ଏଣିକି ମାସର ଶେଷ ଦିନରେ ଦରମା

ଭୁବନେଶ୍ୱର,୨୫-୯(ବ୍ୟୁରୋ):ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର। ଏଣିକି ମାସର ଶେଷ କାର୍ଯ୍ୟ ଦିବସରେ କର୍ମଚାରୀଙ୍କୁ ଦରମା ମିଳିବ। ଏ ସମ୍ପର୍କିତ ଏକ ବିଜ୍ଞପ୍ତି ମଙ୍ଗଳବାର ଅର୍ଥ ବିଭାଗ ପକ୍ଷରୁ ଜାରି କରାଯାଇଛି। ପୂର୍ବରୁ ପରବର୍ତ୍ତୀ ମାସର ପ୍ରଥମ ଦିନରେ ଦରମା ମିଳୁଥିଲା। ମାତ୍ର ଏବେ ଏହା ଦିନକ ପୂର୍ବରୁ ଅର୍ଥାତ୍‌ ମାସର ଶେଷ ଦିନରେ ମିଳିବ ବୋଲି ଅର୍ଥ ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି।
ପ୍ରଚଳିତ ନିୟମାନୁଯାୟୀ, ଦରମା ଦେବା ପୂର୍ବରୁ ମାସର ଶେଷ ୫ ଦିନ ମଧ୍ୟରେ ଏହାକୁ ପ୍ରଥମେ ଟ୍ରେଜେରିରେ ରଖାାଯାଉଥିଲା ଏବଂ ଏହାକୁ ପରବର୍ତ୍ତୀ ମାସର ପ୍ରଥମ ଦିବସରେ ପ୍ରଦାନ କରାଯାଉଥିଲା। ଏହି ପ୍ରକ୍ରିୟା ଦ୍ୱାରା ପ୍ରାୟ ୧୫ ଲକ୍ଷ କାଗଜ ବ୍ୟବହୃତ ହେଉଥିଲା। ଏପରି କି ଦରମା ସମ୍ପର୍କିତ ନଥିପତ୍ର ଟ୍ରେଜେରି ଏଣ୍ଡ ଏଜିଙ୍କ ନିକଟରେ ପହଞ୍ଚିବା ୫୦ ଦିନ ସମୟ ଲାଗୁଥିଲା। ଏଭଳି ସ୍ଥିତିରେ ଦରମା ଉଠାଣ ବ୍ୟବସ୍ଥାକୁ ସରଳୀକରଣ କରିବା ଏବଂ ସରକାରଙ୍କ ୫-ଟି ର ସୁପରିଚାଳନା ପାଇଁ ଏକକ ବ୍ୟବସ୍ଥା ଉପରେ ଗୁରୁତ୍ୱ ଦିଆଯାଇଛି। ଫଳରେ ମାସର ଶେଷ ଦିନରେ ହିଁ ଟ୍ରେଜେରି ମାଧ୍ୟମରେ ଦରମା ପ୍ରଦାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଚାଲାଣ ପାଇଁ ୧୭ଟି ବସ୍ତାରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡିବସିଲା ପୋଲିସ

ମୋହନା,୧୦।୪( ମନ୍ମଥ ମିଶ୍ର ): କିଛିଦିନ ହେବ ଗଜପତି ଜିଲାର ଆର ଉଦୟଗିରି ଓ ଅଡବା ଥାନା ଅଞ୍ଚଳରେ ଗଞ୍ଜେଇ ମୂଳପୂଛ କରିବା ପାଇଁ ଘନଘନ ଚଢ଼ାଉ…

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri