ନୂଆଦିଲ୍ଲୀ,୩୦-୬: କେନ୍ଦ୍ର ସରକାର ସାରା ଦେଶରେ ‘ଏକ ରାଷ୍ଟ୍ର, ଏକ ରାଶନ କାର୍ଡ’ ବ୍ୟବସ୍ଥା ଲାଗୁ କରିବାକୁ ଯାଉଛନ୍ତି। ରାଜ୍ୟ ସରକାରଗୁଡ଼ିକୁ ଏଥିପାଇଁ ଆସନ୍ତାବର୍ଷ ଜୁନ୍ ୩୦ ଯାଏ ସମୟ ଦିଆଯାଇଛି। ଏହି ବ୍ୟବସ୍ଥା ଦ୍ୱାରା ହିତାଧିକାରୀ ଦେଶର ଯେକୌଣସି ସ୍ଥାନରୁ ଶସ୍ତାରେ ରାଶନ କିଣିପାରିବେ। କେନ୍ଦ୍ର ଖାଦ୍ୟ ଓ ସାଧାରଣ ବଣ୍ଟନ ମନ୍ତ୍ରୀ ରାମବିଳାସ ପାଶ୍ୱାନ କହିଛନ୍ତି ଯେ, ଆନ୍ଧ୍ରପ୍ରଦେଶ, ଗୁଜରାଟ, ହରିୟାଣା, ଝାଡ଼ଖଣ୍ଡ, କର୍ନାଟକ, କେରଳ, ମହାରାଷ୍ଟ୍ର, ରାଜସ୍ଥାନ,ତେଲେଙ୍ଗାନା ଏବଂ ତ୍ରିପୁରା ଭଳି ୧୦ ରାଜ୍ୟ ଏଥିପୂର୍ବରୁ (ପିଡିଏସ୍)ରେ ପୋର୍ଟେବିଲିଟି ଉପଲବ୍ଧ କରାଇଛନ୍ତି। ଆସନ୍ତାବର୍ଷ ଜୁନ୍ ୩୦ ସୁଦ୍ଧା ନୂଆ ବ୍ୟବସ୍ଥାକୁ ବିନା ବାଧାରେ ଲାଗୁ କରାଯିବ। କେନ୍ଦ୍ର ପକ୍ଷରୁ ଏ ସମ୍ପର୍କରେ ରାଜ୍ୟ ସରକାରଗୁଡ଼ିକୁ ପତ୍ର ଲେଖାଯାଇଛି। ନୂଆ ବ୍ୟବସ୍ଥା ଦ୍ୱାରା ରାଶନ କାର୍ଡ ଜାଲିଆତି ବନ୍ଦ ହୋଇଯିବ ବୋଲି ପାଶ୍ୱାନ କହିଛନ୍ତି। ତାମିଲନାଡୁ, ପଞ୍ଜାବ, ଓଡ଼ିଶା ଓ ମଧ୍ୟପ୍ରଦେଶ ସମେତ ୧୧ ରାଜ୍ୟରେ ଇତିମଧ୍ୟରେ ରାଶନ ଦୋକାନରେ ପଏଣ୍ଟ ଅଫ୍ ସେଲ୍(ପିଓଏସ)୍ ଲାଗୁ କରାଯାଇଥିବାରୁ ପଡି କାର୍ଡଧାରୀଙ୍କ ଲାଗି ନୂଆ ବ୍ୟବସ୍ଥା ଲାଗୁ କରିବା ସହଜ ହେବ। ମୋଦି ସରକାରଙ୍କ ୧୦୦ ଦିନର ଏଜେଣ୍ଡାରେ ଏହାକୁ ସାମିଲ କରାଯାଇଛି। ସୂଚନାଥାଉ କି, ୨୦୧୬ ନଭେମ୍ବରରେ ଦେଶରେ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ଲାଗୁ କରାଯାଇଥିଲା। ଏହା ଅଧୀନରେ ୮୦ କୋଟି ଲୋକଙ୍କୁ ରାଶନ କାର୍ଡ ଜରିଆରେ ଶସ୍ତା ଦରରେ ଖାଦ୍ୟଶସ୍ୟ ଯୋଗାଇ ଦିଆଯାଉଛି।
ମୁନିରଙ୍କୁ ଫୋନ କଲେ ଟ୍ରମ୍ପ: ଯୁଦ୍ଧ ସମ୍ପର୍କରେ ହେଲା ଏମିତି ଆଲୋଚନା
ଓ୍ବାଶିଂଟନ୍,୨୪।୮: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ସାମରିକ ଏବଂ ରାଜନୈତିକ ଉତ୍ତେଜନା ମଧ୍ୟରେ ପାକିସ୍ତାନର ସେନା ମୁଖ୍ୟ ଫିଲ୍ଡ ମାର୍ଶାଲ ଅସୀମ ମୁନିର ସୋମବାର ତେହେରାନ…
ଏୟାର ବ୍ୟାଗରେ ଗଞ୍ଜେଇ: ବଲାଙ୍ଗୀର ରେଲୱେ ଷ୍ଟେଶନରେ ଅପେକ୍ଷା କରିଥିବା ଯୁବକଙ୍କୁ…
ବଲାଙ୍ଗୀର, ୨୪/୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନରୁ ୧୦ କେଜି ଗଞ୍ଜେଇ ରେଲୱେ ସୁରକ୍ଷା ବଳ (ଆରପିଏଫ) ଜବତ କରିଛି। ଏହି ଘଟଣାରେ ଜଣେ…
SIM ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର, ବଦଳିଲା ନିୟମ; ପାଖରେ ଏତିକି ସିମ୍ ଥିଲେ ମିଳିବନି…
ନୂଆଦିଲ୍ଲୀ,୨୪।୮: ମୋବାଇଲ ସିମ କାର୍ଡ ନେବା, ବଦଳାଇବା, ଟ୍ରାନ୍ସଫର କରିବା କିମ୍ବା ବନ୍ଦ କରିବାର ନିୟମ ଏବେ ଆହୁରି କଡ଼ା ହୋଇଛି। ନକଲି ସିମ କାର୍ଡ ଓ…
ଚନ୍ଦ୍ରିକାଙ୍କ ପଦଚ୍ୟୁତ ପରେ ସରପଞ୍ଚ ଦାୟିତ୍ୱ ନେଲେ ଦୀପକ: ମୌଳିକ ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି
ଦାରିଙ୍ଗବାଡି, ୨୪।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲ୍ଲିକଙ୍କ ଅନାସ୍ଥା ପରେ ନିଜ ପଦ ହରାଇ ବସିଥିଲେ। ତାଙ୍କ ସ୍ଥାନରେ ସୋମବାର…
ରାଜନୀତିରେ ହଲଚଲ! ସନ୍ନ୍ୟାସ ନେବେ କି ଗଡ଼କରୀ? ଏଭଳି ବୟାନକୁ ନେଇ ବଢ଼ିଲା ଚର୍ଚ୍ଚା
ନୂଆଦିଲ୍ଲୀ,୨୪।୮: କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡକରୀଙ୍କ ଏକ ବୟାନକୁ ନେଇ ରାଜନୈତିକ ମହଲରେ ନୂଆ ଚର୍ଚ୍ଚା ଆରମ୍ଭ ହୋଇଛି । ନାଗପୁରର…
କର୍ଲାମୁଣ୍ଡାରେ ଯୁଗ୍ମ ଜନଶୁଣାଣି: ଜିଲାପାଳ ସଚିନ୍ ପାୱାରଙ୍କ ଅଧ୍ୟକ୍ଷତାରେ ୮୨ଟି ଅଭିଯୋଗ
କର୍ଲାମୁଣ୍ଡା, ୨୪।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପରିସରସ୍ଥିତ ରାଜୀବ ଗାନ୍ଧୀ ସେବା ଭବନରେ ସୋମବାର ଏକ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ…
୨ ମାସ ହେବ ବଲକି ଗାଁ ଅନ୍ଧାର: ବିଦ୍ୟୁତ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ
ତୁମୁଡ଼ିବନ୍ଧ, ୨୪।୮ (ଦୀପକ କୁମାର ପରାସେଠ): ଦୁଇ ମାସ ହେବ ବଲକି ଗାଁ ଅନ୍ଧାରରେ। ଟ୍ରାନ୍ସଫର୍ମର ଖରାପ ହୋଇଯିବା ପରେ ଆଜି ପର୍ଯ୍ୟନ୍ତ ବିଦ୍ୟୁତ ସେବା ସ୍ୱାଭାବିକ…
ଧୋନୀଙ୍କ ଐତିହାସିକ ରେକର୍ଡ ଭାଙ୍ଗିଲେ ରିଷଭ ପନ୍ତ: ଭାରତର ସବୁଠୁ ସଫଳ…
ନୂଆଦିଲ୍ଲୀ,୨୪।୮: ଭାରତର ଉଇକେଟକିପର-ବ୍ୟାଟସମ୍ୟାନ ରିଷଭ ପନ୍ତ ଏବେ ଚମତ୍କାର ଫର୍ମରେ ଅଛନ୍ତି। ତାଙ୍କର ଶେଷ ଚାରୋଟି ଟେଷ୍ଟ ଇନିଂସରେ ତିନୋଟି ଅର୍ଦ୍ଧଶତକ ମାରିଛନ୍ତି। ସେ କଲମ୍ବୋ ଟେଷ୍ଟରେ…
Archives

