ଏଇ ଭାରତରେ

‘ଏମ୍‌ବିଏ ସରପଞ୍ଚ’ ଭାବେ ରାଜସ୍ଥାନର ଛବି ରାଜଓ୍ବାତ ବେଶ୍‌ ଜଣାଶୁଣା।
ଏମ୍‌ବିଏରେ ଡିଗ୍ରୀ ହାସଲ ପରେ ସେ ରାଜନୀତିକୁ ଆସିଥିଲେ ଓ ୨୦୧୦ରେ ପ୍ରଥମେ ସରପଞ୍ଚ ହୋଇଥିଲେ। ୨୦୧୦-୧୫, ୨୦୧୫-୨୦, ଏହି ଦୁଇ ଅବଧିରେ ସେ ସରପଞ୍ଚ ହୋଇ ପଞ୍ଚାୟତର ସୋଡା ଗାଁରେ ଶିକ୍ଷା, ରାସ୍ତାଘାଟ ତଥା ଜଳ ସମସ୍ୟା ଦୂର କରିବାରେ ସଫଳତା ପାଇଛନ୍ତି। ଏବେ ସରପଞ୍ଚ ନ ରହିଲେ ମଧ୍ୟ ବିଭିନ୍ନ ବିକାଶମୂଳକ କାର୍ଯ୍ୟରେ ତାଙ୍କର ଯୋଗଦାନ ରହୁଛି। ଅଧାରୁ ପାଠ ଛାଡ଼ିଦେଇଥିବା ପିଲାଙ୍କୁ ପୁନର୍ବାର ସ୍କୁଲକୁ ଫେରାଇ ଆଣିବାରେ ସକ୍ଷମ ବ୍ୟତୀତ ବିଦ୍ୟାଳୟର ପୁନରୁଦ୍ଧାର କରିଛନ୍ତି। ଶୁଷ୍କ ପୁଷ୍କରିଣୀର ପୁନରୁଦ୍ଧାର ହେବା ଦ୍ୱାରା ଜଳସେଚନ ହୋଇପାରିଛି। ପଞ୍ଚାୟତରେ ଥିବା କଲେଜର ଭିତ୍ତିଭୂମି ବିକାଶ କରାଯାଇଛି। ଏକ ବିରାଟ ପୋଖରୀ ଖନନ ପରେ ଜମିକୁ ଜଳସେଚନ କରାଯାଇପାରୁଛି। ଏଥିସହ, କଲେଜରେ ଡିଜିଟାଲ ଲାଇବ୍ରେରି କରିଛନ୍ତି। ଏବେ ଗାଁରେ ଇ- ଲାଇବ୍ରେରି ଖୋଲିବାକୁ ଯୋଜନା ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜଳ ନୋବେଲ ବିଜେତା

ବର୍ତ୍ତମାନର ଭୂରାଜନୈତିକ ଓ ଅର୍ଥନୈତିକ ସ୍ଥିତି ଇରାନ୍‌ ଓ ଆମେରିକା-ଇସ୍ରାଏଲ ଯୁଦ୍ଧ ଯୋଗୁ ଘୋର ପ୍ରଭାବିତ। ଏହାକୁ ନେଇ ପୃଥିବୀ ସନ୍ତ୍ରସ୍ତ। ଏଭଳି ସ୍ଥଳେ ୨୨ ମାର୍ଚ୍ଚରେ…

ପ୍ରକୃତ ଖଳନାୟକ

ଚାହେଁ ଇରାନ ବିଜୟୀ ହେଉ। ବିଜୟର ଅର୍ଥକୁ ଇରାନ ଏହିପରି ପରିଭାଷିତ କରେ: ଇରାନ ଉପରେ ଅନେକ ଦଶନ୍ଧି ଧରି ଆମେରିକା ଲାଗୁକରିଥିବା କଟକଣାକୁ ହଟାଇବା ଦରକାର;…

ପରୀକ୍ଷା ଋତୁ ଓ କୁତୁକୁତୁ

ମଣିଷ ଜୀବନଟା ଗୋଟେ ପରୀକ୍ଷା। ସେ ପରୀକ୍ଷାରେ କିଏ ବହୁତ ପଢିଲା ପରେ ବାରମ୍ବାର ଫେଲ୍‌ ହେଉଥାଏ ତ ଆଉ କିଏ ଆଦୌ ନ ପଢି କପିକୁପା…

ଆକାଶ ଛାତ

ଘର ତିଆରି କରିବାବେଳେ ଆମେ ଖରା, ବର୍ଷା, ଶୀତ ଓ ଅନ୍ୟାନ୍ୟ ଆପଦ ବିପଦରୁ ରକ୍ଷା ପାଇବା ପାଇଁ ଛାତଟିଏ ନିର୍ମାଣ କରୁ। ଘର ପାଇଁ ଛାତ…

ପ୍ରସ୍ତାବ ପ୍ରତ୍ୟାହାର

ବେଳେବେଳେ ସରକାରୀ ନୀତିର ରହସ୍ୟମୟ ତଥା ବାଧାସୃଷ୍ଟିକାରୀ ନିଷ୍ପତ୍ତି ସମ୍ପର୍କିତ ଖବର ଦେଖିବାକୁ ମିଳେ। ତିନି ମାସ ମଧ୍ୟରେ ଭାରତର ସଂଶୋଧିତ ଭୂମିକମ୍ପ ଅଞ୍ଚଳ ନିର୍ଦ୍ଧାରଣ ବ୍ୟବସ୍ଥା…

ସରଳ ଓ ଜଟିଳତାର ଭାଗମାପ

ସାଧାରଣତଃ ଆମେ ଲୋକଙ୍କଠାରୁ ଏପରି ଶୁଣିବାକୁ ପାଉ ଯଥା ”ଆମ ସାଇର ରାମବାବୁ ଖୁବ୍‌ ସରଳ, ସିଧାସାଦା ଲୋକ। ତାଙ୍କ ପୁଅ ରମେଶ ମଧ୍ୟ ଠିକ୍‌ ତାଙ୍କ…

ବିଷ ବଳୟର ଧାରା

ବ୍ରିଟିଶ ଜୀବବିଜ୍ଞାନୀ ତଥା ରିଭର ମନଷ୍ଟର୍ସ ଉପସ୍ଥାପକ ଜେରେମି ୱେଡ୍‌ ରହସ୍ୟମୟ ମିଠାପାଣି ପ୍ରାଣୀଙ୍କୁ ଖୋଜିବାରେ ପ୍ରସିଦ୍ଧ। ତାଙ୍କର ଯାତ୍ରା କେବଳ ମାଛ ଧରିବା ନୁହେଁ, ପ୍ରକୃତି…

ସମ୍ଭାବ୍ୟ ଖାଦ୍ୟ ସଙ୍କଟ

ଇରାନ୍‌ ବିରୋଧରେ ଆମେରିକା-ଇସ୍ରାଏଲ୍‌ ଯୁଦ୍ଧ ଆରମ୍ଭ କରିବା ପରଠାରୁ ହର୍ମୁଜ ଷ୍ଟ୍ରେଟ୍‌ରେ ସଙ୍କଟ ଦେଖାଯାଇଛି। ସେହି ସମୁଦ୍ର ପଥ ଦେଇ ପ୍ରତିଦିନ ପାଖାପାଖି ୧୦୦ ଜାହାଜ ଯାଉଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri