Posted inଖେଳ

ଏଏଏର ସଦସ୍ୟା ହେଲେ ପିଟି ଉଷା

ନୂଆଦିଲ୍ଲୀ, ୧୪।୮(ପି.ଟି.)- କିମ୍ବଦନ୍ତୀ ଭାରତୀୟ ମହିଳା ସ୍ପ୍ରିଣ୍ଟର ପି.ଟି. ଉଷା ଏସିଆନ ଆଥ୍‌ଲେଟିକ୍‌ ଆସୋସିଏଶନ (ଏଏଏ)ର ଆଥ୍‌ଲେଟିକ କମିଶନ ସଦସ୍ୟ ହୋଇଛନ୍ତି। ଉପମହାଦେଶୀୟ ଷ୍ଟେଜ୍‌ରେ ଚମତ୍କାର ଆଚିଭମେଣ୍ଟ ପାଇଁ ଉଷାଙ୍କୁ ଏହି ସମ୍ମାନଜନକ ସଦସ୍ୟତା ପଦ ପାଇଁ ନିଯୁକ୍ତ କରାଯାଇଛି। ୫୫ ବର୍ଷୀୟା ଉଷା ତାଙ୍କ ସମୟରେ ଏସିଆ ମହାଦେଶର ଶ୍ରେଷ୍ଠ ମହିଳା ଧାବିକା ରହିଥିଲେ। ୧୯୯୨ ଅଲିମ୍ପିକ ସ୍ବର୍ଣ୍ଣ ପଦକ ବିଜେତା ହାମର୍‌ ଥ୍ରୋୟର ଉଜବେକିସ୍ତାନର ଆନ୍ଦ୍ରେ ଅବଦୁଭାଲିୟେଭ ୬ ସଦସ୍ୟ ବିଶିଷ୍ଟ ଏଏଏ ଆଥ୍‌ଲେଟିକ କମିଶନର ଅଧ୍ୟକ୍ଷ ରହିଛନ୍ତି। ‘ଏଏଏ ଆଥ୍‌ଲେଟିକ କମିଶନ ସଦସ୍ୟ ଭାବେ ମୋତେ ନିଯୁକ୍ତ କରାଯାଇଥିବାରୁ ଏହାକୁ ଗ୍ରହଣ କରୁଛି। ଏହା ଦେଶ ଓ ମୋ ପାଇଁ ଏକ ବଡ଼ ସମ୍ମାନ’ ବୋଲି ଉଷା ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

Men’s Hockey World Cup: ବିଜୟରୁ ଭାରତର ଅଭିଯାନ ଆରମ୍ଭ

ଆମଷ୍ଟେଲଭିନ, ୧୫।୮: ଆରମ୍ଭ ହୋଇଯାଇଛି ପୁରୁଷ ହକି ବିଶ୍ୱକପ। ଶନିବାର ଅନୁଷ୍ଠିତ ପୁଲ ଡି’ର ଉଦ୍‌ଘାଟନୀ ମ୍ୟାଚ୍‌ରେ ଭାରତ ୱେଲ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ବିଜୟରୁ…

ମାଛ ଧରୁଥିବା ବେଳେ ଗୋଡ଼ ଖସିଯିବାରୁ ପ୍ରଖର ସ୍ରୋତରେ ଭାସିଯାଇଥିଲେ, ଚାଲିଗଲା ଯୁବ ଅଧ୍ୟାପକଙ୍କ ଜୀବନ

ବୈଶିଙ୍ଗା,୧୫|୮(ରତନ ଦାଶ): ମୟୂରଭଞ୍ଜ ଓ ବାଲେଶ୍ଵର ଜିଲା ସୀମାନ୍ତ ବୁଢ଼ାବଳଙ୍ଗ ନଦୀର ଏକ ନାଳରେ ଶନିବାର ଦିନ ୧୦ଟା ସମୟରେ ମାଛ ଧରୁଥିବା ବେଳେ ପାଣିର ପ୍ରଖର…

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

ରାଇକିଆରେ ୮୦ତମ ସ୍ବାଧୀନତା ଦିବସ

ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri