ଏଥର ଶିଲାଙ୍କ ବିନା ଭୋଟ ଦେଲେ ସୋନିଆ

ନୂଆଦିଲ୍ଲୀ,୮।୨: ଦିଲ୍ଲୀରେ ୭୦ ବିଧାସଭା ଆସନ ପାଇଁ ଶନିବାର ସକାଳ ୮ଟାରୁ ମତଦାନ ଜାରି ରହିଛି। ସକାଳ ୧୧ଟା ପର୍ଯ୍ୟନ୍ତ ୭ପ୍ରତିଶତ ମତଦାନ ହୋଇଥିବା ଜଣାପଡ଼ିଛି। ଇତିମଧ୍ୟରେ କଂଗ୍ରେସ ଅସ୍ଥାୟୀ ଅଧ୍ୟକ୍ଷା ସୋନିଆ ଗାନ୍ଧୀ, କଂଗ୍ରେସ ନେତା ରାହୁଲ ଗାନ୍ଧୀ ଓ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ମଧ୍ୟ ନିଜର ମତଦାନ କରିଛନ୍ତି। ବହୁ ବର୍ଷ ପରେ ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତା ଶିଲା ଦୀକ୍ଷିତଙ୍କ ବିନା ସୋନିଆ ଗାନ୍ଧୀ ମତଦାନ କରିଛନ୍ତି। ଗତ ବର୍ଷ ଶିଲା ଦୀକ୍ଷିତଙ୍କ ଦେହାନ୍ତ ହୋଇଥିଲା। ସୂଚନା ମୁତାବକ ଲୋକ ସଭା ନିର୍ବାଚନ ସମୟରେ ଦୁଇଜଣ ଏକାସାଙ୍ଗରେ ଭୋଟ ଦେବା ପାଇଁ ମତଦାନ କେନ୍ଦ୍ରରେ ପହଞ୍ଚିଥିଲେ। କିନ୍ତୁ ଚଳିତ ଥର ସୋନିଆ ନିଜ ଝିଅ ପ୍ରିୟଙ୍କାଙ୍କ ସହ ଭୋଟ ଦେବା ପାଇଁ ପହଞ୍ଚିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ଲକ ଅଧ୍ୟକ୍ଷଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ: ୪୫ ଜଣ ସରପଞ୍ଚ, ସମିତିସଭ୍ୟ ଉପଜିଲାପାଳଙ୍କୁ ଭେଟି…

ନୟାଗଡ,୧୮।୫( ଲୋକନାଥ ମିଶ୍ର): ନୟାଗଡ ବ୍ଲକ ଅଧ୍ୟକ୍ଷ କିଶୋର ସାହୁଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଗତ ପାଇଁ ପ୍ରସ୍ତାବ। ଗତ ୧୧ ତାରିଖରେ ବ୍ୟକ୍ତିଗତ କାରଣ ଦର୍ଶାଇ…

ଭୁବନେଶ୍ୱରରେ ଖୋଲିବ SEBI କାର୍ଯ୍ୟାଳୟ

ଭୁବନେଶ୍ୱର,୧୮।୫: SEBI ଅଧ୍ୟକ୍ଷ ତୁହିନକାନ୍ତ ପାଣ୍ଡେ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ SEBIର ଏକ ବ୍ରାଞ୍ଚ ଅଫିସ ଖୋଲିବା ନେଇ ସେ…

ସରକାରଙ୍କ ବଡ଼ ଘୋଷଣା; ମହିଳାଙ୍କୁ ମାସିକ ୩ ହଜାର, ୭ମ ବେତନ ଆୟୋଗ ଲାଗୁ, ମାଗଣା ବସ୍ ଯାତ୍ରା

କୋଲକାତା,୧୮।୫: ପଶ୍ଚିମବଙ୍ଗର ଶୁଭେନ୍ଦୁ ସରକାର ତାଙ୍କର ଦ୍ୱିତୀୟ କ୍ୟାବିନେଟ୍ ବୈଠକରେ ପାଞ୍ଚଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିକୁ ଅନୁମୋଦନ କରିଛନ୍ତି । ଏଥିରେ ମହିଳାମାନଙ୍କୁ ମାସିକ ୩ ହଜାର ଆର୍ଥିକ…

ମସ୍କଙ୍କ ବୟାନକୁ ନେଇ ସୋସିଆଲ ମିଡିଆରେ ହଇଚଇ, ଝିଅମାନଙ୍କ…

ନୂଆଦିଲ୍ଲୀ,୧୮।୫: ଏଲନ ମସ୍କ ପୁଣିଥରେ ନିଜ ବୟାନକୁ ନେଇ ଖବରର ଶିରୋନାମା ପାଲଟିଛନ୍ତି । ଏଥର ସେ ଇନଷ୍ଟାଗ୍ରାମକୁ “ଝିଅମାନଙ୍କ ପ୍ଲାଟଫର୍ମ” ବୋଲି କହି ଏକ ନୂତନ…

ଭୁବନେଶ୍ବରରେ ତେଲ ସ୍ଥିତିକୁ ନେଇ ମୁଖ୍ୟ ଶାସନ ସଚିବଙ୍କ ବଡ଼ ସୂଚନା, କାଲିଠୁ….

ଭୁବନେଶ୍ବର,୧୮।୫: ରାଜ୍ୟରେ ତେଲ ସଂକଟ ଭିତରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ବୟାନ ସାମ୍ନାକୁ ଆସିଛି । ତୈଳ ସ୍ଥିତିକୁ ନେଇ ଗୁରୁତ୍ବପୂର୍ଣ୍ଣ ବୈଠକ ବସିଥିବା…

ଯୁକ୍ରେନ ଡ୍ରୋନ ମାଡ଼ରେ ମାଧବନ୍ଧର ଓଡ଼ିଆ ଯୁବକ ମୃତ, ଚାକିରି କରିବାକୁ ରୁଷିଆ ଯାଇଥିଲେ ରାମେୟା

ଚିକିଟି,୧୮।୫(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଅନ୍ତର୍ଗତ ମାଧବନ୍ଧ ଗ୍ରାମର ଜଣେ ଯୁବକ ଯୁକ୍ରେନର ଡ୍ରୋନ ମାଡ଼ରେ ପ୍ରାଣ ହରାଇଛନ୍ତି । ଶନିବାର ତାଙ୍କର…

୨୦ ଦିନରେ କୋଟି କୋଟି ଟଙ୍କାର ଶେୟାର କିଣିଲେ ଟ୍ରମ୍ପ, ଥରି ଉଠିଲା ଆମେରିକା

ଓ୍ବାଶିଂଟନ,୧୮।୫: ଏହି ବର୍ଷର ପ୍ରଥମ ତିନି ମାସ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କିମ୍ବା ତାଙ୍କ ପରାମର୍ଶଦାତାମାନେ ୩,୭୦୦ରୁ ଅଧିକ ଷ୍ଟକ ବାଣିଜ୍ୟ କରିଛନ୍ତି। ଏହି…

କୋଣାଦିତ୍ୟରେ ନବ ଆଳତି ପରମ୍ପରା

ପଦ୍ମକ୍ଷେତ୍ର କୋଣାର୍କଠାରେ ଅଭିନବ ଆଳତି ପରମ୍ପରା କଥା ପୂର୍ବ ସଂଖ୍ୟାରେ ଆମେ ଆଲୋଚନା କରିଥିଲେ। ତାହାର ଏକ ଚମତ୍କାର ଦିଗ ରହିଛି। ଭାରତରେ ଅନ୍ୟ କେଉଁ କ୍ଷେତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri