Posted inଖେଳ

ଏକାଥରକେ ପଦାର୍ପଣ କରିଥିବା ଦୁଇ ଭାରତୀୟ ଓପନର

ହାମିଲଟନ,୫।୨- ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଦିନିକିଆରେ ଟିମ୍‌ ଇଣ୍ଡିଆ ପାଇଁ ଦୁଇ ପଦାର୍ପଣକାରୀ ଖେଳାଳି ପୃଥ୍ବୀ ଶ’ ଓ ମୟଙ୍କ ଅଗ୍ରଓ୍ବାଲ ଓପନିଂ କରିଥିଲେ। ତେବେ ଦୁଇ ବ୍ୟାଟ୍ସମ୍ୟାନ ପ୍ରଥମ ମ୍ୟାଚ୍‌ରେ ସେତେଟା ସଫଳ ହୋଇନାହାନ୍ତି। ଦୁହେଁ ପ୍ରଥମ ଉଇକେଟ ପାଇଁ ୫୦ ରନ୍‌ ଯୋଡ଼ିଥିଲେ। ପୃଥ୍ବୀ ୨୦ ଓ ମୟଙ୍କ ୩୨ ରନ୍‌ କରିଥିଲେ। ଦୁଇ ପଦାର୍ପଣକାରୀ ବ୍ୟାଟ୍ସମ୍ୟାନ ଭାରତ ଲାଗି ଓପନ କରିବାର ଏହା ତୃତୀୟ ଘଟଣା। ଏଥିପୂର୍ବରୁ ଲୋକେଶ ରାହୁଲ ଓ କରୁନ ନାୟର ୨୦୧୬ରେ ହରାରେଠାରେ ଜିମ୍ବାଓ୍ବେ ବିପକ୍ଷରେ ଇନିଂସ ଆରମ୍ଭ କରିଥିଲେ। ପାର୍ଥସାରଥି ଶର୍ମା ଓ ଦିଲିପ ଭେଙ୍ଗସରକର ପ୍ରଥମ ଥର ପାଇଁ ପଦାର୍ପଣ ମ୍ୟାଚ୍‌ରେ ଓପନିଂ କରିଥିଲେ। ଏହି ଘଟଣା ୧୯୭୬ରେ ଖ୍ରୀଷ୍ଟଚର୍ଚ୍ଚଠାରେ ନ୍ୟୁଜିଲାଣ୍ଡ ବିପକ୍ଷ ମ୍ୟାଚ୍‌ରେ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସେମିଫାଇନାଲରେ ଡାର୍କ ବ୍ଲ୍ୟୁ ଜର୍ସି ପିନ୍ଧିବାକୁ ଫିଫାକୁ କାହିଁକି ଅନୁରୋଧ କଲା ଆର୍ଜେଣ୍ଟିନା, ଜାଣନ୍ତୁ…

ମାୟାମି,୧୪ା୭: ଚଳିତ ଫିଫା ବିଶ୍ୱକପ୍‌ରେ ବୁଧବାର ଦ୍ୱିତୀୟ ସେମିଫାଇନାଲରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନା ଓ ଇଂଲଣ୍ଡ ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ଏହି ହାଇ ପ୍ରୋଫାଇଲ ମୁକାବିଲା ପାଇଁ…

ଟ୍ରେନରେ ଯିବେ ବରଯାତ୍ରୀ! ବୁକ୍ କରିପାରିବେ ପୂରା କୋଚ୍ କିମ୍ବା ସ୍ପେଶାଲ ଟ୍ରେନ୍: ଜାଣନ୍ତୁ କେମିତି ଓ କେତେ ଖର୍ଚ୍ଚ ହେବ…

ନୂଆଦିଲ୍ଲୀ,୧୪ା୭: ବିବାହ ଋତୁ ହେଉ, କୌଣସି ଧାର୍ମିକ ଯାତ୍ରାରେ ଶତାଧିକ ଲୋକଙ୍କୁ ଏକାଠି ଯିବାର ଥାଉ କିମ୍ବା କୌଣସି ସଂସ୍ଥାର ଏକ ବଡ଼ ଟିମ୍‌କୁ ଗୋଟିଏ ଟ୍ରେନରେ…

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କୋଭିଡକୁ ନେଇ ସରକାର…

ଭୁବନେଶ୍ୱର,୧୪।୭: କୋଭିଡ ମୁକାବିଲା ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କୋଭିଡକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ, ସରକାର ସଜାଗ ଅଛନ୍ତି।…

ଟସ୍‌ ଜିତିଲା ଇଂଲଣ୍ଡ: ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ

ବର୍ମିଂହାମ,୧୪।୭: ବର୍ମିଂହାମର ଏଜବାଷ୍ଟନରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ଇଂଲଣ୍ଡ ଅଧିନାୟକ ହ୍ୟାରି ବ୍ରୁକ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟିମ ଇଣ୍ଡିଆ…

ମହାନଦୀ ବ୍ରିଜରୁ ଡେଇଁପଡିଲେ ଯୁବକ, କାହିଁକି ଜାଣନ୍ତୁ…

ସମ୍ବଲପୁର,୧୪।୭: ସମ୍ବଲପୁର ମହାନଦୀ ଚାଉଁରପୁର ବ୍ରିଜ୍‌ରୁ ଜଣେ ଯୁବକ ନଦୀକୁ ଡେଇଁପଡିଥିଲେ। ହେଲେ ଡେଇଁ ପଡିଥିବା ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ମେଡିକାଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri