ଏଇ ଭାରତରେ

ଜଣେ ମହାକାଶ ବିଜ୍ଞାନୀଙ୍କ କୃଷି ମନସ୍କତା ବେଶ୍‌ ପ୍ରେରଣାଦାୟକ। ବେଙ୍ଗାଲୁରୁର ଇସ୍ରୋ କେନ୍ଦ୍ରର ବେଜ୍ଞାନିକ ଦିବାକର ଚାନ୍ନପା ସହରି ଜୀବନକୁ ଛାଡ଼ି ଏବେ ଗାଁରେ ଖଜୁରିକୋଳି ଚାଷ କରି ବର୍ଷକୁ ଏଥିରୁ ୧୫ ଲକ୍ଷ ଟଙ୍କା ରୋଜଗାର କରୁଛନ୍ତି। ଏହି ଚାଷ ସମ୍ପୂର୍ଣ୍ଣ ଜୈବିକ ପଦ୍ଧତିରେ କରାଯାଉଛି। ଦିବାକର ଇସ୍ରୋରେ ପ୍ରୋଜେକ୍ଟ ସାଇଣ୍ଟିଷ୍ଟ ଭାବେ କାର୍ଯ୍ୟ କରୁଥିଲେ। ୨୦୦୯ରେ ତାଙ୍କ ପିତା ହୃଦଘାତର ଶିକାର ହୋଇଥିଲେ। ଏହା ଯୋଗୁ ତାଙ୍କର ଅଙ୍ଗପ୍ରତ୍ୟଙ୍ଗ ଅଚଳ ହୋଇଯାଇଥିଲା। ତେବେ ଗାଁରେ ପରିବାରର ବୃତ୍ତି କୃଷିକୁ ବଞ୍ଚାଇବା ଲାଗି ଦିବାକର ଗାଁକୁ ଫେରି ଆସିଥିଲେ। ପ୍ରଥମେ ମାଣ୍ଡିଆ, ହରଡ ଡାଲି ଓ ମକାଚାଷ କରିଥିଲେ। ଏଥିରେ ଲାଭ ନ ହେବାରୁ ସେ ଇଜିପ୍ଟ, ସାଉଦି ଆରବ ଓ ଓମାନରେ ଫଳୁଥିବା ଖଜୁରି ଚାଷ ଆରମ୍ଭ କରିଥିଲେ। ସେ ଅଢେଇ ଏକରରେ ଏହି ଚାଷ କରୁଛନ୍ତି ଓ ଏକର ପିିଛା ୬ ଲକ୍ଷ ଟଙ୍କା ପାଉଛନ୍ତି। ମୋଟ ୫ ଟନ୍‌ ଖଜୁରି ଉପତ୍ାଦନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଦିଲ୍ଲୀର କିଡ୍‌ଓ୍ବାଇ ନଗରରେ ଚାଲୁଛି ଏକ ନିଆରା ସ୍କୁଲ। ଏହି ସ୍କୁଲର ଘର ନାହିଁ କି କୌଣସି ସରକାରୀ ପାଠ୍ୟକ୍ରମ ଅନୁଯାୟୀ ଶିକ୍ଷା ଦିଆଯାଉନାହିଁ। ପିଲାମାନେ ଗଛମୂଳେ…

ନେତା ହେବାକୁ ଅନୁକୂଳ ପରିବେଶ

ସଭା ସମିତି, ଜଳଖିଆ ଦୋକାନ, ଚା’ ଦୋକାନ, ପାନ ଦୋକାନ ଆଗରେ ଓ ଘରେ ବସି ସାଙ୍ଗସାଥୀ ସହିତ କଥାହେଲା ବେଳେ ଅନେକ ଶିକ୍ଷିତ ଲୋକ କହିଥା’ନ୍ତି,…

ନୈତିକ ମୂଲ୍ୟବୋଧ ଓ ଧର୍ମ

ଯେତେବେଳେ ଆମେ ଜଣେ କରୁଥିବା କାର୍ଯ୍ୟକୁ ‘ନୈତିକ’ ବୋଲି ବିଚାର କରୁ, ତାକୁ ଭଲ ଲୋକ କହୁ ଓ ଅନୈତିକ କାର୍ଯ୍ୟ କରୁଥିବା ଲୋକକୁ ମନ୍ଦ ଲୋକ…

ପାଖ ବିଦେଶ

ବାଂଲାଦେଶ ଜାତୀୟ ନିର୍ବାଚନରେ ଭୋଟ ହୋଇଥିବା ୨୯୯ ଆସନ ମଧ୍ୟରୁ ବାଂଲାଦେଶ ନ୍ୟାଶନାଲିଷ୍ଟ ପାର୍ଟି(ବିଏନ୍‌ପି) ଏକାକୀ ୨୦୯ ଆସନ ପାଇଥିବା ବେଳେ ସହଯୋଗୀଙ୍କୁ ମିଶାଇଲେ ସଂଖ୍ୟା ୨୧୨…

ମହେନ୍ଦ୍ରଗିରିର ଶିବ ମହିମା

ମହେନ୍ଦ୍ରଗିରି ପର୍ୱତ, ଯେଉଁ ପର୍ୱତ ଦିନେ ଥିଲା ଶ୍ୱେତକମଣ୍ଡଳ ରାଜ୍ୟର ଅଂଶବିଶେଷ, ଯେଉଁ ପର୍ୱତକୁ ନିଜ କବିତାରେ ସ୍ଥାନ ଦେଇଛନ୍ତି ଗୋଦାବରୀଶ ମିଶ୍ର, ଗୋପବନ୍ଧୁ ଦାସ ଏବଂ…

ଦେଶଭକ୍ତି ଚିନ୍ତା

ଆମ ଦେଶରେ ଜାତୀୟତାବାଦର ଅତ୍ୟଧିକ ଚାହିଦା ରହିଛି, ହେଲେ ସବୁବେଳେ ଏଠାରେ ଏହାର ଅଭାବ ଥିବା ମନେହୁଏ। ମୋ ଜୀବନରେ ଅତିବାହିତ ସବୁ ଦଶନ୍ଧିରେ ‘ବନ୍ଦେ ମାତରମ୍‌’କୁ…

ମୁଁ ଗୋଟିଏ ଗାଈ

ହାଁ ହାଁ ବାଇମନ… ରୁହ ରୁହ…! ଶୀର୍ଷକଟିକୁ ପଢ଼ି ଦେଇ ପିଲାବେଳର ରଚନା ଭାବି ଆଖି ବୁଲାଇ ନିଅନ୍ତୁନି! ଯେମିତି ଆପଣଙ୍କର ପିଲାବେଳ ଆଉ ନାହିଁ! ସେମିତି…

ଆମକୁ ଯାହା ଲଜ୍ଜା ନାହିଁ

ଅମ ଓଡ଼ିଶା ଭାଷା, ସାହିତ୍ୟ, ସଂସ୍କୃତି, ଚଳଣି, ଆମ ଖାଦ୍ୟ, ଆମ ବିଚାରଧାରା ସବୁଠି ବର୍ତ୍ତମାନ ଅନୁପ୍ରବେଶର ଉପଦ୍ରବ। ଏସବୁ ଭିତରେ ଊଣା ଅଧିକେ ହଜିବାକୁ ବସିଲାଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri