ମାଲକାନଗିରି,୧୯ା୨(ଡି.ଏନ.ଏ.): ଛତିଶଗଡ଼ର ସୁକୁମା ପୋଲିସକୁ ବଡ଼ ସଫଳତା ମିଳିଛି। ବୁଧବାର ଛତିଶଗଡର ସୁକୁମା ଜିଲା ନିକଟସ୍ଥ ତାଣ୍ଡାମାର୍କା ଜଙ୍ଗଲରେ ବୁଧବାର ପୋଲିସ କୋମ୍ବିଂ ଅପରେଶନ ବେଳେ ଏନ୍କାଣ୍ଟରରେ ଜଣେ ମାଓବାଦୀ କମାଣ୍ଡର ନିହତ ହୋଇଛନ୍ତି। ତାଙ୍କ ପରିଚୟ ଜଣାପଡିନାହିଁ। ପୋଲିସ ଘଟଣାସ୍ଥଳରୁ ବନ୍ଧୁକ ଓ ଗୁଳି ଜବତ କରିଛି। ଏଥିସହ ସ୍ଥାନୀୟ ଅଞ୍ଚଳରେ କୋମ୍ବିଂ ଅପରେଶନ୍କୁ ଜୋରଦାର କରାଯାଇଛି।
Posted inଆମ ଜିଲା ଖବର, ମାଲକାନଗିରି View All
ସୋଲାର ପ୍ୟାନେଲ୍ ଲଗାଇବା ବାହାନାରେ ଘରେ ପଶି ଲୁଟ୍, ୪ ଅଭିଯୁକ୍ତ ଗିରଫ
ବଲାଙ୍ଗୀର, ୬।୧୧ (ସୁନିଲ କୁମାର ମହାନ୍ତି): ସୋଲାର ପ୍ୟାନେଲ୍ ଲଗାଇବା ବାହାନାରେ ଘରେ ପଶି ଦୁଇ ମହିଳାଙ୍କୁ ଲାଟ୍ରିନ୍ ଓ ବାଥରୁମ୍ରେ ବନ୍ଦ କରି ଲୁଟ୍ କରିଥିବା…
ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଶିଳାନ୍ୟାସ
ବଡ଼ଗାଁ,୬ା୧୧(ଅଶୋକ ଷଡ଼ଙ୍ଗୀ): ବିଦ୍ୟାଳୟ ନିମନ୍ତେ ଶୁକ୍ରବାର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। କେନ୍ଦୁଝରଠାରେ ଆୟୋଜିତ ରାଜ୍ୟସ୍ତରୀୟ ସମାରୋହରେ ମୁଖ୍ୟମନ୍ତ୍ରୀଙ୍କ କରକମଳରେ ଭିସି ମାଧ୍ୟମରେ ଏହି ଶିଳାନ୍ୟାସ କାର୍ଯ୍ୟକ୍ରମର ଶୁଭାରମ୍ଭ…
ଜେଲ୍ରେ ଜୀବନ ହାରିଲେ କଏଦୀ
ରଗଡ଼ି,୬।୧୧: ଯାଜପୁର ଜିଲା ରଗଡ଼ି ଉପକାରାଗାରରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଉପକାରାଗାରରେ ଜଣେ ବିଚାରାଧୀନ କଏଦୀ ଜେଲ୍ ପରିସର ମେଡିକାଲ ଗ୍ରିଲ୍ରେ ପ୍ୟାଣ୍ଟରେ…
ବନ୍ୟାବିପନ୍ନଙ୍କ ମୁହଁରେ ହସ ଫୁଟାଇଲା ଗଞ୍ଜାମ ପୋଲିସ, ମାନବିକତାର ଆଲୋକ ଜଳାଇଲେ ଏସ୍ପି
ପୁରୁଷୋତ୍ତମପୁର,୬ା୧୧(ସବିତା ମିଶ୍ର): ବନ୍ୟାର କରାଳ ବିଭୀଷିକାରେ ଛାରଖାର ହୋଇଯାଇଛି ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ଅଞ୍ଚଳ। ବନ୍ୟା ସବୁକିଛି ଛଡ଼ାଇ ନେଇ ଅନେକ ପରିବାରଙ୍କୁ ନିଃସହାୟ କରିଦେଇଛି। ଏଭଳି…
ଦ୍ୱିତୀୟ ଦିନରେ ମୁଖ୍ୟମନ୍ତ୍ରୀଙ୍କ କେନ୍ଦୁଝର ଗସ୍ତ, ଶତାଧିକ କୋଟିର ପ୍ରକଳ୍ପ ଶୁଭାରମ୍ଭ ଓ ଭିତ୍ତିପ୍ରସ୍ତର ସ୍ଥାପନ
କେନ୍ଦୁଝର,୬।୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କର ୫ଦିନିଆ କେନ୍ଦୁଝର ଗସ୍ତର ଦ୍ୱିତୀୟ ଦିନରେ ଶୁକ୍ରବାର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍ଘାଟନ କରିବା ସହ…
କିଡ୍ନୀ ରୋଗ ନେଲା ଆଉ ଜଣଙ୍କ ଜୀବନ, ଚିକିତ୍ସାରେ ସର୍ବସ୍ବାନ୍ତ ବସୁଦେବଙ୍କ ପରିବାର
ଅମରପାଲି,୬ା୧୧(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳରେ କିଡ୍ନୀ ରୋଗ ଦିନକୁ ଦିନ ଉଦ୍ବେଗଜନକ ରୂପ ନେଉଛି। ଏହି ରୋଗରେ ଆକ୍ରାନ୍ତ ହୋଇ ଆଉ ଜଣେ ବ୍ୟକ୍ତିଙ୍କ…
ନୂଆବର୍ଷ ପୂର୍ବରୁ ଶ୍ରୀମନ୍ଦିରରେ ହେବ ଧାଡ଼ି ଦର୍ଶନ, ୮ ରାମ୍ପରେ ଦର୍ଶନ କରିବେ ଶ୍ରଦ୍ଧାଳୁ
ଭୁବନେଶ୍ୱର/ପୁରୀ,୬।୧୧: ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଶୁକ୍ରବାର ପୁଣି ଏକ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି। ନୂଆବର୍ଷ ପୂର୍ବରୁ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ବ୍ୟବସ୍ଥା ଆରମ୍ଭ ହେବ ବୋଲି…
ଏତିକି ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ ମହିଳା ସବ୍-ରେଜିଷ୍ଟ୍ରାର, ଚାକିରି ଜୀବନ ଆରମ୍ଭରୁ ଦୁର୍ନୀତି ପଙ୍କରେ…
ବାଲିଆପାଳ,୬ା୧୧: ଜମି ପଞ୍ଜୀକରଣ ପାଇଁ ଲାଞ୍ଚ ନେବା ମହିଳା ଅଧିକାରୀଙ୍କୁ ପଡ଼ିଛି ଭାରି। ସାଧାରଣ ଲୋକଙ୍କଠାରୁ ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଓଡ଼ିଶା ଭିଜିଲାନ୍ସ…

