Posted inଖେଳ

ଏକଦିବସୀୟ ମ୍ୟାଚ୍‌ରେ ଦ୍ରୁତତମ ୧୦ ହଜାର ରନ୍‌ ସଂଗ୍ରହ କରିଥିବା ବିଶ୍ୱର ୫ ଖେଳାଳି

ବିଶ୍ୱରେ ଏମିତି କିଛି ଖେଳାଳି ଅଛନ୍ତି ଯେଉଁମାନଙ୍କ ରେକର୍ଡ ଭାଙ୍ଗିବା କଷ୍ଟକର। ଏକଦିବସୀୟ ମ୍ୟାଚରେ ୧୦ ହଜାର ରନ ସଂଗ୍ରହ ଏକ ଏଭଳି ମାଇଲ୍‌ଖୁଣ୍ଟ, ଯାହାକୁ ପ୍ରତ୍ୟେକ ବ୍ୟାଟ୍ସମ୍ୟାନ ହାସଲ କରିବାକୁ ଚାହାଁନ୍ତି। ଏକଦିବସୀୟ ମ୍ୟାଚ୍‌ରେ ଦ୍ରୁତତମ ୧୦ ହଜାର ଦ୍ରୁତତମ ରନ ସ୍କୋର କରିଥିବା ବ୍ୟାଟ୍ସମ୍ୟାନ୍‌ଙ୍କ ସମ୍ପର୍କରେ…

ଜ୍ୟାକ୍‌ କାଲିସ୍‌
ବିଶ୍ୱର ସର୍ବଶ୍ରେଷ୍ଠ ଅଲରାଉଣ୍ଡର ଜ୍ୟାକ୍‌ କାଲିସ୍‌ ୧୮ ବର୍ଷ କ୍ରିକେଟ କ୍ୟାରିୟରରେ ଅନେକ ରେକର୍ଡ ହାସଲ କରିଛନ୍ତି। ସେ ୨୭୨ଟି ଏକଦିବସୀୟ ମ୍ୟାଚ୍‌ ଖେଳି ୧୧୫୭୯ ରନ୍‌ ସହ ୨୭୩ଟି ଉଇକେଟ୍‌ ନେଇଛନ୍ତି। ୧୯୯୬ ଜାନୁୟାରୀରେ ଡେବ୍ୟୁ କରିଥିବା କାଲିସ୍‌ ୧୩ ବର୍ଷ ୧୪ ଦିନ ଅର୍ଥାତ୍‌ ଜାନୁୟାରୀ ୨୩, ୨୦୧୯ରେ ଅଷ୍ଟ୍ରେଲିଆ ବିପକ୍ଷରେ ୧୦ ହଜାର ରନ୍‌ ସଂଗ୍ରହ କରିଥିଲେ।

ରିକି ପଣ୍ଟିଂ
ଅଷ୍ଟ୍ରେଲିଆ ଦଳର ପୂର୍ବତନ ଅଧିନାୟକ ରିକି ପଣ୍ଟିଂ ୧୬ ବର୍ଷ କ୍ରିକେଟ କ୍ୟାରିୟରରେ ୩୭୫ ଏକଦିବସୀୟ ମ୍ୟାଚ୍‌ ଖେଳି ୧୩୭୦୪ ରନ କରିଥିଲେ। ସେ ୧୨ ବର୍ଷ ୩୭ଦିନରେ ୧୦ ହଜାର ରନ୍‌ ସଂଗ୍ରହ କରିଥିଲେ।

ସୌରଭ ଗାଙ୍ଗୁଲି
ଭାରତର ସଫଳତମ ଅଧିନାୟକ ସୌରଭ ଗାଙ୍ଗୁଲି ଏକଦିବସୀୟ କ୍ରିକେଟରେ ୧୧,୩୬୩ରନ୍‌ କରିଛନ୍ତି। ୧୦ ହଜାର ରନ୍‌ କରିବାକୁ ତାଙ୍କୁ ୧୩ ବର୍ଷ ୨୦୪ ଦିନ ଲାଗିଥିଲା।

ସଚିନ ତେନ୍ଦୁଲକର
ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକର ନିଜ ୨୪ ବର୍ଷ କ୍ରିକେଟ କ୍ୟାରିୟରରେ ୪୬୩ଟି ଏକଦିବସୀୟ ମ୍ୟାଚ୍‌ ଖେଳି ୧୮,୪୨୬ ରନ୍‌ କରିଥିଲେ। ସେ ୧୧ ବର୍ଷ ୧୦୩ ଦିନରେ ଏକଦିବସୀୟ ମ୍ୟାଚ୍‌ରେ ୧୦ ହଜାର ରନ୍‌ ସଂଗ୍ରହ କରିଥିଲେ।

ବିରାଟ କୋହଲି
ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଏକଦିବସୀୟ ମ୍ୟାଚ୍‌ରେ ଦ୍ରୁତତମ ୧୦ ହଜାର ରନ୍‌ ସଂଗ୍ରହ କରିଛନ୍ତି। ତାଙ୍କୁ ଏହି ମାଇଲଖୁଣ୍ଟ ହାସଲ କରିବାକୁ ମାତ୍ର ୧୦ ବର୍ଷ ୬୭ ଦିନ ଲାଗିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ-ଆମେରିକା ଯୁଦ୍ଧବିରତି ଉପରେ ଆଲୋଚନା ଦୂରର କଥା: ବୈଠକ ପୂର୍ବରୁ ୨ଟି ବଡ଼ ସର୍ତ୍ତ ରଖିଦେଲେ…

ନୂଆଦିଲ୍ଲୀ,୧୧।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଏକ ଇରାନୀ ପ୍ରତିନିଧି ଦଳ ଶାନ୍ତି ଆଲୋଚନା ପାଇଁ ଇସଲାମାବାଦରେ ପହଞ୍ଚିଛି। ଏହି ପ୍ରତିନିଧି ଦଳ…

ଯାତ୍ରୀବାହୀ ବସ୍‌କୁ ପଛପଟୁ ପିଟିଲା ଟ୍ରକ: ବିଦ୍ୟୁତ ଟ୍ରାନ୍ସଫର୍ମରରେ ବାଜି…

ସୋହେଲା,୧୧।୪(ଅଶ୍ବିନୀ ପାତ୍ର):ବରଗଡ଼ ଜିଲା ସୋହେଲାଠାରେ ବରଗଡ଼ ରାୟପୁର ଜାତୀୟ ରାଜପଥ ରେ ଏକ ବଡ଼ ଧରଣର ସଡକ ଦୁର୍ଘଟଣା ଘଟିଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ରାଉରକେଲାରୁ ରାୟପୁର…

କ୍ରୀଡ଼ା ସାମଗ୍ରୀ କିଣାରେ ଦୁର୍ନୀତି ଘଟଣା: ଅଭିଯୋଗ ପରେ ବି ହେଉନି କାର୍ଯ୍ୟାନୁଷ୍ଠାନ

ଭବାନୀପାଟଣା,୧୧ା୪(ଉତ୍ତମ କୁମାର ଦାଶ):ପୂର୍ବ ସରକାର ପ୍ରତି ବ୍ଲକକୁ କ୍ରୀଡ଼ା ସାମଗ୍ରୀ କିଣିବା ପାଇଁ ଆର୍ଥିକ ସହାୟତା ଯୋଗାଇଥିଲେ। ଗ୍ରାମାଞ୍ଚଳରେ କ୍ରୀଡ଼ା କ୍ଷେତ୍ରରେ ଆଗ୍ରହ ସୃଷ୍ଟି ଏହାର ମୂଳ…

୪୦ ଫୁଟ୍‌ ତଳକୁ ଖସିଲା OSRTC ବସ୍‌: ୨୪ଯାତ୍ରୀ ଆହତ, ଜଣେ ମୃତ

ପଟ୍ଟାଙ୍ଗି , ୧୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଘାଟିରେ OSRTC ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ଯାତ୍ରୀ ଆହତ…

କେମୋଥେରାପିରେ ସୀମିତ କ୍ୟାନ୍‌ସର ଚିକିତ୍ସା: ୧୩୮କୋଟିର ହସ୍ପିଟାଲରେ ମିଳୁନି ସ୍ବାସ୍ଥ୍ୟସେବା

ବରଗଡ଼,୧୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା କ୍ୟାନସର ରୋଗୀଙ୍କ ହବ୍‌ ପାଲଟିଛି। ଏଠାରେ କ୍ୟାନସର ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ବଢ଼ି ଚାଲିଛି। ଅନ୍ୟପଟେ ଏଠାରେ ଥିବା କ୍ୟାନସର ହସ୍ପିଟାଲରୁ…

ଭାଉଜଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ ଦିଅର, ଗର୍ଭବତୀ ହେବାରୁ…

ପାଟଣା,୧୧ା୪(ବୀରକିଶୋର ଦାଶ):କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ପୋଲିସ ସମ୍ପର୍କୀୟ ବିଧବା ଭାଉଜଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ଓ ଭାଉଜ ଗର୍ଭବତୀ ହେବା ପରେ…

ମୁଣ୍ଡିଆ ମାରିଲେ, ମନ୍ଦିରରୁ ସବୁ ଲୁଟିନେଲେ: ମାଷ୍ଟରମାଇଣ୍ଡ୍‌ ଜଣେ ମହିଳା

ଭୁବନେଶ୍ୱର,୧୧।୪(ତ୍ରିନାଥ ମହାନ୍ତି):ଗୋଟିଏ ରାତିରେ ଦୁର୍ବୃତ୍ତମାନେ ୩ ମନ୍ଦିରରେ ପଶି ପୋଛି ନେଇଛନ୍ତି ଲକ୍ଷାଧିକ ଟଙ୍କାର ସୁନା ଗହଣା ଏବଂ ଟଙ୍କା। ଚନ୍ଦ୍ରଶେଖରପୁର ଥାନା ପଟିଆ ଗଁାରେ ଥିବା…

ପୋଲିସ ଦମନଲୀଳାର ଦୁଃଖ ବଖାଣିଲେ ସିଜିମାଳି ଆଦିବାସୀ

ଭୁବନେଶ୍ୱର, ୧୧ା୪(ବନ୍ଦନା ସେଠୀ):ବେଦାନ୍ତ ପାଇଁ ରାୟଗଡ଼ା ଜିଲାର ସିଜିମାଳି ଅଞ୍ଚଳରେ ଆଦିବାସୀ ଲୋକଙ୍କ ଉପରେ ଚାଲିଥିବା ପୋଲିସର ଦମନଲୀଳା, ନିଷେଧାଦେଶ ଓ ଗଣତାନ୍ତ୍ରିକ ଅଧିକାର ଉଲ୍ଲଂଘନକୁ ବାମପନ୍ଥୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri