ଏଣିକି ଅନ୍‌ଲାଇନ୍‌ରେ ହେବ ଓଟିଇଟି: ୧୫ରୁ ଫର୍ମ ପୂରଣ

ଭୁବନେଶ୍ୱର, ୧୩।୭(ବ୍ୟୁରୋ): ଏଣିକି ଅନ୍‌ଲାଇନ୍‌ରେ ହେବ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା(ଓଟିଇଟି)। ପଶ୍ନପତ୍ର ଲିକ୍‌ ଯୋଗୁ ଓଟିଇଟି ବାତିଲ ହେବା ପରେ ବୋର୍ଡ ପକ୍ଷରୁ ଏପରି ନିଷ୍ପତ୍ତି ନିଆଯାଇଥିବା ମାଧ୍ୟମିକ ଶିକ୍ଷା ବୋର୍ଡ ସମ୍ପାଦକ ରାମାଶିଷ ହାଜରା ସୂଚନା ଦେଇଛନ୍ତି। ଗତ ଜାନୁଆରି ୧୬ରେ ପ୍ରଶ୍ନପତ୍ର ଲିକ୍‌ ଯୋଗୁ ପରୀକ୍ଷା ବାତିଲ ହୋଇଥିଲା। ତେବେ ପରୀକ୍ଷା ପରିଚାଳନା ପାଇଁ ଅନ୍ୟ ଏକ ଏଜେନ୍ସିକୁ ଦାୟିତ୍ୱ ଦିଆଯିବ ବୋଲି ଜଣାପଡ଼ିଛି।
ପରୀକ୍ଷା ନିମନ୍ତେ ଆସନ୍ତା ୧୫ ତାରିଖରୁ ଆରମ୍ଭ ହେବ ଅନ୍‌ଲାଇନ୍‌ ଫର୍ମ ପୂରଣ। ଉକ୍ତଦିନ ପୂର୍ବାହ୍ନ ୧୦ଟାରୁ ଆସନ୍ତା ୨୬ ତାରିଖ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ)ର ଓ୍ବେବସାଇଟ୍‌ରେ ଫର୍ମପୂରଣ ଲିଙ୍କ୍‌ ଉପଲବ୍ଧ ରହିବ। ଫର୍ମପୂରଣ ନିମନ୍ତେ ଦେୟ କେବଳ ଅନ୍‌ଲାଇନ୍‌ ମାଧ୍ୟମରେ କରାଯିବ। ଜୁଲାଇ ୨୯ ତାରିଖ ଅପରାହ୍ନ ୪ଟା ସୁଦ୍ଧା ଦେୟ ପ୍ରଦାନ କରିବାର ସମୟ ସୀମା ଧାର୍ଯ୍ୟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋହନ ସରକାରଙ୍କ ବଡ଼ ଘୋଷଣା, ସରକାରୀ କର୍ମଚାରୀଙ୍କ ୨ଟି ପିଲା ଥିଲେ…

ଭୋପାଳ,୧୦।୬: ସରକାରୀ କର୍ମଚାରୀ ଏବଂ ଚାକିରି ଆଶାୟୀମାନଙ୍କ ପାଇଁ ଏକ ବଡ଼ ଖବର ଆସିଛି: ସେମାନେ ଆଉ “ଦୁଇ ସନ୍ତାନ” ନିୟମର ଅଧୀନରେ ରହିବେ ନାହିଁ। ମଧ୍ୟପ୍ରଦେଶ…

ପେଟ୍ରୋଲ-ସିଲିଣ୍ଡର ପରେ ଏବେ ମହଙ୍ଗା ହେବ ବିମାନ ଯାତ୍ରା

ନୂଆଦିଲ୍ଲୀ,୧୦।୬: ସରକାରଙ୍କ ନୂତନ ମୂଲ୍ୟ ସ୍ଥିରୀକରଣ ଯୋଜନା ଅନୁଯାୟୀ, ଘରୋଇ ବିମାନ କମ୍ପାନୀଗୁଡ଼ିକ ଏବେ ତିନି ବର୍ଷ ପର୍ଯ୍ୟନ୍ତ ବିମାନ ଟର୍ବାଇନ ଇନ୍ଧନ (ATF) ମୂଲ୍ୟ ସ୍ଥିର…

ଜଳୁଛି ଜଙ୍ଗଲ: ବନ୍ୟଜନ୍ତୁ ଗାଁ ମୁହାଁ

ମାଲକାନଗିରି,୧୦।୬: ମାଲକାନଗିରି ସଦର ମହକୁମାର ନିକଟ ଜଙ୍ଗଲରେ ନିଆଁ ଲାଗିଯାଇଛି। ନିଆଁ ମଙ୍ଗଳବାରଠାରୁ ଲାଗିଥିବା ବେଳେ ଏହାକୁ ଆୟତ୍ତ କରାଯାଇନାହିଁ। ଫଳରେ ବନ୍ୟଜନ୍ତୁ ଗାଁ ମୁହାଁ ହେଉଛନ୍ତି।…

କଂଗ୍ରେସରେ ମିଶିଯିବ TMC? ରାହୁଲଙ୍କୁ ଭେଟିଲେ… ରାଜନୀତିରେ ବଡ଼ ହଲଚଲ!

କୋଲକାତା,୧୦।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ୱାଚନରେ ପରାଜୟ ପରେ ତୃଣମୂଳ କଂଗ୍ରେସ ଭିତରେ ଖିନ୍‌ଭିନ୍‌ ହେଉଥିବା ପରି ମନେ ହେଉଛି, ଦଳର ନେତାମାନେ ତୁରନ୍ତ ଇସ୍ତଫା ଦେଉଛନ୍ତି। ଏହା…

ଦିଦିଙ୍କୁ ଝଟ୍‌କା ପରେ ଝଟ୍‌କା: ପୁଣି ଏମ୍‌ପି ଦେଲେ ଇସ୍ତଫା

କୋଲକାତା,୧୦।୬: ତୃଣମୂଳ କଂଗ୍ରେସ (ଟିଏମସି)କୁ ଆଉ ଏକ ଝଟକା ଲାଗିଛି। ଏମ୍‌ପି ସୁସ୍ମିତା ଦେବ ରାଜ୍ୟ ସଭାରୁ ଇସ୍ତଫା ଦେଇଛନ୍ତି। ଏହା ପରେ ସେ ଆସାମ ମୁଖ୍ୟମନ୍ତ୍ରୀ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ୧୨ ବର୍ଷ ପୂର୍ତ୍ତି: ଦୀପ ଲଗାଇ ସ୍ବତନ୍ତ୍ର ପୂଜା, ପ୍ରାର୍ଥନା କଲେ ବିଧାୟକଙ୍କ ସହିତ ଶହ ଶହ ନେତା, କର୍ମୀ

ଛତ୍ରପୁର,୧୦।୬ (ଦିଲ୍ଲୀପ ସାମଲ): ଛତ୍ରପୁର ପୌର ପରିଷଦ ଅନ୍ତର୍ଗତ ଅଗ୍ରାହରମ ସାହି ସ୍ଥିତ ଶ୍ରୀ ଶ୍ରୀ ଗୌରୀଶଙ୍କର ମହାଦେବଙ୍କ ମନ୍ଦିର ପ୍ରାଙ୍ଗଣରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ…

ଏଲନ ମସ୍କଙ୍କୁ ଜୋରଦାର ଝଟକା: ରୋକିଲା ଭାରତ

ଓ୍ବାଶିଂଟନ୍‌,୧୦।୬: ଏଲନ ମସ୍କଙ୍କୁ ଏକ ବଡ଼ ଝଟକା ଲାଗିଛି। ଭାରତ ସରକାର ଷ୍ଟାରଲିଙ୍କ ସେବା ଆରମ୍ଭ ପାଇଁ ଅନୁମୋଦନକୁ ବନ୍ଦ କରିଦେଇଛନ୍ତି। ଏହାର ଅର୍ଥ ହେଉଛି ଷ୍ଟାରଲିଙ୍କ…

ଦୀଘା ଜଗନ୍ନାଥ ମନ୍ଦିରରୁ ହଟିଲା ‘ଧାମ’ ଶବ୍ଦ, ଏବେ ଏହି ନାମରେ…

କୋଲକାତା,୧୦ା୬: ଶେଷରେ ଦୀଘା ଜଗନ୍ନାଥ ମନ୍ଦିରରୁ ହଟିଛି ‘ଧାମ’ ଶବ୍ଦ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅନୁରୋଧକ୍ରମେ ଘୋଷଣା କରିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri