ଏଣିକି ପ୍ରଥମରୁ ଅଷ୍ଟମ ପର୍ଯ୍ୟନ୍ତ ଏକକ ପରୀକ୍ଷା: ଗୋଟିଏ ପ୍ରଶ୍ନପତ୍ରରେ ପରୀକ୍ଷା ଦେବେ ଛାତ୍ରୀଛାତ୍ର

ଭୁବନେଶ୍ୱର,୨୨।୧୦(ବ୍ୟୁରୋ): ରାଜ୍ୟରେ ଥିବା ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଏଣିକି ଗୋଟିଏ ପ୍ରଶ୍ନପତ୍ରରେ ପରୀକ୍ଷା ଦେବେ। ଚଳିତ ବର୍ଷଠାରୁ ଷାଣ୍ମାସିକ ଏବଂ ବାର୍ଷିକ ପରୀକ୍ଷାରେ ଏଭଳି ନିୟମ ଲାଗୁ କରିବାକୁ ନିଷ୍ପତ୍ତି ନେଇଛି ବିଦ୍ୟାଳୟ ଏବଂ ଗଣଶିକ୍ଷା ବିଭାଗ। ଏଣୁ ଆସନ୍ତା ନଭେମ୍ବରରେ ହେବାକୁ ଥିବା ଷାଣ୍ମାସିକ ପରୀକ୍ଷାରେ ଛାତ୍ରୀଛାତ୍ର ନୂଆ ପଦ୍ଧତିରେ ପରୀକ୍ଷା ଦେବେ ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ପୂର୍ବରୁ ହେଉଥିବା ପରୀକ୍ଷାରେ ଜିଲାସ୍ତରରେ ପ୍ରଶ୍ନପତ୍ର ପ୍ରସ୍ତୁତ ହେଉଥିଲା। ବିଭିନ୍ନ ଜିଲା ପାଇଁ ଭିନ୍ନ ଭିନ୍ନ ପ୍ରଶ୍ନପତ୍ର ହେବା ସହ ଅଲଗା ସମୟରେ ପରୀକ୍ଷା କରାଯାଉଥିଲା। ଫଳରେ କେତେକ ଜିଲାରେ ସହଜ ପ୍ରଶ୍ନପତ୍ର ହେଉଥିବା ବେଳେ ଆଉ କିଛିରେ କଷ୍ଟ ପଶ୍ନପତ୍ରରେ ପିଲାମାନେ ପରୀକ୍ଷା ଦେଉଥିଲା। ଏହାକୁ ଦୃଷ୍ଟିରେ ରଖି ସାରା ରାଜ୍ୟ ପାଇଁ ଗୋଟିଏ ପ୍ରଶ୍ନପତ୍ର କରାଯିବା ନେଇ ନିଷ୍ପତ୍ତି ନିଆଯାଇଛି। ଇତିମଧ୍ୟରେ ପ୍ରଶ୍ନପତ୍ର ପ୍ରସ୍ତୁତ ଏବଂ ଛପା କାର୍ଯ୍ୟ ଶେଷ ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାସ୍ଥ୍ୟ ପାଇଁ ୨୩ ହଜାର କୋଟି

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି…

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶିତ ପରେ ଗଛରୁ କଣ୍ଟା କାଢୁଛି ବନ ବିଭାଗ

ଦାରିଙ୍ଗବାଡି, ୨୦।୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବନାଞ୍ଚଳ ଦେଇ ଯାଇଥିବା ଗୋପାଳପୁର-ରାଇପୁର ୫୯ ନଂ ଜାତୀୟ ରାଜପଥ କଡ଼ ସମେତ ବିଭିନ୍ନ ଗାଁ ଛକ ଓ ରାସ୍ତାକଡ଼ରେ…

ବଜେଟରେ ଉପକୂଳବାସୀଙ୍କୁ ବଡ଼ ଉପହାର ଦେଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ,୨୦।୨: ଏଥର ବଜେଟରେ ଉଚ୍ଚଶିକ୍ଷା ଭିତ୍ତିଭୁମିକୁ ସଜାଡିବାକୁ ବଡ଼ ନିଷ୍ପତ୍ତି ନିଆଯାଇଛି। ଅନୁସୂଚିତ ଜାତି ଓ ଜନଜାତି ପିଲାଙ୍କ ପାଇଁ ବଡ଼ ଘୋଷଣା କରାଯାଇଥିବା ବେଳେ ଏଥିରେ…

‘ଟପଲେସ୍‌, ବ୍ରେନଲେସ ଆଣ୍ଡ ସେମଲେସ୍‌’, ଏଆଇ ସମ୍ମିଳନୀରେ କଂଗ୍ରେସର ସାର୍ଟଲେସ ପ୍ରଦର୍ଶନ ଉପରେ ଭାଜପାର ଭର୍ତ୍ସନା

ନୂଆଦିଲ୍ଲୀ,୨୦।୨: ସମ୍ବିତ ପାତ୍ର ଫେବୃଆରୀ ୨୦, ୨୦୨୬ ରେ ଏକ ସାମ୍ବାଦିକ ସମ୍ମିଳନୀରେ ଯୁବ କଂଗ୍ରେସର ସଦସ୍ୟମାନଙ୍କ ବିରୁଦ୍ଧରେ ଗମ୍ଭୀର ଅଭିଯୋଗ ଆଣିଥିଲେ। ସେ କହିଥିଲେ ଯେ…

ବଜେଟରେ ବନ୍ୟା ପରିଚାଳନାକୁ ଗୁରୁତ୍ୱ

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି ଟଙ୍କାର…

ବାଂଲାଦେଶର ନୂଆ ପ୍ରଧାନମନ୍ତ୍ରୀ ରହମାନ ଭାରତକୁ ନେଇ କଲେ ବଡ଼ ଘୋଷଣା, ୟୁନୁସଙ୍କୁ ଶକ୍ତ ଝଟ୍‌କା

ଢାକା,୨୦।୨: ବାଂଲାଦେଶର ନୂତନ ପ୍ରଧାନମନ୍ତ୍ରୀ ତାରିକ ରହମାନ ଭାରତ ସହିତ ସମ୍ପର୍କ ଉନ୍ନତ କରିବା ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଶୁକ୍ରବାର ଦିଲ୍ଲୀରେ ଥିବା ବାଂଲାଦେଶ…

ବଡ଼ ଘୋଷଣା: ଚଳିତ ବଜେଟରେ ବାହାର ଅତିଥିଙ୍କୁ ଖୁସି କରିଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦।୨: ଶୁକ୍ରବାର ଓଡ଼ିଶା ବିଧାନସଭାରେ ଉପସ୍ଥାପିତ ହେଉଛି ବଜେଟ ୨୦୨୬-୨୭ । ଚଳିତ ଥର ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଜେଟ ଉପସ୍ଥାପନ କରୁଛନ୍ତି। ଗତ…

BA ପାସ୍‌ କଲେ ଝିଅଙ୍କୁ ମିଳିବ ୧ ଲକ୍ଷ ୧ ଟଙ୍କା: ବଜେଟ୍‌ରେ ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ଭୁବନେଶ୍ୱର,୨୦।୨: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୬-୨୭ ଆଥିକ ବର୍ଷ ପାଇଁ ବଜେଟ୍‌ ଉପସ୍ଥାପନ କରିଛନ୍ତି । ବଜେଟ୍‌ରେ ମୁଖ୍ୟମନ୍ତ୍ରୀ କନ୍ୟା ସୁମଙ୍ଗଳ ଯୋଜନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri