ଏଇ ଭାରତରେ

ଦିବ୍ୟାଙ୍ଗ ହେଲେ ବି ମନୋବଳ କିଛି କମ୍‌ ନୁହେଁ। ନିଜେ ଆତ୍ମନିର୍ଭରଶୀଳ ହେବା ସହ ଅନ୍ୟମାନଙ୍କୁ ରୋଜଗାରର ବାଟ ଦେଖାଉଛନ୍ତି। ଏହି ମହିଳା ଜଣକ ହେଉଛନ୍ତି କଶ୍ମୀରର ସୁମର୍ତ୍ତି। ୧୦ ବର୍ଷ ବୟସରେ ପୋଲିଓ ସଂକ୍ରମିତ ହେବା ପରେ ସେ ଚାଲିବା ଶକ୍ତି ହରାଇଥିଲେ। ପରେ ହ୍ବିଲ ଚେୟାର ସାହାରାରେ ପଢ଼ାଶେଷ କରିବା ସହ ପୋଷାକ ସିଲେଇ କରି ଆତ୍ମନିର୍ଭର ହେବା ଲାଗି ଚେଷ୍ଟା କରିଥିଲେ। ହେଲେ ତାଙ୍କ ଦୃଷ୍ଟିଶକ୍ତି ହ୍ରାସ ପାଇବାରୁ ସେ ୨୦୧୮ରେ ତାହାକୁ ଛାଡ଼ି ମସଲା ବ୍ୟବସାୟ ଆରମ୍ଭ କରିଥିଲେ। ଆରମ୍ଭରୁ ଏଥିରେ ବହୁ ବାଧାର ସମ୍ମୁଖୀନ ହେବା ସହ କ୍ଷତି ମଧ୍ୟ ସହିଲେ। କିନ୍ତୁ ଦୃଢ ଇଚ୍ଛଶକ୍ତି ବଳରେ ଏବେ ଏଥିରେ ସଫଳତା ପାଇବା ସହ ଅନେକ ଦିବ୍ୟାଙ୍ଗଙ୍କୁ ରୋଜଗାର ଦେଇ ସେମାନଙ୍କ ଓଠରେ ହସ ଫୁଟାଇ ପାରିଛନ୍ତି। ଜୀବନରେ ପ୍ରତିକୂଳ ପରିସ୍ଥିତିକୁ ସାମ୍ନା କରିବାର ଶକ୍ତି ଥିଲେ ଦୁନିଆରେ ସଫଳତା ପାଇବା ସହଜ ହୋଇଥାଏ ବୋଲି କହନ୍ତି ସୁମର୍ତ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଆନ୍ଧ୍ରପ୍ରଦେଶ ଏନ୍‌ଟିଆର୍‌ ଜିଲାର ଜି. ଶ୍ରୀନିବାସ ରେଡ୍ଡୀ ଏକ ନୂଆ କ୍ୟୁଆର୍‌ କୋଡ୍‌ ତିଆରି କରିଛନ୍ତି। କେହି ଯାତ୍ରା କରୁଥିବା ସମୟରେ ଏହି କ୍ୟୁଆର୍‌ ସ୍କାନ୍‌ କଲେ…

ସ୍ବାଧୀନତାର ମଣିଷ

ହାଯାଏ, ମଣିଷକୁ ସ୍ବାଧୀନତା ଦିଆଯାଇଛି। ମଣିଷ ସ୍ବାଧୀନ। ପୁଣି ସେହି ସ୍ବାଧୀନତାର ମର୍ମ ଉପଲବ୍ଧି କରି ସେ କର୍ମ ସମ୍ପାଦନ କଲେ ତା’ର ଜୀବନ ଠିକ୍‌ ବାଟରେ…

ଜନ ଆନ୍ଦୋଳନକୁ ଜନାର୍ଦ୍ଦନ ସାହା

ପଜିଲାପାଳଙ୍କ ଜନଶୁଣାଣିକୁ ନାପସନ୍ଦ କଲେ ଦେବଗଡ଼ ବାରକୋଟ ପଞ୍ଚାୟତବାସୀ, କାର୍ଯ୍ୟାଳୟରେ ତାଲା ପକେଇଲେ। ଦେଢ଼ କିଲୋମିଟର ରାସ୍ତା ଧୂଳି ଉଡିବାରେ ଜୀବନଯାତ୍ରା ବେହାଲ ହେବାରୁ ଅଭିଯାନ ଆରମ୍ଭ…

ଭାରତ କ’ଣ ପାଇଲା

ଜୁନ୍‌ ୧୭ରେ ଏକ ଖବର ପ୍ରକାଶ ପାଇଥିଲା, ଆମେରିକା ଇଣ୍ଡୋ-ପାସିଫିକ କମାଣ୍ଡର ନାମ ବଦଳାଇ ପୁଣିଥରେ ‘ପାସିଫିକ କମାଣ୍ଡ’ କରିଦେଇଛି। କଶ୍ମୀରର ଏକ ଭୁଲ୍‌ ମାନଚିତ୍ର ସହିତ…

ଝାଡୁ ଓ କଲମ

ତାକୁ ଗୋଟେ କୋଣକୁ କିଆଁ ଫୋପାଡ଼ିଦେଲ? ସିଏ ତୁମ ଘରଦ୍ୱାର ସଫା କରିଦେଲା। ତୁମ ଘର ସଫା ରହିଲାରୁ ଲକ୍ଷ୍ମୀ ବିଜେ କଲେ। ଧନଧାନ୍ୟରେ ଘର ପୂରିଉଠିଲା।…

ଦୁଇ ବର୍ଷର ଅବିସ୍ମରଣୀୟ ବିକାଶ ଯାତ୍ରା

ଆଜି ଦିନଟି ଆଧୁନିକ ଓଡ଼ିଶାର ରାଜନୈତିକ ଚିତ୍ରପଟରେ ସବୁଦିନ ପାଇଁ ସ୍ବର୍ଣ୍ଣାକ୍ଷରରେ ଲିପିବଦ୍ଧ ହୋଇ ରହିବ। ବୋଧହୁଏ, ଆଜି ପର୍ଯ୍ୟନ୍ତ କୌଣସି ରାଜ୍ୟର ସଫଳତା ପାଳନ କରିବା…

ସ୍ମାର୍ଟ କୂଟନୀତି

ସମ୍ପ୍ରତି ଭାରତୀୟ ବୈଦେଶିକ ସେବା (ଆଇଏଫ୍‌ଏସ୍‌)କୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମାଲୋଚନା ହେଉଛି ଏକ ନିରାଶାର ଅଭିବ୍ୟକ୍ତି। ଏଥିରୁ ଏକ ସ୍ପଷ୍ଟ ସତର୍କ ବାର୍ତ୍ତା ମିଳେ…

ଏଇ ଭାରତରେ

ଚାଇନା ବିଶ୍ୱରେ ଏକ ପ୍ରମୁଖ କାଗଜ ଉତ୍ପାଦନ କେନ୍ଦ୍ର ହେବାର ବହୁ ପୂର୍ବରୁ ଭାରତର ଏକ ଛୋଟ ଗାଁର ହାତତିଆରି କାଗଜର ଆଦୃତି ରହିଥିଲା ଏବଂ ପୂର୍ବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri