Posted inଜାତୀୟ

ଏନ୍‌ସିଇଆର୍‌ଟି ପାଠ୍ୟପୁସ୍ତକରୁ ପର୍ଯ୍ୟାୟ ସାରଣୀ ବାଦ୍‌

ନୂଆଦିଲ୍ଲୀ,୨ା୬: ଏନ୍‌ସିଇଆର୍‌ଟି ଦଶମ ଶ୍ରେଣୀ ପାଠ୍ୟପୁସ୍ତକରୁ ଗୋଟିଏ ପରେ ଗୋଟିଏ ଗୁରୁତ୍ୱପୂର୍ଣ୍ଣ ବିଷୟ ବାଦ୍‌ ଦେଇ ଚାଲିଛି। ସରକାରୀ ପାଠ୍ୟପୁସ୍ତକରେ ଦଶମ ଶ୍ରେଣୀ ଛାତ୍ରୀଛାତ୍ର ପର୍ଯ୍ୟାୟ ସାରଣୀ, ଗଣତନ୍ତ୍ର ଓ ଶକ୍ତିର ଉତ୍ସ ବିଷୟ ଆଉ ପଢ଼ିବାକୁ ପାଇବେ ନାହିଁ। ପିଲାଙ୍କ ଉପରୁ ପାଠପଢ଼ା ବୋଝ କମାଇବା ନାଁରେ ସୁବ୍ୟବସ୍ଥୀକରଣର ଅଂଶ ସ୍ବରୂପ ଏହି ଅଧ୍ୟାୟଗୁଡ଼ିକୁ ସମ୍ପୂର୍ଣ୍ଣ ହଟାଇ ଦିଆଯାଇଛି। ପୂର୍ବରୁ ଦଶମ ଶ୍ରେଣୀ ପାଠ୍ୟକ୍ରମରୁ ଡାର୍‌ଓ୍ବିନ୍‌ଙ୍କ ବିବର୍ତ୍ତନ ତତ୍ତ୍ୱକୁ ବାଦ୍‌ ଦିଆଯିବା ନେଇ ବିବାଦ ସୃଷ୍ଟି ହୋଇଥିଲା। ନିକଟରେ ଏନ୍‌ସିଇଆର୍‌ଟି ପ୍ରକାଶ କରିଥିବା ପାଠ୍ୟପୁସ୍ତକରେ ପର୍ଯ୍ୟାୟ ସାରଣୀ (ପିରିଅଡିକ୍‌ ଟେବୁଲ) ସମେତ ବିଭିନ୍ନ ଅଧ୍ୟାୟ କାଟିଦିଆଯାଇଛି। ବିଜ୍ଞାନ ବିଷୟରୁ ବାଦ୍‌ ପଡ଼ିଥିବା ଅନ୍ୟ ଅଧ୍ୟାୟ ମଧ୍ୟରେ ରହିଛି ପରିବେଶୀୟ ସ୍ଥିରତା ଏବଂ ଶକ୍ତିର ଉତ୍ସ। ଗଣତନ୍ତ୍ର, ଗଣତନ୍ତ୍ର ପ୍ରତି ରହିଥିବା ବିଭିନ୍ନ ଚ୍ୟାଲେଞ୍ଜ ଏବଂ ରାଜନୈତିକ ଦଳ ଅଧ୍ୟାୟକୁ ଦଶମ ଶ୍ରେଣୀ ପାଠ୍ୟପୁସ୍ତକର ସଂଶୋଧିତ ସଂସ୍କରଣରୁ ବାଦ୍‌ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର; ଜୁଲାଇରେ ଏତେ ପ୍ରତିଶତ ବଢ଼ିବ ମହଙ୍ଗା ଭତ୍ତା…

ନୂଆଦିଲ୍ଲୀ,୧।୭: ଶ୍ରମ ବ୍ୟୁରୋର ଏକ ପ୍ରେସ୍ ରିଲିଜ୍ ଅନୁଯାୟୀ, AICPI-IW ଏପ୍ରିଲ୍ ୨୦୨୬ରେ ୧୪୯.୯ରୁ ମେ ୨୦୨୬ରେ ୦.୯ ପଏଣ୍ଟ ବୃଦ୍ଧି ପାଇ ୧୫୦.୮ ହୋଇଛି। ଏହି…

ସ୍ୱାମୀଙ୍କଠାରୁ ଅଧିକ ରୋଜଗାର କରୁଥିଲେ ମିଳିବନି ଭରଣପୋଷଣ ଟଙ୍କା: କର୍ନାଟକ ହାଇକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୧।୭: ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ ଭରଣପୋଷଣ ବିବାଦକୁ ନେଇ କର୍ଣ୍ଣାଟକ ହାଇକୋର୍ଟ ଏକ ବଡ଼ ଶୁଣାଣି କରିଛନ୍ତି। ଯଦି ସ୍ତ୍ରୀର ଆୟ ସ୍ୱାମୀଙ୍କଠାରୁ ଅଧିକ, ତେବେ ସେ ଭରଣପୋଷଣ…

ଭାରତକୁ ବଡ଼ ଅଫର୍‌ ଦେଲା ରୁଷିଆ: ଶୁଣିଲେ ପାକିସ୍ତାନର ଉଡ଼ିଯିବ ହୋଶ୍‌

ମସ୍କୋ/ନୂଆଦିଲ୍ଲୀ,୧।୭: ରୁଷିଆ ଭାରତକୁ Su-57E ଷ୍ଟିଲ୍ଥ ଲଢ଼ୁଆ ବିମାନର ଯୋଗାଣ ଏବଂ ମିଳିତ ଉତ୍ପାଦନ ସମ୍ପର୍କରେ ଏକ ପ୍ରମୁଖ ପ୍ରସ୍ତାବ ଦେଇଛି। ଏହି ଚୁକ୍ତି ଭାରତ-ପ୍ରଶାନ୍ତ ମହାସାଗରୀୟ…

ରାଇକିଆ ଥାନାରେ ନିଶାମୁକ୍ତ ଅଭିଯାନ, ଏହି ଶପଥ ନେଲେ ଛାତ୍ରୀଛାତ୍ର

ରାଇକିଆ,୧।୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଥାନାରେ ବୁଧବାର ନିଶା ମୁକ୍ତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଥାନା ଅଧିକାରୀ ଏ.ସ୍ୱର୍ଣ୍ଣଲତା ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ନୂତନ ବ୍ଲକ ଶିକ୍ଷା ଅଧିକାରିଣୀ ଭାବେ ଯୋଗଦେଲେ ମଧୁସ୍ମିତା:ଏକ ନମ୍ବର ଶିକ୍ଷା ବ୍ଲକ କରିବା ଲକ୍ଷ୍ୟ

କର୍ଲାମୁଣ୍ଡା:୧/୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗରେ ନୂତନ ଭାବେ ବୁଧବାର ବ୍ଲକ ଶିକ୍ଷା ଅଧିକାରିଣୀ ମଧୁସ୍ମିତା ନାଏକ ଯୋଗ ଦେଇଛନ୍ତି। କାର୍ଯ୍ୟାଳୟରେ ଯୋଗଦେବା…

ଗଜପତି ପୋଲିସକୁ ବଡ଼ ସଫଳତା: ଆନ୍ତଃରାଜ୍ୟ ମାନବ ଚାଲାଣର ପର୍ଦ୍ଦାଫାଶ, ୬ ନାବାଳିକା…

ଗଜପତି,୧।୭(ଗିରିଧାରୀ ପରିଛା): ଗଜପତି ପୋଲିସ ଏକ ଆନ୍ତଃରାଜ୍ୟ ମାନବ ଚାଲାଣର ପର୍ଦ୍ଦାଫାଶ କରି ୬ ଜଣ ନାବାଳିକାଙ୍କ ସମେତ ୭ ଜଣ ପୀଡ଼ିତାଙ୍କୁ ହାଇଦ୍ରାବାଦରୁ ଉଦ୍ଧାର କରିଛି।…

ଆଜିଠାରୁ ଅନିର୍ଦ୍ଦିଷ୍ଟକାଳ ଯାଏ ରୋଗୀସେବା ବନ୍ଦ, ହନ୍ତସନ୍ତ ହେଉଛନ୍ତି ରୋଗୀ

ବଞ୍ଚୋ,୧।୭(ପ୍ରଦୋଷ ବିଶ୍ୱାଳ ): ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନ (ଓମ୍‌ସା)ର ୮ ଦଫା ଦାବି ପୂରଣ ନ ହେବା ପ୍ରତିବାଦରେ ଜାତୀୟ ଡାକ୍ତର ଦିବସ ଅବସରରୁ ବୁଧବାର…

ଆଜି ଭାରତ-ଇଂଲଣ୍ଡ ମ୍ୟାଚ୍‌: ବୈଭବଙ୍କ ଉପରେ ଇଂଲଣ୍ଡ ଅଧିନାୟକ ବଡ଼ ବୟାନ, ଦେଲେ

ଚେଷ୍ଟର ଲେ ଷ୍ଟ୍ରିଟ,୧।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ T20 ସିରିଜର ପ୍ରଥମ ମ୍ୟାଚ୍‌ ଜୁଲାଇ ୧ ତାରିଖ ଅର୍ଥାତ୍‌ ଆଜି ଖେଳାଯିବ। ଖେଳ ପୂର୍ବରୁ, ଇଂଲଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri