Posted inଜାତୀୟ

ଏକ୍‌ଜିଟ୍‌ ପୋଲ ବାସ୍ତବିକ ପରିଣାମ ନୁହେଁ: ଉପରାଷ୍ଟ୍ରପତି

ନୂଆଦିଲ୍ଲୀ,୨୦।୫: ରବିବାର ପ୍ରକାଶ ପାଇଥିବା ଏକ୍‌ଜିଟ୍‌ ପୋଲ ବାସ୍ତବିକ ପରିଣାମ ନୁହେଁ ବୋଲି ଉପରାଷ୍ଟ୍ରପତି ଭେଙ୍କିଆ ନାଇଡ଼ୁ। ‘ଆମକୁ ବୁଝିବା ଦରକାର ଯେ, ଏକ୍‌ଜିଟ୍‌ ପୋଲ ବାସ୍ତବିକ ପରିଣାମ ନୁହେଁ’। ୧୯୯୯ରୁ ଆସିଥିବା ଏକ୍‌ଜିଟ୍‌ ପୋଲ ଅଧିକତର ଭୁଲ ହୋଇଛି ବୋଲି ଉପରାଷ୍ଟ୍ରପତି କହିଛନ୍ତି। ସବୁ ରାଜନୈତିକ ଦଳଙ୍କୁ ସେ ଆଶ୍ୱସ୍ତ କରିବା ସହ ମତ ଗଣନା ବା ମେ ୨୩ ତାରିଖକୁ ଅପେକ୍ଷା କରିବାକୁ ସେ ପରାମର୍ଶ ଦେଇଛନ୍ତି। ସବୁବେଳେ ଦେଶ ଓ ରାଜ୍ୟକୁ ଏକ କୁଶଳ ନେତା ଓ ସ୍ଥିର ସରକାରର ଆବଶ୍ୟକତା ହୋଇଥାଏ। ସେ ଯିଏ ବି ହେଉ ନା କାହିଁକି। ସମାଜର ପରିବର୍ତ୍ତନ ରାଜନୈତିକ ଦଳର ପରିବର୍ତ୍ତନରେ ହିଁ ହୋଇଥାଏ ବୋଲି ଉପରାଷ୍ଟ୍ରପତି ଭେଙ୍କିଆ ନାଇଡ଼ୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri