Posted inଜାତୀୟ

ଏକ କାର୍ଯ୍ୟକ୍ରମରେ ସାମିଲ ହେବାକୁ ଯାଉଥିଲେ ପରିବାର, କେନାଲରେ ଖସିଲା କାର୍‌, ୫ ମୃତ

ବେଙ୍ଗାଲୁରୁ,୮।୧୧: କର୍ନାଟର ମାଣ୍ଡ୍ୟା ଜିଲାର ପାଣ୍ଡବପୁର ନିକଟରେ ମଙ୍ଗଳବାର ଏକ କାର୍‌ କେନାଲରେ ଖସିଯିବା ଫଳରେ ୫ ଜଣଙ୍କର ମୃତ୍ୟୁ ଘଟିଛି। ଘଟଣା ସମ୍ପର୍କରେ ସୂଚନା ପାଇବା ପରେ ପୋଲିସ ଉଦ୍ଧାର କାର୍ଯ୍ୟ ଚଳାଇଛି।

ମାଣ୍ଡ୍ୟାସବ ଡିଭିଜନାଲ ଅଫିସର ନନ୍ଦୀଶ କହିଛନ୍ତି, ମିଳିଥିବା ସୂଚନା ଅନୁଯାୟୀ ସମସ୍ତ ମୃତ ବ୍ୟକ୍ତି ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ମୈଶୂର ଯାଉଥିଲେ। ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି। ମୃତକଙ୍କ ସମ୍ପର୍କୀୟଙ୍କୁ ଏହି ଘଟଣା ସମ୍ପର୍କରେ ଅବଗତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ରାନ୍ସରେ ଛାତ୍ର-ପୋଲିସ ସଂଘର୍ଷ: ୪୦୦ ସ୍କୁଲ ବନ୍ଦ

ପ୍ୟାରିସ୍‌, ୩।୧୦: ଫ୍ରାନ୍ସରେ ଶୁକ୍ରବାର ବିକ୍ଷୋଭ ଆହୁରି ତୀବ୍ରତର ହୋଇଛି। ହାଇସ୍କୁଲ ଛାତ୍ରୀଛାତ୍ରମାନେ ବିଲ୍ଡିଂଗୁଡ଼ିକର ପ୍ରବେଶପଥ ଅବରୋଧ କରିବା, ପୋଲିସ ସହ ସଂଘର୍ଷ କରିବା ଏବଂ କେତେକ…

ଗୁଜରାଟ ୟୁସିସି ବିଲ୍‌କୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ

ଅହମଦାବାଦ,୩ା୧୦: ଗୁଜରାଟ ସମାନ ନାଗରିକ ସଂହିତା (ୟୁସିସି) ବିଲ୍‌କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଫଳରେ ଏହା କାର୍ଯ୍ୟକାରୀ ହେବା ଲାଗି ପଥ ପରିଷ୍କାର…

୬ରୁ ହବିଷିଆଳି ବ୍ରତ ପାଇଁ ଅନ୍‌ଲାଇନ ପଞ୍ଜୀକରଣ

ପୁରୀ,୩ା୧୦(ଅଜିତ୍‌ କୁମାର ମହାନ୍ତି) ଚଳିତ ବର୍ଷ ହବିଷିଆଳି ବ୍ରତ ବା ରାଈଦାମୋଦର ବ୍ରତ ଅକ୍ଟୋବର ୨୬ରୁ ଆରମ୍ଭ ହୋଇ ନଭେମ୍ବର ୨୪ରେ ଶେଷହେବ। କେବଳ ଅନ୍‌ଲାଇନ ମାଧ୍ୟମରେ…

ନେପୋଲିଅନଙ୍କ ରହସ୍ୟମୟ ଚିଠିର ଗୁମର ଖୋଲିଲା ଏଆଇ

ଲଣ୍ଡନ, ୩ା୧୦: ଫ୍ରାନ୍ସର ପ୍ରସିଦ୍ଧ ସମ୍ରାଟ ନେପୋଲିଅନ ବୋନାପାର୍ଟଙ୍କ ଏକ ୨୧୭ ବର୍ଷ ପୁରୁଣା ରହସ୍ୟମୟ ଚିଠିର ଗୁପ୍ତ ସଙ୍କେତକୁ କୃତ୍ରିମ ବୁଦ୍ଧିମତ୍ତା ବା ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ…

ସିଇସି ଜ୍ଞାନେଶଙ୍କ ଇସ୍ତଫା ଦାବି ତେଜିଲା

ମମ୍ବାଇ,୩ା୧୦: ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ପକ୍ଷରୁ ଶୁକ୍ରବାର ମୁମ୍ବାଇର ଶିବାଜୀ ପାର୍କରେ ଜେଲଭରୋ ଆନ୍ଦୋଳନ…

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?