ଗଣପତି ଭଟ୍ଟ ପେସାରେ ଜଣେ କୃଷକ। କିନ୍ତୁ ସେ ନିଜସ୍ବ ଜ୍ଞାନକୌଶଳରେ ଏକ ଟ୍ରିସ୍କୁଟର ନିର୍ମାଣ କରିଛନ୍ତି। ଟେକ୍ନିକାଲ କିମ୍ବା ଇଞ୍ଜିନିୟରିଂ ନ ପଢ଼ି ଏଭଳି ମେଶିନ ନିର୍ମାଣ କରି ସେ ଏକ ସ୍ବତନ୍ତ୍ର ପରିଚିତି ପାଇପାରିଛନ୍ତି। ଗଣପତି ରହୁଛନ୍ତି ମାଙ୍ଗାଲୁରରେ। ତାଙ୍କ ଦ୍ୱାରା ନିର୍ମିତ ଟ୍ରି ସ୍କୁଟରଟି ଗଛ ଚଢୁଛି ଓ ଏହା ଉପରେ ବସି ଲୋକେ ଆରାମରେ ଗୁଆ ତୋଳିପାରୁଛନ୍ତି। ଖୁବ୍ କମ୍ ସମୟରେ ଏହା ଗୁଆଗଛର ଶୀର୍ଷରେ ପହଞ୍ଚିପାରୁଛି। ସ୍କୁଟରଟି ନିର୍ମାଣ କରିବା ପରେ ଗୁଆଚାଷୀମାନଙ୍କୁ ଅଧିକ ଶ୍ରମିକଙ୍କ ଉପରେ ନିର୍ଭର କରିବାକୁ ପଡ଼ୁନାହିଁ। ଏହି ମେଶିନରେ ଦିନକୁ ୩୦୦ ଗୁଆଗଛରୁ ଗୁଆ ତୋଳାଯାଇପାରୁଛି। ଜଣେ ଶ୍ରମିକ ୪ଜଣଙ୍କ କାର୍ଯ୍ୟ କରିପାରୁଛି। ଫଳରେ କମ୍ ଶ୍ରମଶକ୍ତିରେ ଅଧିକ ଲାଭ ମିଳୁଛି। ଏହି ମେଶିନରେ ବସିବା ଲାଗି ଏକ ସିଟ୍, ସିଟ୍ବେଲ୍ଟ, ମୋଟର ଏବଂ ଗଛ ଉପରକୁ ଚଢ଼ିବା ଲାଗି ଚକ ଲଗାଯାଇଛି।
ତିନି ଘଣ୍ଟାର ଗସ୍ତ
ନୂଆଦିଲ୍ଲୀରେ ମଧ୍ୟାହ୍ନ ଭୋଜନ ସମୟରେ ଏକ ବିଜ୍ନେସ ସମ୍ପର୍କିତ ଆଲୋଚନା ପାଇଁ ତିନି ଘଣ୍ଟା ଯଥେଷ୍ଟ ସମୟ। ତେବେ ଗତ ସପ୍ତାହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିମନ୍ତ୍ରଣରେ…
ରାମାୟଣରେ ସତୀ ସିଦ୍ଧାନ୍ତ
ରାମାୟଣର ଏକ ଓଡ଼ିଆ ସଂସ୍କରଣରେ ବର୍ଣ୍ଣନା କରାଯାଇଛି ଯେ, ଋଷି ଗୌତମ ତାଙ୍କ କନ୍ୟା ଅଞ୍ଜନି ଓ ଦୁଇ ପୁତ୍ରଙ୍କ ସହ ସମୁଦ୍ରକୂଳରେ ଚାଲୁଥିଲେ। ବାଲି ତାତି…
ନାରୀ ପାଇଁ ଭୋଟ ଅଧିକାର
ରାଣରୁ ଜଣାଯାଏ ମଦ୍ର ଦେଶର ନରପତି ଅଶ୍ୱପତି କନ୍ୟା ସନ୍ତାନଟିଏ ଲାଭକରିବା ଉଦ୍ଦେଶ୍ୟରେ ସହସ୍ରାଧିକ ଯଜ୍ଞ କରିଥିଲେ। ସେହିଭଳି ମିଥିଳାର ରାଜା ଜନକ ଏକଦା ଆକାଶରେ ସୁନ୍ଦରୀ…
ତଦନ୍ତର ରିଆଲିଟି ଶୋ
ପ୍ରାତଃ ଭ୍ରମଣ ପାଇଁ ମୁଁ ମୋ ଘର ପାଖ ଏକ ପାର୍କକୁ ପ୍ରତିଦିନ ଯାଏ। ପାର୍କରେ ଡ୍ୟୁଟି କରୁଥିବା ଜଣେ ସିକ୍ୟୁରିଟି ଗାର୍ଡ ଦିନେ ମୋ ନିକଟକୁ…
ଆଉ ଚାରା ନାହିଁ
ଓଡ଼ିଆରେ କଥା ଅଛି ‘ଆଉ ଚାରା ନାହିଁ’। ଅର୍ଥାତ୍ ଆଉ କିଛି ଉପାୟ ନ ଥିଲେ ବାଧ୍ୟ ହେବା ସ୍ଥିତିକୁ ଲକ୍ଷ୍ୟ କରାଯାଇ ଏଭଳି କୁହାଯାଇଥାଏ। ଗୋଟିଏ…
କେଉଁଠି ରହିଲା ଭାରତ
ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ ପୃଥିବୀରେ ଶାନ୍ତି ସ୍ଥାପନ ନିମନ୍ତେ ଜାତିସଂଘ ଗଠନ କରାଯାଇଥିଲା। ହେଲେ ବିଭିନ୍ନ ଦେଶ ଭିତରେ ବାରମ୍ବାର ଯୁଦ୍ଧ, ସଂଘର୍ଷ ଦେଖାଦେଉଥିଲେ ମଧ୍ୟ ଜାତିସଂଘ…
ସମଭାବରେ ବିରୋଧ ହେଉ
ଭାରତ ବାହାରେ ବିଭିନ୍ନ ସ୍ଥାନରେ ଇସ୍କନ ଅନୁଗାମୀଙ୍କ ଦ୍ୱାରା ପ୍ରତିଷ୍ଠିତ ଶ୍ରୀଜଗନ୍ନାଥ ମନ୍ଦିରରେ ଅନୁଷ୍ଠିତ ହେଉଥିବା ଅଦିନିଆ ରଥଯାତ୍ରାକୁ ବିରୋଧକରି ପୁରୀ ଗଜପତି ଏକ ଧାର୍ମିକ ସମ୍ମିଳନୀରେ…
ସମ୍ବିଧାନରେ ଶ୍ରେଷ୍ଠ ସମନ୍ବୟ
ଭାରତୀୟ ସମ୍ବିଧାନର ମୌଳିକ ଅଧିକାର ସମସ୍ତ ନାଗରିକଙ୍କୁ ସମାନ ଅଧିକାର ଉପଭୋଗ କରିବା ପାଇଁ ସୁଯୋଗ ପ୍ରଦାନ କରାଯାଇଛି। ସମ୍ବିଧାନର ଅନୁଚ୍ଛେଦ ୧୬(୧) ଓ ୧୬(୨)ରେ ନାଗରିକଙ୍କୁ…
Archives

