Posted inଜାତୀୟ

ଏଏପିକୁ ଟାର୍ଗେଟ କଲେ କପିଲ

ନୂଆଦିଲ୍ଲୀ,୩।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ଯେତେ ପାଖେଇ ଆସୁଛି ନେତାମାନେ ପରସ୍ପର ମଧ୍ୟରେ ସେତେ ଦୋଷ ଲଦାଲଦି ହେଉଛନ୍ତି। ଭାରତୀୟ ଜନତା ପାର୍ଟି(ଭାଜପା) ପ୍ରାର୍ଥୀ କପିଲ ମିଶ୍ରା ପୁଣିଥରେ ଆମ ଆଦମୀ ପାର୍ଟି(ଏଏପି)କୁ ଟାର୍ଗେଟ କରିଛନ୍ତି। ନ୍ୟୁଜ ଏଜେନ୍ସି ଏଏନ୍‌ଆଇକୁ ଦେଇଥିବା ଏକ ସାକ୍ଷାତ୍‌କାରରେ ସେ କହିଛନ୍ତି, ଦିଲ୍ଲୀରେ ଗାଡିରେ ନିଆଁ ଲଗାଇଦେବା ଓ ପୋଲିସଙ୍କୁ ପିଟିବା ପଛରେ କଂଗ୍ରେସ ଓ ଏଏପିର ହାତ ରହିଛି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଜିନ୍ନାଙ୍କ ରାଜନୀତି କରୁଛନ୍ତି। ତେଣୁ ଏଏପିର ନୂଆ ନାଁ ମୁସଲିମ ଲିଗ ହେବା ଦରକାର। ଏହାପୂର୍ବରୁ କପିଲ ମିଶ୍ରା ଟୁଇଟ୍‌ କରି ଏଏପିର ନାଁ ପରିବର୍ତ୍ତନ କରିବାକୁ ମଧ୍ୟ ପରାମର୍ଶ ଦେଇଥିଲେ। ସେ ଆହୁରି ମଧ୍ୟ ଲେଖିଥିଲେ ଉମର ଖାଲିଦ, ଅଫଜଲ ଗୁରୁ, ବୁରହାନ ଓ୍ବାନି ଭଳି ଆତଙ୍କବାଦୀଙ୍କୁ ଯିଏ ନିଜର ପିତା ବୋଲି ମାନୁଛନ୍ତି ତାଙ୍କୁ ଯୋଗୀ ଆଦିତ୍ୟନାଥଙ୍କୁ ଦେଖିଲେ ଡର ଲାଗୁଛି।


Enter your email to get our daily news in your inbox.

All Right Reserved By Dharitri.Com

୧୬ଦିନରେ ୨ଟା ଗ୍ରହଣ: ସତ୍ତାରୁ ସୀମା ଯାଏ ବଡ଼ ହଲଚଲ! ଭାରତୀୟଙ୍କ ଉପରେ ମାଡ଼ି ଆସୁଛି ବଡ଼ ବିପଦ

ଅଗଷ୍ଟ ମାସ ବିଶେଷ ହେବାକୁ ଯାଉଛି। ଏହି ମାସରେ ମାତ୍ର ୧୬ ଦିନ ମଧ୍ୟରେ ସୂର୍ଯ୍ୟ ଓ ଚନ୍ଦ୍ର ଉଭୟଙ୍କ ଉପରେ ଗ୍ରହଣର ଛାୟା ପଡ଼ିବ। ପ୍ରଥମ…

ଲୁଗା ବ୍ୟବସାୟୀଙ୍କ ଘରେ କଳା କନା ବୁଲାଇଲେ ଦୁର୍ବୃତ୍ତ: ସୁନା ଗହଣା ସବୁ ଲୁଟିନେେଲେ

ଦାରିଙ୍ଗବାଡ଼ି, ୩।୮(ଅରୁଣ ସାହୁ ): କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡି ଥାନା ଦାରିଙ୍ଗବାଡି ର ଲୁଗା ବ୍ୟବସାୟୀ ଅଶୋକ ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ…

ବନ ନିଗମର ବିଭିନ୍ନ ସମସ୍ୟା ସମାଧାନ ଦାବି: ଖାଲି ପଦବୀ ପୂରଣ ଉପରେ ଗୁରୁତ୍ୱ

ଭଞ୍ଜନଗର, ୩।୮(ବାବୁଲା ପ୍ରଧାନ): ନିଖିଳ ଉତ୍କଳ ବନ ନିଗମ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସମ୍ପାଦକ ସମ୍ମିଳନୀ ସୋମବାର ଭୁବନେଶ୍ୱରସ୍ଥିତ ରାଜ୍ୟ କାର୍ଯ୍ୟାଳୟରେ ସଂଘର ସଭାପତି ପ୍ରିୟଦର୍ଶୀ ମିଶ୍ରଙ୍କ…

କ୍ରିକେଟ ଜଗତରୁ ଆସିଲା ବଡ଼ ଖବର: ୮ ବର୍ଷ ପାଇଁ ଏହି କ୍ରିକେଟରଙ୍କୁ ବ୍ୟାନ୍‌ କଲା ICC

ନୂଆଦିଲ୍ଲୀ,୩।୮: କ୍ରିକେଟ ଜଗତରୁ ଏକ ଚମକାଇଦେଲା ଭଳି ଖବର ସାମ୍ନାକୁ ଆସିଛି। ମ୍ୟାଚ ଫିକ୍ସିଂ ମାମଲାରେ ଦୋଷୀ ସାବ୍ୟସ୍ତ ହେବା ପରେ ଆମେରିକାର କ୍ରିକେଟର ଅଖିଲେଶ ରେଡ୍ଡିଙ୍କୁ…

ଶ୍ରାବଣ ସୋମବାରରେ ପାଟଣା ଅଞ୍ଚଳରେ ଭକ୍ତିମୟ ପରିବେଶ, ହରହର ମହାଦେବ ଧ୍ବନୀରେ ପ୍ରକମ୍ପିତ ମନ୍ଦିର

ପାଟଣା,୩ା୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍ ଅଞ୍ଚଳର ଶୈବ ପୀଠ ଗୁଡ଼ିକରେ ଭକ୍ତଙ୍କ ସମାଗମ ଦେଖିବାକୁ ମିଳିଥିଲା । ଶ୍ରାବଣ ମାସ ପ୍ରଥମ ସୋମବାର…

ଛାଡ଼ପତ୍ର ହେଲେ କାଙ୍ଗାଳ ହେବେ ରୋନାଲ୍ଡୋ! ବିବାହ ପୂର୍ବରୁ ରୋନାଲ୍ଡୋ-ଜର୍ଜିନା କରିଥିଲେ ଏହି ଏଗ୍ରିମେଣ୍ଟ

ଲିସବନ,୩।୮: ପର୍ତ୍ତୁଗାଲର ଦିଗ୍ଗଜ ଫୁଟବଲର୍‌ କ୍ରିଷ୍ଟିଆନୋ ରୋନାଲ୍ଡୋ ଏବଂ ତାଙ୍କ ଗର୍ଲଫ୍ରେଣ୍ଡ ଜର୍ଜିନା ରୋଡ୍ରିଗେଜଙ୍କ ବିବାହ ତାରିଖକୁ ନେଇ ଚାଲିଥିବା କଳ୍ପନାଜଳ୍ପନା ମଧ୍ୟରେ ଉଭୟଙ୍କର ବିବାହ ପୂର୍ବରୁ…

ପାନବରଜରେ ଗୁଳିମାଡ଼ ଘଟଣାର ପର୍ଦ୍ଧାଫାଶ କଲା ପୋଲିସ, ପ୍ଲଟ୍‌ ବ୍ୟବସାୟରୁ ହୋଇଥିଲା ବିବାଦ

ଖୋର୍ଦ୍ଧା,୩।୮(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଆଦର୍ଶ ଥାନା ଅନ୍ତର୍ଗତ ପାନବରଜ ଗ୍ରାମରେ ଗୁଳିକାଣ୍ଡ ମାମଲାରେ ପୋଲିସ ୮ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଖୋର୍ଦ୍ଧା ଆଦର୍ଶ ଥାନା…

ରାଉରକେଲା ସିଭିଲ୍ ଟାଉନ୍‌ସିପ୍‌ରେ ସେକ୍ସ ରାକେଟ୍‌ ଠାବ, ପ୍ରଲୋଭନ ଦେଖାଇ…

ରାଉରକେଲା,୩ା୮(ସଙ୍ଗୀତା ଜେନା): ସହରର ସିଭିଲ୍ ଟାଉନ୍‌ସିପ୍ ଅଞ୍ଚଳରେ ଏକ ବଡ଼ ଧରଣର ସେକ୍ସ ରାକେଟ୍ (ଦେହବ୍ୟାପାର) ଠାବ ହୋଇଛି। ରଘୁନାଥପାଲୀ ଥାନା ପୋଲିସ ବିଶ୍ୱସ୍ତ ସୂତ୍ରରୁ ଖବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri