ଏଠି ସମସ୍ତଙ୍କର ଗୋଟିଏ କିଡ୍‌ନୀ

ଗୋଟିଏ କିଡ୍‌ନୀରେ ଗାଁର ସବୁ ଲୋକ ବଞ୍ଚୁଛନ୍ତି। ଏହି ଗାଁଟି ପଡୋଶୀ ଦେଶ ନେପାଳରେ ରହିଛି। ଗାଁର ନାଁ ହୋକ୍‌ସେ। ଏଠି ଅଧିକାଂଶ ଲୋକେ ଗୋଟିଏ କିଡ୍‌ନୀରେ ଜୀବନ ବିତାଉଛନ୍ତି। କୌଣସି ରୋଗ ପାଇଁ ନୁହେଁ ବରଂ ଅଭାବରୁ ଏମାନେ କିଡ୍‌ନୀ ବିକ୍ରି କରୁଛନ୍ତି। ନେପାଳରେ ଆସୁଥିବା ଭୂକମ୍ପ ଯୋଗୁଁ ଏମାନେ ଜୀବିକା ହରାଇବା ସହ ବାସଶୂନ୍ୟ ହୋଇଯାଆନ୍ତି। ତା’ପରେ ଅଣ୍ଟା ସଳଖି ଠିଆ ହେବା ଏମାନଙ୍କ ପାଇଁ କାଠିକର ପାଠ ହୋଇଥାଏ। ତେଣୁ ଏମାନେ କିଡ୍‌ନୀ ବିକ୍ରି କରି ଯାହାପାଆନ୍ତି ସେଥିରେ ପୁଣି ଥରେ ଘର ତିଆରି କରନ୍ତି ଓ ନିଜର ଗୁଜୁରାଣ ମେଣ୍ଟାନ୍ତି। ଏଠାରେ ଦିନକୁ ଦିନ କିଡ୍‌ନୀ ବିକ୍ରି ଘଟଣା ବଢିଯିବା ଫଳରେ ପଡୋଶୀ ଦେଶରୁ ଦଲାଲମାନେ ଯାଇ ସେମାନଙ୍କୁ ବହଲାଇ କିଡ୍‌ନୀ ସଂଗ୍ରହ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାକୁ ବର୍ଷେ

ନୂଆଦିଲ୍ଲୀ ,୧୩ା୬: ଗତବର୍ଷ ଜୁନ୍‌ ୧୨ରେ ଅହମଦାବାଦରେ ଏୟାର ଇଣ୍ଡିଆର ବୋଇଂ ୭୮୭ ଡ୍ରିମ୍‌ଲାଇନର ବିମାନ ଦୁର୍ଘଟଣାଗ୍ରସ୍ତ ହେବାରୁ ୨୬୦ ଜଣଙ୍କ ମୃତ୍ୟୁ ଘଟିଥିଲା। ଏହା ଚଳିତ…

ଆକ୍ରମଣ ସ୍ଥଗିତ, ଟ୍ରମ୍ପ୍‌ ଅସ୍ପଷ୍ଟ

ଦୁବାଇ/ଓ୍ବାଶିଂଟନ/ପ୍ୟାରିସ୍‌ ,୧୩ା୬: ଉପସାଗରୀୟ ଅଞ୍ଚଳରେ ଯୁଦ୍ଧ ବନ୍ଦ ପାଇଁ ରବିବାର ସୁଦ୍ଧା ଆମେରିକା ଏବଂ ଇରାନ ମଧ୍ୟରେ ବହୁପ୍ରତୀକ୍ଷିତ ଶାନ୍ତି ଚୁକ୍ତିନାମା ସ୍ବାକ୍ଷର ହୋଇପାରେ। ଏକ ପାଶ୍ଚାତ୍ୟ…

କିଛିଦିନ ପୂର୍ବରୁ ବାପାଙ୍କର ହୋଇଥିଲା ମୃତ୍ୟୁ, ଏବେ ପୁଅର ଅକାଳ ବିୟୋଗରେ କାନ୍ଦ ବୋବାଳିରେ ଫାଟି ପଡୁଛି ପରିବାର

କୋରାପୁଟ, ୧୩।୬ (ଅମିତାଭ ବେହେରା): କୋରାପୁଟ-ସୁନାବେଡା ୨୬ ନମ୍ବର ଜାତୀୟ ରାଜପଥରେ ଶୁକ୍ରବାର ରାତିରେ ଘଟିଥିବା ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି।…

ମାସେ ବିତିଲା, ତୁଟିନି ଟୋକନ ସମସ୍ୟା: ଲାଗି ରହିଛି ଧାନ କିଣାବିକା ସମସ୍ୟା

ବରଗଡ଼,୧୩।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ମାତ୍ର ଧାନ କିଣାବିକା ସମସ୍ୟା ଲାଗି ରହିଛି। ଅନ୍ୟଥର ଅପେକ୍ଷା ଏଥର ଚାଷୀମାନେ ଟୋକନ…

ବିଶ୍ୱ ବ୍ୟବସାୟ ଜଗତରେ ନୂଆ ଅଧ୍ୟାୟ ସୃଷ୍ଟି କଲେ ଏଲନ ମସ୍କ: ବିଶ୍ୱର ପ୍ରଥମ ବ୍ୟକ୍ତି ଭାବେ…

ନୂଆଦିଲ୍ଲୀ/ଶିକାଗୋ,୧୩ା୬(ରଏଟର୍ସ):ବିଶ୍ୱ ବ୍ୟବସାୟ ଜଗତରେ ଏକ ନୂଆ ଅଧ୍ୟାୟ ସୃଷ୍ଟି ହୋଇଛି। ପ୍ରତିଷ୍ଠିତ ଆମେରିକୀୟ ଉଦ୍ୟୋଗୀ ତଥା ଟେସ୍‌ଲା ଓ ସ୍ପେସ୍‌ଏକ୍ସର ମୁଖ୍ୟ ଏଲନ୍‌ ମସ୍କ ବିଶ୍ୱର ପ୍ରଥମ…

ଆରମ୍ଭ ହେଲା ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା: ୫ କେଜି ଚାଉଳ ବଦଳରେ ଏବେ ମିଳିବ ଏତିକି…ହିତାଧିକାରୀଙ୍କ ମଧ୍ୟରେ ଖୁସିର ଲହରୀ

ଛତ୍ରପୁର, ୧୩।୬(ଦିଲ୍ଲୀପ ସାମଲ) : ଆଉ ୫ କିଲୋ ନୁହେଁ, ଏପ୍ରିଲ୨୦୨୬ରୁ ମୁଣ୍ଡ ପିଛା ହିତାଧିକାରୀ ପାଇବେ ୧୦ କିଲୋ ଚାଉଳ ସମ୍ପୂର୍ଣ୍ଣ ମାଗଣା । ମୁଖ୍ୟମନ୍ତ୍ରୀ…

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଚାଲିଗଲା ଇଲେକ୍ଟ୍ରିସିଆନ ଶୁଭମଙ୍କ ଜୀବନ, ୩ ଗୁରୁତର

ଦିଗପହଣ୍ଡି,୧୩।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗାଁ ବାବାଜୀ ଗୁମ୍ଫ ନିକଟ ମୁଖ୍ୟରାସ୍ତାରେ ଶୁକ୍ରବାର ଦୁଇଟି ବାଇକ ମଧ୍ୟରେ ମୁହାଁମୁହିଁ…

ଗାଁକୁ ଆସିପାରିଲାନି ଆମ୍ବୁଲାନ୍ସ: ଗୁରୁତର ରୋଗୀଙ୍କୁ ଖଟିଆରେ ବୋହିନେଲେ ୭ କିମି

ଭଞ୍ଜନଗର,୧୩।୬(ବାବୁଲା ପ୍ରଧାନ): ଜଙ୍ଗଲରେ ବସବାସ କରୁଥିବା ଲୋକେ କେତେ ଦୁର୍ଦ୍ଦିନରେ ଏବେବି ବସବାସ କରନ୍ତି ତାହାର ଏକ ଜ୍ୱଳନ୍ତ ଉଦାହରଣ ଶୁକ୍ରବାର ଦେଖିବାକୁ ମିଳିଛି। କନ୍ଧମାଳ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri