Posted inଜାତୀୟ

ଏକ ଭାରତ-ଶ୍ରେଷ୍ଠ ଭାରତ ଭାବନା ଉଦ୍‌ଜୀବିତ ହେଉ: ଶାହ

ନୂଆଦିଲ୍ଲୀ,୯।୧୧: ଭାରତବାସୀଙ୍କ ମଧ୍ୟରେ ସବୁବେଳେ ଏକତାର ଦୃଷ୍ଟାନ୍ତ ଦେଖିବାକୁ ମିଳେ। ଏବେ ଜାତୀୟ ସଂହତି କ୍ଷେତ୍ରରେ ଏହା ଏକ ଭାରତ-ଶ୍ରେଷ୍ଠ ଭାରତ ଭାବନାକୁ ଉଦ୍‌ଜୀବିତ କରୁ ବୋଲି ସ୍ବରାଷ୍ଟ୍ର ମନ୍ତ୍ରୀ ଅଯୋଧ୍ୟା ରାୟ ପ୍ରକାଶ ପାଇବା ପରେ ଦେଶବାସୀଙ୍କ ଉଦ୍ଦେଶ୍ୟରେ କହିଛନ୍ତି। ଏହା ସହିତ ଶାନ୍ତି ଶୃଙ୍ଖଳା ବଜାୟ ରଖିବା ପାଇଁ ସେ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ପରାମର୍ଶ ଦେଇଛନ୍ତି। ଶହ ଶହ ବର୍ଷ ଧରି ଲାଗି ରହିଥିବା ବିବାଦରେ ସମାଧାନ ସହମତିରେ ହେବା ଏକ ଗୁରୁତ୍ୱପୂର୍ଣ୍ଣ ଘଟଣା। ଏହି ରାୟ ଭାରତବାସୀଙ୍କ ମଧ୍ୟରେ ଏକତ୍ୱ ରଜ୍ଜୁକୁ ସୁଦୃଢ଼ କରିବା ସହିତ ଭାରତର ଅନନ୍ୟ ସଂସ୍କୃତିକୁ ବିକଶିତ କରିବାକୁ ସକ୍ଷମ ହେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଖେଇ ଆସିଲାଣି ଗଣେଶ ପୂଜା, ମୂର୍ତ୍ତି ନିର୍ମାଣରେ ବ୍ୟସ୍ତ କାରିଗର

ରିଷିଡ଼ା,୯ା୯(ସୁଶାନ୍ତ ମଲ୍ଲିକ): ଗଣେଶ ପୂଜା ଉପଲକ୍ଷେ କଳାହାଣ୍ଡି ଜିଲା ଉତ୍ସବ ମୁଖର ହୋଇଉଠିଛି। ବିଶେଷକରି କର୍ଲାମୁଣ୍ତା ବ୍ଲକ ରିଷିଡ଼ା ଅଞ୍ଚଳର ମୂର୍ତ୍ତି କାରିଗରମାନେ ମାଟି ମୂର୍ତ୍ତି ନିର୍ମାଣରେ…

ଆବୁଧାବି ଗସ୍ତରେ ମୁଖ୍ୟମନ୍ତ୍ରୀ, ଆଜି ଆଇଏଚ୍‌ସିର ବ୍ୟବସାୟିକ ୟୁନିଟ୍‌-ଗ୍ରୁପ୍‌ କମ୍ପାନୀ ସହ କରିବେ ଆଲୋଚନା

ଭୁବନେଶ୍ୱର,୯ା୯(ସୁନିତ୍‌ ମିଶ୍ର): ଓଡ଼ିଶା ସରକାରଙ୍କ ୟୁଏଇ ନିବେଶ ଅଭିଯାନର ଅଂଶ ଭାବେ ୯ ସେପ୍ଟେମ୍ବର ୨୦୨୬ରେ ବ୍ୟବସାୟ ନିବେଶ ଓ କୂଟନୈତିକ କ୍ଷେତ୍ରରେ ଏକାଧିକ ଉଚ୍ଚସ୍ତରୀୟ ଆଲୋଚନା…

ମୋଦି କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ହେଲା ବଡ଼ ଘୋଷଣା, ଓଡ଼ିଶାକୁ…

ନୂଆଦିଲ୍ଲୀ,୯।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଦେଶର ରେଳ ଭିତ୍ତିଭୂମିକୁ ଆହୁରି ସୁଦୃଢ଼ କରିବା…

ବିଭିନ୍ନ ଦାବିରେ ଉପଜିଲାପାଳ ଅଫିସ ଘେରାଉ କଲା ବିଜେଡି

ପାଟଣାଗଡ଼,୯ା୯(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ରେ ବିଭିନ୍ନ ଦାବି ନେଇ ବୁଧବାର ସ୍ଥାନୀୟ ବିଜେଡି ପକ୍ଷରୁ ଉପଜିଲାପାଳଙ୍କ କାର୍ଯ୍ୟାଳୟକୁ ଘେରାଉ କରାଯାଇଛି। ଏହି ଅବସରରେ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ…

‘ଦୃଶ୍ୟମ ୩’ର ଧମାକାଦାର ଟ୍ରେଲର ରିଲିଜ୍‌: ସାଉଁଟୁଛି ପ୍ରଶଂସା

ବଲିଉଡ ଅଭିନେତା ଅଜୟ ଦେବଗନଙ୍କ ବହୁ ପ୍ରତୀକ୍ଷିତ କ୍ରାଇମ ଥ୍ରିଲର୍‌ ‘ଦୃଶ୍ୟମ ଦ କନକ୍ଲୁଜନ’ ଅର୍ଥାତ୍‌ ‘ଦୃଶ୍ୟମ ୩’ର ଟ୍ରେଲର୍‌ ରିଲିଜ ହୋଇଛି। ୨୦୧୫ରେ ଆରମ୍ଭ ହୋଇଥିବା…

ଦ୍ୱିତୀୟ ସେମିଷ୍ଟାର ପରୀକ୍ଷା ଫଳକୁ ନେଇ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଅସନ୍ତୋଷ: ମୂଲ୍ୟାଙ୍କନ ଉପରେ ପ୍ରଶ୍ନବାଚୀ

ଭଞ୍ଜନଗର,୯।୯(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶବିଦ୍ୟାଳୟ ପକ୍ଷରୁ ମଙ୍ଗଳବାର ସନ୍ଧ୍ୟାରେ ଯୁକ୍ତ ୩ ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ଏଥିରେ ଅନେକ ଛାତ୍ରୀଛାତ୍ରଙ୍କ ପେପର ବ୍ୟାକ…

ଭାରତ ରତ୍ନ ସିଏନଆର ରାଓଙ୍କୁ ‘SIR’ ନୋଟିସ: ଭୋଟର ତାଲିକାରେ ନାଁ ଭୁଲ

ବେଙ୍ଗାଲୁରୁ,୯।୯: ଭୋଟର ତାଲିକାରେ ନାଁ ସ୍ପେଲିଂ ବନାନରେ ଅସଙ୍ଗତି ଥିବା ଜଣାପଡ଼ିବା ପରେ ଭାରତ ରତ୍ନ ବିଶିଷ୍ଟ ବୈଜ୍ଞାନିକ ପ୍ରଫେସର ସିଏନଆର ରାଓଙ୍କୁ ନୋଟିସ ଜାରି କରାଯାଇଛି।…

PM ମୋଦିଙ୍କ ସାର୍ବଜନୀନ ଜୀବନର ୨୫ ବର୍ଷ: ନୀତିନ ନବୀନ କହିଲେ- ଅକ୍ଟୋବର ୨ରେ…

ନୂଆଦିଲ୍ଲୀ,୯।୯: ଭାରତୀୟ ଜନତା ପାର୍ଟି (BJP) ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସାର୍ବଜନୀନ ଜୀବନର ୨୫ ବର୍ଷ ପୂର୍ତ୍ତି ଅବସରରେ ଆସନ୍ତା ମାସରେ ‘ସେବା ସଂକଳ୍ପ ଅଭିଯାନ’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri