ମାଲକାନଗିରି,୧୯ା୨(ଡି.ଏନ.ଏ.): ଛତିଶଗଡ଼ର ସୁକୁମା ପୋଲିସକୁ ବଡ଼ ସଫଳତା ମିଳିଛି। ବୁଧବାର ଛତିଶଗଡର ସୁକୁମା ଜିଲା ନିକଟସ୍ଥ ତାଣ୍ଡାମାର୍କା ଜଙ୍ଗଲରେ ବୁଧବାର ପୋଲିସ କୋମ୍ବିଂ ଅପରେଶନ ବେଳେ ଏନ୍କାଣ୍ଟରରେ ଜଣେ ମାଓବାଦୀ କମାଣ୍ଡର ନିହତ ହୋଇଛନ୍ତି। ତାଙ୍କ ପରିଚୟ ଜଣାପଡିନାହିଁ। ପୋଲିସ ଘଟଣାସ୍ଥଳରୁ ବନ୍ଧୁକ ଓ ଗୁଳି ଜବତ କରିଛି। ଏଥିସହ ସ୍ଥାନୀୟ ଅଞ୍ଚଳରେ କୋମ୍ବିଂ ଅପରେଶନ୍କୁ ଜୋରଦାର କରାଯାଇଛି।
Posted inଆମ ଜିଲା ଖବର, ମାଲକାନଗିରି View All
ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍; ମିଳିନି ପରିଚୟ…
ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...
ଶିଶୁ ମନ୍ଦିରର ରୋପ୍ୟ ଜୟନ୍ତୀ ସମାରୋହ: ବାର୍ଷିକ ମୁଖପତ୍ର ‘ଆହ୍ବାନ’କୁ ଉନ୍ମୋଚନ କଲେ ବିଧାୟକ
ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ମଙ୍ଗଳବାର ସଂଧ୍ୟାରେ ଆୟୋଜିତ ରୌପ୍ୟ ଜୟନ୍ତୀ...
ମଦ୍ୟପଙ୍କୁ ତାରାତାରିଣୀ ମନ୍ଦିର ମନା: ଏଣିକି ମୋବାଇଲ ସହ ଫଟୋ ଉଠାକୁ ବାରଣ; ପ୍ରଶାସନିକ ବୈଠକରେ…
ପୁରୁଷୋତ୍ତମପୁର,୨୩।୧୨ (ସବିତା ମିଶ୍ର): ବର୍ତ୍ତମାନ ପର୍ଯ୍ୟଟନର ଋତୁ ଚାଲିଥିବାବେଳେ ଆଉ କିଛି ଦିନ ପରେ ଆସୁଛି ନୂଆବର୍ଷ। ଏହି ଅବସରରେ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ...
ଦିଗପହଣ୍ଡିରେ ଖୋଲିଲା ଧାନମଣ୍ଡି: ଜିଲାପାଳ କଲେ ଶୁଭାରମ୍ଭ, ବିଧାୟକ ଯୋଗଦେଇ…
ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ ମଙ୍ଗଳବାର ଦିଗପହଣ୍ଡି ବ୍ଳକ ଫାସିଗୁଡା ଗ୍ରାମ ପ୍ରାଥମିକ ସେବା ସମବାୟ ସମିତି କାର୍ଯ୍ୟାଳୟ ପରିସରରେ ପହଞ୍ଚି...
ଦିନକ ପରେ ବଡ଼ଦିନ: ପୋଲିସର ଫ୍ଲାଗ ମାର୍ଚ୍ଚ, ପାଟ୍ରୋଲିଂ ବ୍ୟବସ୍ଥା କଡ଼ାକଡି
ବାଲିଗୁଡ଼ା,୨୩।୧୨:(ସଞ୍ଜୟ କୁମାର ପାଣିଗ୍ରାହୀ): ଆଉ ଦିନକ ପରେ ବଡଦିନ ପର୍ବ। ଏହାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ...
ବାରିପଦାରେ ନିର୍ମାଣ ହେବ ବିମାନବନ୍ଦର ପରି ଅତ୍ୟାଧୁନିକ ‘ଅଟଳ ବସ୍ ଷ୍ଟାଣ୍ଡ’
ବାରିପଦା,୨୩।୧୨: ମୟୂରଭଞ୍ଜ ଜିଲାର ବାରିପଦା ସହରରେ ବିମାନବନ୍ଦର ଭଳି ସୁବିଧା ସମ୍ପନ୍ନ ଏକ ସୁସଜ୍ଜିତ ‘ଅଟଳ ବସ୍ ଷ୍ଟାଣ୍ଡ’ ନିର୍ମାଣ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ...
ଥିଲେ ଦିଅନ୍ତୁ ନଥିଲେ ନିଅନ୍ତୁ
ଯାଜପୁର,୨୩।୧୨: ଓଡିଶାର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ “ଜୟ ମହାକାଳ ଫାଉଣ୍ଡେସନ” ପକ୍ଷରୁ “ଥିଲେ ଦିଅନ୍ତୁ ନଥିଲେ ନିଅନ୍ତୁ” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଯାଜପୁର ଜିଲ୍ଲା ଯାଜପୁର...
କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ପ୍ରସ୍ତୁତି: ବିଧାୟକ କହିଲେ….
ଭଞ୍ଜନଗର,୨୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ଅନୁଷ୍ଟିତ...
Archives


