ଏଇ ଭାରତରେ

ବାଇକିଂକୁ ଭଲ ପାଇଲେ ବି ମହିଳା ସଶକ୍ତୀକରଣରେ ରହିଛି ଜୟ ଭାରତୀଙ୍କ ଆନନ୍ଦ। ହାଇଦ୍ରାବାଦ ନିବାସୀ ଭାରତୀ ୨୦୧୩ରୁ ୧ ଲକ୍ଷ କି.ମି. ଡ୍ରାଇଭ କରିସାରିଲେଣି।
ଅନ୍ୟପକ୍ଷରେ ୨୦୧୯ରେ ଏମ୍‌ଓଡବ୍ଲ୍ୟୁଓ ନାମକ ସାମାଜିକ ଅଭିଯାନ ଆରମ୍ଭ କରି ତା’ ମାଧ୍ୟମରେ ଆର୍ଥିକ ସ୍ତରରେ ଦୁର୍ବଳ ଥିବା ୩୦୦୦ରୁ ଅଧିକ ମହିଳାଙ୍କୁ ଆର୍ଥିକ ସ୍ବାବଲମ୍ବୀ କରିପାରିଛନ୍ତି। ମହିଳାମାନଙ୍କୁ ମାଗଣାରେ ବିଶେଷକରି ଦୁଇଚକିଆ ଓ ତିନିଚକିଆ ଯାନ (ଅଟୋ) ଡ୍ରାଇଭିଂ ପ୍ରଶିକ୍ଷଣ ଦେବାର ବ୍ୟବସ୍ଥା କରି ରୋଜଗାରର ବାଟ ଦେଖାଉଛନ୍ତି। ଏପରି କି ଶିକ୍ଷାଗତ ଯୋଗ୍ୟତା ଅନୁଯାୟୀ, ଅନ୍ୟ ମହିଳାମାନଙ୍କୁ ମଧ୍ୟ ଚାକିରି ପାଇବାରେ ସାହାଯ୍ୟ କରୁଛନ୍ତି। ସେ ୫ ଲକ୍ଷ ଟଙ୍କାରେ ଏମ୍‌ଓଡବ୍ଲ୍ୟୁଓ ଅଭିଯାନ ଆରମ୍ଭ କରି ତେଲଙ୍ଗାନା ସରକାରଙ୍କ ସହଯୋଗରେ ୧ ଏକର ଜମିରେ ଟ୍ରେନିଂ ସ୍କୁଲ ପ୍ରତିଷ୍ଠା କରିଥିଲେ। ମହିଳାମାନେ ୧୫ରୁ ୨୦ ଦିନରେ ଡ୍ରାଇଭିଂ ଶିଖିଯାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଦିଲ୍ଲୀର କିଡ୍‌ଓ୍ବାଇ ନଗରରେ ଚାଲୁଛି ଏକ ନିଆରା ସ୍କୁଲ। ଏହି ସ୍କୁଲର ଘର ନାହିଁ କି କୌଣସି ସରକାରୀ ପାଠ୍ୟକ୍ରମ ଅନୁଯାୟୀ ଶିକ୍ଷା ଦିଆଯାଉନାହିଁ। ପିଲାମାନେ ଗଛମୂଳେ…

ନେତା ହେବାକୁ ଅନୁକୂଳ ପରିବେଶ

ସଭା ସମିତି, ଜଳଖିଆ ଦୋକାନ, ଚା’ ଦୋକାନ, ପାନ ଦୋକାନ ଆଗରେ ଓ ଘରେ ବସି ସାଙ୍ଗସାଥୀ ସହିତ କଥାହେଲା ବେଳେ ଅନେକ ଶିକ୍ଷିତ ଲୋକ କହିଥା’ନ୍ତି,…

ନୈତିକ ମୂଲ୍ୟବୋଧ ଓ ଧର୍ମ

ଯେତେବେଳେ ଆମେ ଜଣେ କରୁଥିବା କାର୍ଯ୍ୟକୁ ‘ନୈତିକ’ ବୋଲି ବିଚାର କରୁ, ତାକୁ ଭଲ ଲୋକ କହୁ ଓ ଅନୈତିକ କାର୍ଯ୍ୟ କରୁଥିବା ଲୋକକୁ ମନ୍ଦ ଲୋକ…

ପାଖ ବିଦେଶ

ବାଂଲାଦେଶ ଜାତୀୟ ନିର୍ବାଚନରେ ଭୋଟ ହୋଇଥିବା ୨୯୯ ଆସନ ମଧ୍ୟରୁ ବାଂଲାଦେଶ ନ୍ୟାଶନାଲିଷ୍ଟ ପାର୍ଟି(ବିଏନ୍‌ପି) ଏକାକୀ ୨୦୯ ଆସନ ପାଇଥିବା ବେଳେ ସହଯୋଗୀଙ୍କୁ ମିଶାଇଲେ ସଂଖ୍ୟା ୨୧୨…

ମହେନ୍ଦ୍ରଗିରିର ଶିବ ମହିମା

ମହେନ୍ଦ୍ରଗିରି ପର୍ୱତ, ଯେଉଁ ପର୍ୱତ ଦିନେ ଥିଲା ଶ୍ୱେତକମଣ୍ଡଳ ରାଜ୍ୟର ଅଂଶବିଶେଷ, ଯେଉଁ ପର୍ୱତକୁ ନିଜ କବିତାରେ ସ୍ଥାନ ଦେଇଛନ୍ତି ଗୋଦାବରୀଶ ମିଶ୍ର, ଗୋପବନ୍ଧୁ ଦାସ ଏବଂ…

ଦେଶଭକ୍ତି ଚିନ୍ତା

ଆମ ଦେଶରେ ଜାତୀୟତାବାଦର ଅତ୍ୟଧିକ ଚାହିଦା ରହିଛି, ହେଲେ ସବୁବେଳେ ଏଠାରେ ଏହାର ଅଭାବ ଥିବା ମନେହୁଏ। ମୋ ଜୀବନରେ ଅତିବାହିତ ସବୁ ଦଶନ୍ଧିରେ ‘ବନ୍ଦେ ମାତରମ୍‌’କୁ…

ମୁଁ ଗୋଟିଏ ଗାଈ

ହାଁ ହାଁ ବାଇମନ… ରୁହ ରୁହ…! ଶୀର୍ଷକଟିକୁ ପଢ଼ି ଦେଇ ପିଲାବେଳର ରଚନା ଭାବି ଆଖି ବୁଲାଇ ନିଅନ୍ତୁନି! ଯେମିତି ଆପଣଙ୍କର ପିଲାବେଳ ଆଉ ନାହିଁ! ସେମିତି…

ଆମକୁ ଯାହା ଲଜ୍ଜା ନାହିଁ

ଅମ ଓଡ଼ିଶା ଭାଷା, ସାହିତ୍ୟ, ସଂସ୍କୃତି, ଚଳଣି, ଆମ ଖାଦ୍ୟ, ଆମ ବିଚାରଧାରା ସବୁଠି ବର୍ତ୍ତମାନ ଅନୁପ୍ରବେଶର ଉପଦ୍ରବ। ଏସବୁ ଭିତରେ ଊଣା ଅଧିକେ ହଜିବାକୁ ବସିଲାଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri