବିଶ୍ୱବିଦ୍ୟାଳୟଗୁଡ଼ିକର ସଂଖ୍ୟା ଗତ କିଛି ଦଶନ୍ଧି ମଧ୍ୟରେ ବୃଦ୍ଧି ପାଇଛି ସତ, କିନ୍ତୁ ଶୈକ୍ଷିକ ମାନଦଣ୍ଡ ଏବଂ ଗବେଷଣାର ଗୁଣାତ୍ମକ ଦିଗଟି ଏବେ ଏକ…

Dillip Cherian

ତଳ ସ୍ତରରେ ଅନିଶ୍ଚିତତା

କେନ୍ଦ୍ର ସରକାର କ୍ୟାବିନେଟ୍‌ ସଚିବ ଟି.ଭି. ସୋମନାଥନ୍‌ ଏବଂ ସ୍ବରାଷ୍ଟ୍ର ସଚିବ ଗୋବିନ୍ଦ ମୋହନଙ୍କ କାର୍ଯ୍ୟକାଳ ଆଉ ୧ ବର୍ଷ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି। ପ୍ରଭାବୀ…

ରିଲ୍ସ ସାମ୍ରାଜ୍ୟ

ପୁଞ୍ଜିବାଦର ଅନ୍ତିମ ପର୍ଯ୍ୟାୟରେ ରାଷ୍ଟ୍ର ଆଉ ଶାସନ କରେନାହିଁ, ପର୍‌ଫର୍ମ (କାର୍ଯ୍ୟ) କରେ। ପ୍ରଧାନମନ୍ତ୍ରୀଙ୍କଠାରୁ ଗ୍ରାମପଞ୍ଚାୟତ ସଦସ୍ୟ- ସମସ୍ତେ ଯେପରି ଇତିହାସର ଚରିତ୍ର ନୁହନ୍ତିି, ଇନ୍‌ଷ୍ଟାଗ୍ରାମର କଣ୍ଟେଣ୍ଟ…

ଏଭଳି ଭକ୍ତିର କି ଲାଭ

ସୋସିଆଲ ମିଡିଆରେ ଗତ କିଛିଦିନ ତଳେ ଗୋଟେ ଭିଡିଓଟେ ଘୂରି ବୁଲୁଥିଲା। ଉକ୍ତ ଭିଡିଓରେ ଗେରୁଆ ବସ୍ତ୍ର ପରିଧାନ କରିଥିବା କିଛି ବୋଲବମ ଭକ୍ତ ମଦ ବୋତଲ…

ଲାଞ୍ଛନାର ମଞ୍ଚ

ଆନ୍ଥୋନୀ ଫାଉସି ଜଣେ ଇମ୍ୟୁନୋଲୋଜିଷ୍ଟ (ରୋଗପ୍ରତିରୋଧକ ବିଜ୍ଞାନୀ) ଭାବରେ ପ୍ରତିଷ୍ଠା ଲାଭ କରିଛନ୍ତି। କିନ୍ତୁ ଆମେରିକାର ସିନେଟ୍‌ କମିଟି ଅନ୍‌ ହୋମଲ୍ୟାଣ୍ଡ ସିକ୍ୟୁରିଟି ଆଣ୍ଡ୍‌ ଗଭର୍ନମେଣ୍ଟାଲ ଆଫେୟାର୍ସ…

ନୈତିକତାକୁ ନା

ପ୍ରତ୍ୟେକ ମା’ବାପା ନିଜ ପିଲାଙ୍କ ପାଇଁ ପ୍ରାର୍ଥନା ଈଶ୍ୱରଙ୍କୁ କରନ୍ତି । ସେମାନେ ସୁସ୍ଥ ସବଳ ହୁଅନ୍ତୁ। ବୁଦ୍ଧିମାନ୍‌ ହୁଅନ୍ତୁ। ଭଲ ପଢ଼ନ୍ତୁ। ଭଲ ଚାକିରି କରନ୍ତୁ।…

ଜନସଂଖ୍ୟା ଓ ବେକାରି ସମସ୍ୟା

ମାନବ ସମ୍ବଳ ହେଉଛି ପୃଥିବୀର ଏକ ଅନନ୍ୟ ବରଦାନ। ମଣିଷ ନିଜର ବୁଦ୍ଧି ବଳରେ ପୃଥିବୀରେ ଥିବା ସମସ୍ତ ପ୍ରାକୃତିକ ସମ୍ବଳର ବର୍ତ୍ତମାନ ଅଧିକାରୀ। କିନ୍ତୁ ପ୍ରାକୃତିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri