ଏଇ ଭାରତରେ

ଭାରତର ବିଭିନ୍ନ ଅଞ୍ଚଳରେ ଭିନ୍ନ ଭିନ୍ନ ପରମ୍ପରା ଚଳିଆସୁଛି। ଏସବୁ ପରମ୍ପରା ପଛରେ ଅନେକ କାହାଣୀ ରହିଥାଏ। ଉତ୍ତରପ୍ରଦେଶର ମହାରାଜଗଞ୍ଜ୍‌ ଜିଲା ବେଲଓ୍ବା ଚୌଧ୍‌ରୀ ଗାଁରେ ରହିଛି ଏଭଳି ଏକ ଅଜବ ପରମ୍ପରା। ଏଠାରେ ପ୍ରତିବର୍ଷ ବୁଦ୍ଧପୂର୍ଣ୍ଣିମାରେ ଗୋଟିଏ ଦିନ ଗଁାର ସମସ୍ତ ଲୋକ ଘର ଛାଡ଼ି ଗାଁ ବାହାରକୁ ପଳାଇଯାଆନ୍ତି। ସାଙ୍ଗରେ ଗୃହପାଳିତ ପଶୁଙ୍କୁ ମଧ୍ୟ ନେଇଯାଆନ୍ତି। ଏହାକୁ ସ୍ଥାନୀୟ ଅଞ୍ଚଳର ଲୋକେ ପରାଓ୍ବନ ପର୍ବ କହନ୍ତି। ଗ୍ରାମବାସୀମାନେ ଅଭିଶାପରୁ ରକ୍ଷା ପାଇଁ ଏହି ଦିନ ଗାଁ ଛାଡି ଚାଲିଯାଇଥାନ୍ତି। ଏହି ଦିନ ଗାଁରେ ରହିଲେ ମଣିଷ କିମ୍ବା ପଶୁପକ୍ଷୀଙ୍କ ମୃତ୍ୟୁ ଘଟିଥାଏ ବୋଲି ଲୋକଙ୍କ ବିଶ୍ୱାସ ରହିଛି। ଗାଁ ଲୋକଙ୍କ କହିବା କଥା ହେଉଛି ୨ଶହ ବର୍ଷ ତଳେ ବୁଦ୍ଧପୂର୍ଣ୍ଣିମା ଦିନ ଗାଁକୁ ଜଣେ ସାଧୁ ଆସିଥିଲେ। ସାଧୁ ଆସିବାର ସୂଚନା ଗ୍ରାମବାସୀଙ୍କ ପାଖରେ ନ ଥିଲା। ତେଣୁ ତାଙ୍କର ଯଥାର୍ଥ ସ୍ବାଗତ କରାଯାଇ ନ ଥିଲା। ଏଥିରେ ସାଧୁ କ୍ରୋଧ ପ୍ରକାଶ କରି ଅଭିଶାପ ଦେଇଥିଲେ। ତେଣୁ ଅଭିଶାପର ଫଳ ସେହିଦିନ ପଡିଥାଏ ବୋଲି ଲୋକଙ୍କର ବିଶ୍ୱାସ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

କେରଳମର ଯୁବ ଫଟୋଗ୍ରାଫର ନନ୍ଦୁ କେ.ଏସ୍‌. କହନ୍ତି, କ୍ୟାମେରା କେବଳ ସୁନ୍ଦର ଦୃଶ୍ୟ ଉତ୍ତୋଳନ ପାଇଁ ନୁହେଁ; ବରଂ ଏହା ସ୍ବଚ୍ଛତା, ଏକତା ଆଣିପାରେ, ପଦକ୍ଷେପ ପାଇଁ…

ଏକାଧିକ ବ୍ୟାଙ୍କ ଆକାଉଣ୍ଟ ରହିଛି କି

ମୋ କଲେଜ ପଢ଼ା ସମୟର ସାଙ୍ଗ ‘ନରେନ୍ଦ୍ର’ କଥା କହୁଛି। ତାଙ୍କର ଏକ ଭଲ ଅଭ୍ୟାସ ଥିଲା ଡାକଘର ବ୍ୟତୀତ ସେ ସମୟରେ ଯେତେ ସବୁ ଛୋଟବଡ଼…

ପୁସ୍ତକରେ ବନ୍ଦୀ ଶୈଶବ

ଏକ ସମୟ ଥିଲା, ସା ହେଲେ ପିଲାଙ୍କ ଚିତ୍କାର ଓ ଦୌଡ଼ାଦୌଡ଼ିରେ ଗାଁର ଖେଳପଡ଼ିଆ ହସୁଥିଲା। ଖେଳପଡ଼ିଆରେ ସେମାନେ ଶିଖୁଥିଲେ ସହଯୋଗ, ମିତ୍ରତା, ସହନଶୀଳତା ଓ ଜୀବନର…

ଦୁଇ ଆଞ୍ଚଳିକ ପ୍ରତିଦ୍ୱନ୍ଦ୍ୱୀ

ନିକଟରେ ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ ଭାରତ ଗସ୍ତରେ ଆସିଥିଲେ। ସେତେବେଳେ ସେ କହିଥିଲେ, ଭାରତ ହେଉଛି ଆମେରିକାର ଅନ୍ୟତମ ଗୁରୁତ୍ୱପୂର୍ଣ୍ଣ ରଣନୈତିକ ଭାଗୀଦାରି ।…

ପରିଚୟ ଖୋଜୁଛି ଭଦ୍ରକ ଗୁଡ଼

ଉପକୂଳ ଓଡ଼ିଶାରେ ଆଖୁଚାଷ କହିଲେ ଭଦ୍ରକ ଆଖୁକୁ ବୁଝାଏ। ଭଦ୍ରକ ଗୁଡ଼ର ବି ସେତିକି ଚାହିଦା ଥିଲା। ା ଯାଜପୁର, ବାଲେଶ୍ୱର,କେନ୍ଦୁଝରକୁ ଭଦ୍ରକ ଗୁଡ଼ ରପତ୍ାନି ହୁଏ।…

ରାମରାଜ୍ୟର ବାସ୍ତବ ଲକ୍ଷ୍ୟ

ଏବେ ‘ସନାତନ ଧର୍ମ’ ବାକ୍ୟାଂଶ ବା ସ୍ଲୋଗାନ ଅତି ସାଧାରଣ ଭାବରେ ବ୍ୟବହାର ହେଉଛି। ଏହାକୁ ଏକ ପ୍ରାଚୀନ ହିନ୍ଦୁ ଜୀବନଶୈଳୀ ରୂପେ ଉପସ୍ଥାପନ କରାଯାଉଛି, ଯାହା…

ଗୋଇନ୍ଦା ବିଫଳତା-ଉତ୍ତରଦାୟୀ କିଏ

ସାରା ରାଜ୍ୟରେ ବଡ଼ ଜୋରସୋରରେ କୁଖ୍ୟାତ ଅପରାଧୀମାନଙ୍କ ଧରପଗଡ଼ ଚାଲିଛି। କେତେଜଣ ଧରାହୋଇ ଜେଲ କୋଠରିକୁ ଫେରୁଛନ୍ତି ତ ପୁଣି କେତେକେ ପୋଲିସ ଆଖିରେ ଧୂଳିଦେଇ ଫେରାର…

୯ କିଲୋମିଟରର ଅକୁହା କାହାଣୀ

ପ୍ରଖର ରୌଦ୍ରତାପ। ପାଦ ପୋଡ଼ିଯାଉଛି, ଓଠ ଶୁଖିଯାଉଛି। ତା’ରି ଭିତରେ ଜଣେ ମହିଳା ନିଜର ୯୦ ବର୍ଷୀୟା ବୃଦ୍ଧା ଶାଶୁଙ୍କୁ ପିଠିରେ ବୋହି ପାହାଡ଼ିଆ ରାସ୍ତା, ପଥୁରିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri