ଏଇ ଭାରତରେ

ଜିଆଖତରୁ ବର୍ଷକୁ ୧.୫ କୋଟି ଟଙ୍କା ରୋଜଗାର କରୁଛନ୍ତି କଶ୍ମୀରର ଅବଦୁଲ ଅହାଦ ଲୋନ୍‌। ସେ ତାଙ୍କର ୫ ଏକର ପରିମିତ ଆପଲ ଓ ଓ୍ବାଲ୍‌ନଟ୍‌ ଫାର୍ମରେ ଏହି ଖତ ପ୍ରସ୍ତୁତ କରି ବ୍ୟବହାର କରୁଛନ୍ତି। ଏହିି ଫାର୍ମ ସେ ୧୯୯୬ରେ ଆରମ୍ଭ କରିଥିଲେ। ସେ ବର୍ତ୍ତମାନ ୧୦୦୦ ବେଡ୍‌ରୁ ୫ ଟନ୍‌ ଖତ ପ୍ରସ୍ତୁତ କରିପାରୁଛନ୍ତି। ଏଥିରୁ ସେ ପ୍ରତିଦିନ ୫୦,୦୦୦ ଟଙ୍କା ପାଉଛନ୍ତି। ଜିଆଖତ ତିଆରି ସମ୍ପର୍କରେ ଅବଦୁଲ କୃଷି ବିଜ୍ଞାନ କେନ୍ଦ୍ରରୁ ପ୍ରଶିକ୍ଷଣ ନେବାପରେ ୨୦୦୨ରେ ଏହାର ଉପତ୍ାଦନ ଆରମ୍ଭ କରିଥିଲେ। ଏବେ ସେ ବର୍ଷକୁ ୫୦ କେଜି ବିଶିଷ୍ଟ ୩୬,୦୦୦ ପ୍ୟାକେଟ ଖତ ଉପତ୍ାଦନ କରୁଛନ୍ତି। କେବଳ ଏତିକି ନୁହେଁ ଅବଦୁଲ ସାରା କଶ୍ମୀରର ୧୫୦ ଜଣଙ୍କର ପଥ ପ୍ରଦର୍ଶକ ପାଲଟିଛନ୍ତି। ଏମାନଙ୍କ ମଧ୍ୟରେ ଅଧିକାଂଶ ଗୃହିଣୀ ରହିଛନ୍ତି। ଅବଦୁଲଙ୍କ ପ୍ରୋତ୍ସାହନରେ ଏବେ ସେମାନେ ଖତ ତିଆରି କରି ବେଶ୍‌ ଲାଭବାନ୍‌ ହୋଇପାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଦିଲ୍ଲୀର ‘ମାଠିଆ ମଣିଷ’ ନଟରାଜନ- ଏଭଳି ସମ୍ବୋଧନ ଅଜବ ଲାଗୁଥିଲେ ବି ଏହା ପଛରେ ରହିଛି ଏକ ବାସ୍ତବ କାହାଣୀ। ନଟରାଜନ ଦିଲ୍ଲୀର ଲୋକଙ୍କୁ ଥଣ୍ଡା ମାଠିଆ…

ପୁଞ୍ଜି ବଜାରରେ ଅବିଶ୍ୱାସ

ଞ୍ଜି ବଜାର ଏକ ଦେଶର ଅର୍ଥନୀତିର ଦର୍ପଣ ସଦୃଶ। ଏହା କେବଳ ଶେୟାର ଓ ଅନ୍ୟାନ୍ୟ ଆର୍ଥିକ ସମ୍ପତ୍ତିର କାରବାର ସ୍ଥଳ ନୁହେଁ, ବରଂ ଏହା ସଞ୍ଚୟ…

ସତ୍ୟର ପ୍ରୟୋଗ ବନାମ କାଳର ପ୍ରଭାବ

ବଡ଼ ବଡ଼ ମାଛ ଛୋଟ ଛୋଟ ମାଛକୁ ଖାଇ ସଫା କରିଦେଲା ପରି ବଡ଼ ବଡ଼ ଖବର ଦାଉରେ ଆଜିକାଲି ଛୋଟ ଛୋଟ ଖବର ଆଖିରେ ପଡ଼ୁନାହାନ୍ତି।…

ଚାଲିବା କେଉଁଠି

ସୁପ୍ରିମକୋର୍ଟ ୧୯ ଜୁନ୍‌ରେ ଏକ ରାୟରେ କହିଛନ୍ତି, ଚିହ୍ନଟ ହୋଇଥିବା ଫୁଟ୍‌ପାଥ ବା ପାଦଚଲା ପଥରେ ଚାଲିବା ଏକ ମୌଳିକ ଅଧିକାର। ଏହି ଅଧିକାର ସମ୍ବିଧାନର ଅନୁଚ୍ଛେଦ…

ଏଇ ଭାରତରେ

ଆନ୍ଧ୍ରପ୍ରଦେଶ ଏନ୍‌ଟିଆର୍‌ ଜିଲାର ଜି. ଶ୍ରୀନିବାସ ରେଡ୍ଡୀ ଏକ ନୂଆ କ୍ୟୁଆର୍‌ କୋଡ୍‌ ତିଆରି କରିଛନ୍ତି। କେହି ଯାତ୍ରା କରୁଥିବା ସମୟରେ ଏହି କ୍ୟୁଆର୍‌ ସ୍କାନ୍‌ କଲେ…

ସ୍ବାଧୀନତାର ମଣିଷ

ହାଯାଏ, ମଣିଷକୁ ସ୍ବାଧୀନତା ଦିଆଯାଇଛି। ମଣିଷ ସ୍ବାଧୀନ। ପୁଣି ସେହି ସ୍ବାଧୀନତାର ମର୍ମ ଉପଲବ୍ଧି କରି ସେ କର୍ମ ସମ୍ପାଦନ କଲେ ତା’ର ଜୀବନ ଠିକ୍‌ ବାଟରେ…

ଜନ ଆନ୍ଦୋଳନକୁ ଜନାର୍ଦ୍ଦନ ସାହା

ପଜିଲାପାଳଙ୍କ ଜନଶୁଣାଣିକୁ ନାପସନ୍ଦ କଲେ ଦେବଗଡ଼ ବାରକୋଟ ପଞ୍ଚାୟତବାସୀ, କାର୍ଯ୍ୟାଳୟରେ ତାଲା ପକେଇଲେ। ଦେଢ଼ କିଲୋମିଟର ରାସ୍ତା ଧୂଳି ଉଡିବାରେ ଜୀବନଯାତ୍ରା ବେହାଲ ହେବାରୁ ଅଭିଯାନ ଆରମ୍ଭ…

ଭାରତ କ’ଣ ପାଇଲା

ଜୁନ୍‌ ୧୭ରେ ଏକ ଖବର ପ୍ରକାଶ ପାଇଥିଲା, ଆମେରିକା ଇଣ୍ଡୋ-ପାସିଫିକ କମାଣ୍ଡର ନାମ ବଦଳାଇ ପୁଣିଥରେ ‘ପାସିଫିକ କମାଣ୍ଡ’ କରିଦେଇଛି। କଶ୍ମୀରର ଏକ ଭୁଲ୍‌ ମାନଚିତ୍ର ସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri