ଏନ୍‌ଆର୍‌ସି କି ସିଏଏ ନୁହେଁ ବିକାଶକୁ ପସନ୍ଦ କରିଛନ୍ତି ଜନତା: ମମତା

କୋଲକାତା,୧୧।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ଫଳାଫଳ ସାମ୍ନାକୁ ଆସି ନ ଥିଲେ ମଧ୍ୟ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ଆମ ଆଦମୀ ପାର୍ଟି(ଏଏପି) ବହୁମତରେ ବିଜୟ ଲାଭ କରିବ ବୋଲି ଆଲୋଚନା ହେଉଛି। ଏବେସୁଦ୍ଧା ଏଏପି ବହୁମତଠାରୁ ଆଗୁଆ ଥିବା ବେଳେ ଏହାକୁ ନେଇ ଅନେକ ଏଏପିର ସରକାର ଗଠନକୁ ନେଇ ଆଶାବାଦୀ ଥିବା ଦେଖାଯାଇଛି। ୫୮ ଆସନରେ ଏଏପି ଆଗୁଆ ଥିବା ଦେଖିବା ପରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କେଜରିଓ୍ବାଲଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସାଧାରଣ ଜନତା ଭାରତୀୟ ଜନତା ପାର୍ଟି(ଭାଜପା)କୁ ପ୍ରତ୍ୟାଖାନ କରିଛନ୍ତି ବୋଲି ମମତା କହିଛନ୍ତି। କେବଳ ବିକାଶ ହିଁ କାମ କରିବ ଅର୍ଥାତ୍‌ କେଜରିଓ୍ବାଲଙ୍କ ବିକାଶମୂଳକ କାମ ଲୋକଙ୍କ ମନକୁ ପାଇଛି। ଏମାନେ ଏନ୍‌ଆର୍‌ସି, ସିଏଏ ଓ ଏନ୍‌ପିଆର୍‌କୁ ପ୍ରତ୍ୟାଖାନ କରିଛନ୍ତି ବୋଲି ମମତା ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଆ ମେଣ୍ଟର ଓଡ଼ିଶା ବନ୍ଦର ପ୍ରଭାବ: ଦାରିଙ୍ଗବାଡ଼ିରେ ରାସ୍ତା ଅବରୋଧ

ଦାରିଙ୍ଗବାଡ଼ି, ୮।୧୦ (ଅରୁଣ ସାହୁ): ବିଭିନ୍ନ ଦାବି ନେଇ ଇଣ୍ଡିଆ ମେଣ୍ଟ ପକ୍ଷରୁ ଓଡ଼ିଶା ବନ୍ଦ ଡାକରାର ପ୍ରଭାବ କନ୍ଧମାଳ ଜିଲାର ଦାରିଙ୍ଗବାଡ଼ି ବ୍ଲକରେ ଦେଖିବାକୁ ମିଳିଛି।…

ଅମଳ ପୂର୍ବରୁ ଚାଷୀମୁଣ୍ଡରେ ଚଡ଼କ: ଧାନ ଫସଲରେ ରୋଗପୋକ, ମଉଳି ଯାଉଛି ଅମଳ ଆଶା

ବରଗଡ଼,୮ା୧୦(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି ବୋଲି କୁହାଯାଏ। ହେଲେ ଏଠାରେ ଧାନଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ସମସ୍ୟା ଏଠାରେ ସାଧାରଣରେ…

ବରଗଡ଼ରେ ବନ୍ଦକୁ ସ୍ବତଃସ୍ଫୂର୍ତ୍ତ ସମର୍ଥନ: ଗାଡ଼ି ଚଳାଚଳ ଠପ୍‌

ବରଗଡ଼,୮।୧୧(ପ୍ରେମାନନ୍ଦ ଖମାରୀ): ଗୁରୁବାର ଓଡ଼ିଶା ବନ୍ଦ ଡାକରାକୁ ବରଗଡ଼ରେ ସ୍ବତଃସ୍ଫୂର୍ତ୍ତ ସମର୍ଥନ ମିଳିଛି। ସକାଳୁ ଦୋକାନ, ବଜାର ବନ୍ଦ ରହିଛି । ଗାଡ଼ି ଚଳାଚଳ ଠପ ପଡିଥିବା…

ନାନା ପାଟେକରଙ୍କ ଦେହାନ୍ତର ସାତ ଦିନ ପୂର୍ବରୁ ଏକ ଟୁଇଟ କରିଥିଲେ ପରେଶ ରାୱଲ; କ’ଣ ଥିଲା ସେଥିରେ?ଯାହା ଏବେ ହେଉଛି ଭାଇରାଲ

ମୁମ୍ବାଇ,୮।୧୦: ବରିଷ୍ଠ ହିନ୍ଦୀ ଚଳଚ୍ଚିତ୍ର ଅଭିନେତା ନାନା ପାଟେକରଙ୍କ ପରଲୋକ ଘଟିଛି। ଗୁରୁବାର ସକାଳେ ଗୋଆସ୍ଥିତ ବାସଭବନରେ ଏହି ଲୋକପ୍ରିୟ ଅଭିନେତାଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ି ଯାଇଥିଲା ଏବଂ…

ନାନା ପାଟେକରଙ୍କ ପତ୍ନୀ କିଏ? ଛାଡ଼ପତ୍ର ନ ନେଇ ୩୫ ବର୍ଷ ଧରି ଅଲଗା ରହିବାର କାରଣ କହିଥିଲେ…

ମୁମ୍ବାଇ,୮।୧୦: ବଲିଉଡର ବରିଷ୍ଠ ଅଭିନେତା ନାନା ପାଟେକର ୭୫ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି। ୮ ଅକ୍ଟୋବର ୨୦୨୬ରେ ଗୋଆସ୍ଥିତ ତାଙ୍କ ବାସଭବନରେ ତାଙ୍କୁ ହୃଦଘାତ…

ନାନା ପାଟେକରଙ୍କ ପରିବାରରେ କିଏ କିଏ ଅଛନ୍ତି? ପତ୍ନୀଙ୍କଠାରୁ ଅଲଗା ରହୁଥିଲା ବେଳେ ଜଣେ ପୁଅଙ୍କର ମୃତ୍ୟୁ ହୋଇସାରିଛି

ମୁମ୍ବାଇ,୮।୧୦: ବଲିଉଡର ବରିଷ୍ଠ ଅଭିନେତା ନାନା ପାଟେକର ୭୫ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି। ମଣିପାଲ ହସ୍ପିଟାଲର ଅଙ୍କୋଲୋଜି ବିଭାଗ ମୁଖ୍ୟ ଡାକ୍ତର ଶେଖର ସାଲକର…

୪ ଦଫା ଦାବିରେ ଓଡ଼ିଶା ବନ୍ଦ, ପଦ୍ମପୁରରେ କଂଗ୍ରେସର ପିକେଟିଂ

ପଦ୍ମପୁର, ୮।୧୦ (ପ୍ରଦୀପ୍ତ ଦାଶ): ୪ ଦଫା ଦାବି ନେଇ କଂଗ୍ରେସ ଓ ‘ଇଣ୍ଡି’ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକର ପ୍ରଭାବ ଗୁରୁବାର ସକାଳୁ…

ଆସିଲା ନାନା ପାଟେକରଙ୍କ ମୃତ୍ୟୁର ଅସଲ କାରଣ! ଡାକ୍ତର କହିଲେ…

ମୁମ୍ବାଇ,୮।୧୦: ବରିଷ୍ଠ ଅଭିନେତା ନାନା ପାଟେକର ଗୁରୁବାର ସକାଳ ୫ଟା୨୦ ସମୟରେ ପରଲୋକ ହୋଇଛି। ହୃଦଘାତ (କାର୍ଡିଆକ ଆରେଷ୍ଟ) ଯୋଗୁ ତାଙ୍କର ମୃତ୍ୟୁ ହୋଇଛି ବୋଲି କୁହାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?